ପିଲାବେଳର ଭିଡିଓ ଶେୟାର କଲେ ଅନନ୍ୟା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଅନନ୍ୟା ପାଣ୍ଡେ ରବିବାର ବିଶ୍ୱ ମାତୃ ଦିବସ ଅବସରରେ ନିଜର ପିଲାବେଳର ଏକ ଭିଡିଓ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏହି ଭିଡିଓରେ ସେ ତାଙ୍କ ମା’ ଭାବନା ପାଣ୍ଡେଙ୍କ ସହ ଥିବା ଦେଖିବାକୁ ମିଳିଛି। ଉଭୟ ଏହି ଭିଡିଓରେ ବହୁତ ମସ୍ତି କରୁଛନ୍ତି। ଏଥିରେ ଅନନ୍ୟା ତାଙ୍କ ମା’ଙ୍କୁ କହୁଛନ୍ତି ଯେ, ଦୁନିଆରେ ମୁଁ ଯାହାଙ୍କୁ ବହୁତ ପସନ୍ଦ କରେ ସେ ମୋ ମା’। ଅନନ୍ୟା ଆଉ ଏକ ଭିଡିଓ ଶେୟାର କରି ଲେଖିଛନ୍ତି ଯେ, ମୋ ମା’ ମୋ ସହିତ ଛୋଟ ପିଲାଙ୍କ ଭଳି ଖେଳୁଥିଲେ ମଧ୍ୟ। ସେ ମୋର ବହୁତ କ୍ଲୋଜ। ଜଣେ ଭଲ ବାନ୍ଧବୀ । ସେ ଏହି ଫଟୋ ଶେୟାର କରି ଦୁନିଆର ସବୁ ମା’ମାନଙ୍କୁ ବିଶ୍ୱ ମାତୃ ଦିବସର ଶୁଭକାମନା ଜଣାଇଛନ୍ତି। ତେବେ ଏହି ଭିଡିଓଗୁଡ଼ିକୁ ସେତେବେଳେ ତାଙ୍କ ବାପା ଚଙ୍କି ପାଣ୍ଡେ ସୁଟ୍‌ କରିଥିଲେ। ସେ ଛୋଟବେଳେ ବହୁତ କ୍ୟୁଟ୍‌ ଥିଲେ। ତାଙ୍କର ଏହି ଭିଡିଓ ଇନ୍‌ଷ୍ଟାଗ୍ରାମରେ ଭାଇରାଲ ହେବାରେ ଲାଗିଛି। ସମଗ୍ର ଦେଶ ଆଜି କରୋନା ସହ ଲଢ଼େଇ କରୁଛି। ସମସ୍ତଙ୍କୁ ଘରେ ସୁରକ୍ଷିତ ରହି କରୋନା ଭଳି ମହାମାରୀକୁ ଆମ ଦେଶରୁ ହଟାଇବାକୁ ପଡ଼ିବ। ସେଥିଲାଗି ଘରେ ରୁହନ୍ତୁ। ସୁରକ୍ଷିିତ ରୁହନ୍ତୁ ବୋଲି ଅନନ୍ୟା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରସ୍ତ ମିଳିବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri