CORONAVIRUS UPDATE: ନୂଆ ୧୦୧ କରୋନା ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ୯୦ କ୍ୱାରାଣ୍ଟାଇନ ସେଣ୍ଟରରୁ

ଭୁବନେଶ୍ୱର, ୧୩।୫(ବ୍ୟୁରୋ): ବୁଧବାର ସକାଳେ ରାଜ୍ୟରେ ଚିହ୍ନଟ ହୋଇଥିବା ୧୦୧ ଆକ୍ରାନ୍ତଙ୍କ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୯୦ଜଣ କ୍ୱାରାଣ୍ଟାଇନ ସେଣ୍ଟରରେ ଥିଲେ। ୮ଜଣ କଣ୍ଟେମେଣ୍ଟ ଜୋନ୍‌ର ହୋଇଥିବା ବେଳେ ଅନ୍ୟ ୩ ଜଣ ଲୋକାଲ ଲୋକ। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
ବାଲେଶ୍ୱରର ୩୩ ଆକ୍ରାନ୍ତଙ୍କ ମଧ୍ୟରୁ ୨୪ଜଣ ସୁରଟ ଫେରନ୍ତା ହୋଇଥିବା ବେଳେ ୩ ପଶ୍ଚିମବଙ୍ଗ, ୨ ବାଙ୍ଗାଲୋର, ଜଣେ କଣ୍ଟେନମେଣ୍ଟ ଜୋନ୍‌ରୁ ଏବଂ ଅନ୍ୟ ୩ ଜଣ ଲୋକାଲ ଲୋକଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼ରୁ ଚିହ୍ନଟ ସମସ୍ତ ୭ ପଜିଟିଭ ରାଉରକେଲା କଣ୍ଟେନମେଣ୍ଟ ଜୋନ୍‌ର। ସେମାନେ ସମସ୍ତେ ପୂର୍ବ ପଜିଟିଭ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଛନ୍ତି। ଗଞ୍ଜାମରୁ ୫୨, କେନ୍ଦୁଝରରୁ ୨, ଯାଜପୁରରୁ ୭ ପଜିଟିଭ ଚିହ୍ନଟ। ଯାଜପୁରର ୭ ପଜିଟିଭ ମଧ୍ୟରୁ ୫ ପଶ୍ଚିମବଙ୍ଗ, ୨ ମହାରାଷ୍ଟ୍ର ଫେରନ୍ତା।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri