ଜାକ୍‌ଲିନଙ୍କ ସହ ସଲମାନଙ୍କ ନୂଆ ଭିଡିଓ ରିଲିଜ

ମୁମ୍ବାଇ: କରୋନା ପାଇଁ ସମଗ୍ର ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ସାଧାରଣ ଲୋକଙ୍କ ଠାରୁ ଆରମ୍ଭ କରି ବଲିଉଡ ଅଭିନେତ୍ରୀ, ଅଭିନେତା ସମସ୍ତେ ଘରେ ଏକ ପ୍ରକାର ବନ୍ଦ ହୋଇ ରହିଛନ୍ତି। ମାତ୍ର ଏହା କଳାକାରଙ୍କ ସୃଜନଶୀଳତାକୁ ଅଟକାଇପାରି ନାହିଁ। ନିକଟରେ ଅଭିନେତା ସଲମାନ ଖାନ ‘ପ୍ୟାର କରୋନା’ ଶୀର୍ଷକ ଏକ ଗୀତ ପ୍ରସ୍ତୁତ କରିଥିବା ବେଳେ ଏବେ ଆଉ ଏକ ଗୀତର ଭିଡିଓ ରିଲିଜ କରିଛନ୍ତି। ଗୀତଟି ହେଲା ‘ତେରେ ବିନା ’। ଏହି ଗୀତଟି ସଲମାନଙ୍କ ପାନଭେଲସ୍ଥିତ ଫାର୍ମହାଉସ୍‌ରେ ସୁଟ୍‌ ହୋଇଛି। ଜାକ୍‌ଲିନ୍‌ ଫର୍ନାଣ୍ଡିଜ୍‌ଙ୍କ ସହ ସେ ଏହି ଗୀତରେ ଅଭିନୟ କରିଛନ୍ତି। ତେବେ ସଲମାନ ନିଜ ଇନ୍‌ଷ୍ଟାଗ୍ରାମରେ ଏହି ଭିଡିଓଟିକୁ ଶେୟାର କରିଛନ୍ତି। ସଲମାନ ଆଉ ମଧ୍ୟ ଉଲ୍ଲେଖ କରିଛନ୍ତି ଯେ, ମୁଁ ଆଉ ବସିପାରିବି ନାହିଁ। ପ୍ରଥମ ଥର ପାଇଁ କାମ ଛାଡ଼ି ମୁଁ ଏତେଦିନ ଖାଲି ବସିଛି। ଦର୍ଶକଙ୍କ ମନୋରଞ୍ଜନ କରିବାକୁ ମୁଁ ମୋର ଉଦ୍ୟମ ଜାରି ରଖିଛି। ଇନ୍‌ଷ୍ଟାରେ ଭିଡିଓଟି ଭାଇରାଲ ହେବାରେ ଲାଗିଛି। ଦର୍ଶକମାନେ ଏହି ଗୀତକୁ ମଧ୍ୟ ପସନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...

ସଲମାନଙ୍କ ଗାଲୱାନ ଟ୍ରେଲର ଦେଖି ରାଗିଗଲା ଚାଇନା, ଏପରି କହିଲା ଭାରତ

ନୂଆଦିଲ୍ଲୀ,୩୦।୧୨: ସଲମାନଙ୍କ ଉପରେ ରାଗିଗଲା ଡ୍ରାଗନ। ‘ବ୍ୟାଟେଲ ଅଫ୍ ଗାଲୱାନ’ର ଟିଜର ମୁକ୍ତିଲାଭ କରିବା ପରେ ଚାଇନା ଏଥିରେ କ୍ଷୁବ୍ଧ ହୋଇଛି। ଚାଇନାର ସରକାରୀ ଗଣମାଧ୍ୟମ...

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri