ଖରା ଦିନେ କୁହୁଡି

କେନ୍ଦୁଝର, ୧୨।୫(ସ୍ବ.ପ୍ର.): ପ୍ରବଳ ଖରା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇଯାଉଥିବା ବେଳେ ଅନେକ ସମୟରେ ଅପରାହ୍ନ ଓ ରାତିରେ କାଳ ବୈଶାଖୀ ଯୋଗୁ ବ୍ୟାପକ ଧନଜୀବନ କ୍ଷତିଗ୍ରସ୍ତ ହେଉଛି। ଏପରି ଜଳବାୟୁରେ ପରିବର୍ତ୍ତନକୁ ନେଇ ପରିବେଶବିତ୍‌ ମାନେ ଚିନ୍ତା ପ୍ରକଟ କରୁଛନ୍ତି। ଏହି କ୍ରମରେ କେନ୍ଦୁଝର ଜିଲାରେ ମଙ୍ଗଳବାର ସକାଳେ ହଠାତ୍‌ ଘନ କୁହୁଡି ପରିବେଶ ସମସ୍ତଙ୍କୁ ଚକିତ କରିଛି। ଖରା ଦିନରେ ଏଭଳି କୁହୁଡିଆ ପରିବେଶ, ବିଭିନ୍ନ କାରଣରୁ ଜଳବାୟୁରେ ଦେଖା ଦେଉଥିବା ପରିବର୍ତ୍ତନର ଦୃଷ୍ଟାନ୍ତ ବୋଲି ପରିବେଶବିତ୍‌ ହରେକୃଷ୍ଣ ମହାନ୍ତ କହିଛନ୍ତି। କୁହୁଡି ଯୋଗୁ ଯାତାୟତରେ ଗାଡ଼ି ଚାଳକଙ୍କୁ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡିଥିଲା। ବ୍ୟାପକ ଜଙ୍ଗଲ ଓ ପରିବେଶ କ୍ଷୟ ଯୋଗୁ ଏଭଳି ଅନିଶ୍ଚିତତା ପାଗ ଦେଖିବାକୁ ମିଳୁଛି ବୋଲି ମତ ପ୍ରକାଶ ପାଉଛି। ପ୍ରବଳ ଗରମ ପରେ ହଠାତ୍‌ କୁଆ ପଥର ଓ କାଳ ବୈଶାଖୀ ବର୍ଷା ଯୋଗୁ ତାପମାତ୍ରା ହ୍ରାସ ପାଇ ହଠାତ୍‌ ପରିବେଶ ଥଣ୍ଡା ହୋଇ ଯାଉଥିବାରୁ ଏହାର ପ୍ରଭାବ ଜୀବଜଗତ ଉପରେ ପଡୁଛି ବୋଲି ପରିବେଶବିତ ରମେଶ ଚନ୍ଦ ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

ଅଙ୍ଗନଓ୍ବାଡିି ପଛରେ ଗୋମାଂସ କଟାନେଇ ଅସନ୍ତୋଷ

ଉଦଳା, ୨୪ା୧୨(ସନ୍ତୋଷ କୁମାର ବାଚ୍ଛିନୀ): କପ୍ତିପଦା ଥାନା ଭୁଳାଘାଟି ଗ୍ରାମର ଏକ ଅଙ୍ଗନଓ୍ବାଡି କେନ୍ଦ୍ର ପଛରେ ଗୋମାଂସ କଟାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ମଙ୍ଗଳବାର...

ବରଗଡ଼ ଧନୁଯାତ୍ରା: ସାଂସ୍କୃତିକ ଶୋଭାଯାତ୍ରାରେ ଦୁଲୁକିଲା ବରଗଡ଼

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଯାଜପୁର ରୋଡ଼ ନୂତନ ଏସ୍‌ଡିପି ଶରତ ଚନ୍ଦ୍ର ପାତ୍ର

ଧର୍ମଶାଳା,୨୪।୧୨: ଯାଜପୁର ରୋଡ଼ ନୂତନ ଏସ୍‌ଡିପିଓ ଭାବେ ଶରତ ଚନ୍ଦ୍ର ପାତ୍ର ଯୋଗଦେବେ। ଏ ନେଇ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ ଯାଜପୁର ରୋଡ...

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

ଧାନକିଣାରେ ଅବ୍ୟବସ୍ଥା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଳିତ କୃଷକ ମଞ୍ଚର ଧାରଣା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ଧାନକିଣା ଅବ୍ୟବସ୍ଥା ପ୍ରତିବାଦରେ ମିଳିତ କୃଷକ ମଞ୍ଚ ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାର ଚାଷୀ ସଙ୍ଗଠନ ମିଳିତ ଭାବେ ଧାରଣାରେ ବସିଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri