ବରିଷ୍ଠ ନାଗରିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବ ବିଏମ୍‌ସି

ଭୁବନେଶ୍ୱର, ୧୧ା୫(ବ୍ୟୁରୋ): ଭୁବନେଶ୍ୱରରେ କରୋନା ସଂକ୍ରମଣକୁ ରୋକିବା ଦିଗରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଆଉ ପାଦେ ଆଗେଇଛି। ଚଳିତ ମାସ ଏବଂ ଜୁନ୍‌ ପ୍ରଥମ ଓ ଦ୍ୱିତୀୟ ସପ୍ତାହରେ ଭୁବନେଶ୍ୱରର ସମସ୍ତ ୬୭ ଓ୍ବାର୍ଡରେ ପର୍ଯ୍ୟାୟକ୍ରମେ ବରିଷ୍ଠ ନାଗରିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯିବ। ଏନେଇ ବିଏମ୍‌ସି ସ୍ବାସ୍ଥ୍ୟ ବିଭାଗ ସହାୟତାରେ ସମସ୍ତ ଓ୍ବାର୍ଡରେ ସାଧାରଣ ସ୍ବାସ୍ଥ୍ୟ ପରୀକ୍ଷା ଶିବିର ଖୋଲିବ। ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଦ୍ୱାରା ଜାରି ହୋଇଥିବା ଚିଠି (ନଂ.୨୪୪୪/ଆରଆଣ୍ଡଡିଏମ୍‌ (ଡିଏମ୍‌))କୁ ଭିତ୍ତି କରି ବିଏମ୍‌ସି ଏହି ସେବା ଯୋଗାଇବ ବୋଲି ଜଣାପଡ଼ିଛି। ତେବେ ଶିବିର ପରିଚାଳନା ପାଇଁ ଆବଶ୍ୟକ ସ୍ବାସ୍ଥ୍ୟ କର୍ମୀ ଓ ସୁରକ୍ଷା ଯୋଗାଇ ଦିଆଯିବ। କରୋନା ସଂକ୍ରମଣ ହେଲେ ବରିଷ୍ଠ ନାଗରିକଙ୍କୁ ଅଧିକ ବିପଦ ଥିବାରୁ ବରିଷ୍ଠ ନାଗରିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା ପ୍ରତି ବିଏମ୍‌ସି ଅଧିକ ଗୁରୁତ୍ୱ ଦେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଫିକା ପଡିବ ନୂଆବର୍ଷ ସେଲିବ୍ରେଶନ: Swiggy-Zomato ଭଳି ଅନେକ ଆପ୍‌ରେ ହେବନି ଡେଲିଭରି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୯।୧୨: ଯେଉଁମାନେ ବନ୍ଧୁ ଏବଂ ପରିବାର ସହିତ ଘରେ ନୂଆବର୍ଷ ପାଳନ କରିବାକୁ ଯୋଜନା କରୁଛନ୍ତି ସେମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଯଦି ଆପଣ...

ସଫେଇ ନାରେ ସୁନାଚେନ୍ ଲୁଟ ଘଟଣା, ଗିରଫ ହେଲେ ଦୁଇ ଆନ୍ତଃ ରାଜ୍ୟ ଲୁଟେରା

ବଲାଙ୍ଗୀର, ୨୯|୧୨ – (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡା ଠାରେ ଗତ ୨୨ ତାରିଖ ଦିନ ସଫେଇ ନାଁରେ ସୁନା ଚେନ୍ ଲୁଟି...

ନୂତନ ଇନ୍ସପେକ୍ଟରଙ୍କୁ ଶୁଭେଚ୍ଛା ଜଣାଇଲା ଭାଜପା: ଦାରିଙ୍ଗବାଡିରେ ଆଇନଶୃଙ୍ଖଳା ଉପରେ କଡା ନଜର…

ଦାରିଙ୍ଗବାଡି, ୨୯।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ନିଯୁକ୍ତି ପାଇଛନ୍ତି। ତାଙ୍କ ନିଯୁକ୍ତି...

Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା...

ଚିଲିକାକୁ କମିଲେ ବିଦେଶାଗତ ପକ୍ଷୀ: ଏହି କାରଣରୁ ଆସିଲେନି ୧୦,୦୦୦

ଭୁବନେଶ୍ୱର,୨୯ା୧୨: ଚଳିତ ବର୍ଷ ଚିଲିକା ହ୍ରଦକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହ୍ରାସ ପାଇଛି। ଏଥିପାଇଁ ଜଳବାୟୁ ପରିବର୍ତ୍ତନ ବା ‘କ୍ଲାଇମେଟ୍ ଚେଞ୍ଜ’କୁ ମୁଖ୍ୟ କାରଣ ବୋଲି...

ଦୁଇ ବର୍ଷ ମଧ୍ୟରେ ପ୍ରଥମଥର ଭାରତ ପାଇଁ ଆସିଲା ବଡ଼ ଖବର: ଶୁଣିଲେ ଆମେରିକା ସହ ଚାଇନା, ପାକିସ୍ତାନର ନିଜ ହଜିବ…

ନୂଆଦିଲ୍ଲୀ,୨୯।୧୨: ଏହି ଖବର ଶିଳ୍ପ କ୍ଷେତ୍ରରେ ଏକ ସ୍ବାଗତଯୋଗ୍ୟ ଆଶ୍ୱସ୍ତି। ଆମେରିକାର ଉଚ୍ଚ ଟାରିଫ୍‌ ସତ୍ତ୍ୱେ, ଗତ ଦୁଇ ବର୍ଷ ମଧ୍ୟରେ ଭାରତୀୟ ଶିଳ୍ପ କ୍ଷେତ୍ର...

ଏହି ଦିନ ଘୋଷଣା ହେବ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ ପାଇଁ ଭାରତୀୟ ଦଳ: ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୨୯।୧୨: ଭାରତୀୟ ଦଳ ୨୦୨୬ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ସିରିଜ ଖେଳିବ। ନ୍ୟୁଜିଲାଣ୍ଡର ଭାରତ ଗସ୍ତ ଜାନୁଆରୀ ୧୧ ରୁ ଜାନୁଆରୀ ୩୧ ପର୍ଯ୍ୟନ୍ତ ଚାଲିବ,...

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri