ଶ୍ରମିକ ସ୍ବତନ୍ତ୍ର ଟ୍ରେନ୍‌ରେ ଫେରିଛନ୍ତି ୮ ଲକ୍ଷ ପ୍ରବାସୀ

ନୂଆଦିଲ୍ଲୀ,୧୪।୫- ବିଭିନ୍ନ ରାଜ୍ୟରେ ଫସି ରହିଥିବା ପ୍ରବାସୀ ଶ୍ରମିକଙ୍କୁ ଘରକୁ ପଠାଇବା ଲାଗି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ନିର୍ଦ୍ଦେଶ ଅନୁଯାୟୀ ରେଳ ମନ୍ତ୍ରଣାଳୟ ବର୍ତ୍ତମାନ ସୁଦ୍ଧା ୬୪୨ଟି ଶ୍ରମିକ ସ୍ବତନ୍ତ୍ର ଟ୍ରେନ ମାଧ୍ୟମରେ ବିଭିନ୍ନ ରାଜ୍ୟରୁ ୮ ଲକ୍ଷ ପ୍ରବାସୀଙ୍କୁ ପଠାଇବାରେ ସକ୍ଷମ ହୋଇଛି । ଏହି ସମସ୍ତ ପ୍ରବାସୀ ଶ୍ରମିକଙ୍କ ଗସ୍ତ ଖର୍ଚ୍ଚ ବାବଦ ଅର୍ଥ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ୮୫:୧୫ ପ୍ରତିଶତ ହିସାବରେ ବହନ କରିବେ ବୋଲି ରେଳ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି । ବୁଧବାର ସୁଦ୍ଧା ୫୩୨ ଟି ଟ୍ରେନ ପହଞ୍ଚତ୍ ସାରିଥିବା ବେଳେ ୧୧୦ଟି ଟ୍ରେନ ଗନ୍ତବ୍ୟ ସ୍ଥଳ ଅଭିମୁଖେ ବାହାରି ସାରିଛି । ପ୍ରତି ଟ୍ରେନରେ ୧୨୦୦ଜଣ ଯାତ୍ରୀ ଏବଂ ୨୪ଟି ବଗି ସହ ଏହି ଟ୍ରେନ ଗୁଡିକ ଯାତ୍ରା କରୁଛି ା ପ୍ରତି ବଗିରେ ୭୨ସିଟ୍‌ ଓ ୫୪ ଜଣ ଯାତ୍ରୀ ସରକାରୀ ନିୟମ ଅନୁସାରେ ଯାତ୍ରା କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅଲ୍‌ ନ୍ୟୁ ପଲ୍‌ସର ଏନ୍‌ଏସ୍‌୪୦୦ଜେଡ୍‌ର ଅନାବରଣ

ନୂଆଦିଲ୍ଲୀ, ୮।୫ (ଅଭୟ ଦାଶ): ବଜାଜ ଅଟୋ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ ପଲ୍‌ସର ଏନ୍‌ଏସ୍‌୪୦୦ଜେଡ୍‌’ର ସର୍ବଭାରତୀୟ ଉନ୍ମୋଚନ...

ଇମାମିର ନୂତନ ଅଭିଯାନ

ନୂଆଦିଲ୍ଲୀ,୮।୫: ଦେଶର ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଇମାମି ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ଇମାମି ଲିମିଟେଡ୍‌ର ନୂତନ ଅଭିଯାନ ‘ଟେଲିଭିଜନ କମର୍ସିଆଲ ବା ଟିଭିସି’ର...

ଡଲାରର ସମର କଲେକ୍ସନ

ନୂଆଦିଲ୍ଲୀ,୮।୫: ଡଲାର ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ନୂତନ ସମର କଲେକ୍ସନ ‘ନ୍ୟୁ ରେଞ୍ଜ ଅଫ୍‌ ସମର ଓ୍ବେର’ର ଅନାବରଣ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି।...

ଜେଏସ୍‌ଏଲ୍‌ର ନୂଆ ମାଇଲଖୁଣ୍ଟ

ନୂଆଦିଲ୍ଲୀ,୮।୫: ଦେଶର ପ୍ରମୁଖ ଘରୋଇ କମ୍ପାନୀ ତଥା ଅଗ୍ରଣୀ ଷ୍ଟେନ୍‌ଲେସ୍‌ ଇସ୍ପାତ ଉତ୍ପାଦନକାରୀ ‘ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ ବା ଜେଏସ୍‌ଏଲ୍‌’କୁ ନିକଟରେ ଆଉ ମାନ୍ୟତ୍ୟ ପ୍ରଦାନ...

ଖାଉଟିଙ୍କୁ ଘାରିଛି ଦରବୃଦ୍ଧି ଚିନ୍ତା

ଭୁବନେଶ୍ୱର,୮।୫(ଅନୁରାଧା ମହାରଣା): ଗତ କିଛି ମାସ ଧରି ଦେଶରେ ମୁଦ୍ରାସ୍ଫୀତିରେ ମନ୍ଥରତା ଦେଖାଦେଇଛି। ମାର୍ଚ୍ଚରେ ଖୁଚୁରା ମୁଦ୍ରାସ୍ଫୀତି ହାର ୯ ମାସ ମଧ୍ୟରେ ସର୍ବନିମ୍ନ ସ୍ତରକୁ...

ଟିପିସିଓଡିଏଲ୍‌ ପକ୍ଷରୁ ଟିଏମ୍‌ୟୁର ଶୁଭାରମ୍ଭ

ଭୁବନେଶ୍ୱର,୭।୫: ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିସିଓଡିଏଲ୍‌)ର ବହୁ ପ୍ରତୀକ୍ଷିତ ତଥା ନୂତନ ଜ୍ଞାନକୌଶଳରେ...

ଅଗଷ୍ଟରେ ୪ଜି ସେବା ଆରମ୍ଭ କରିବ ବିଏସ୍‌ଏନ୍‌ଏଲ୍‌

ନୂଆଦିଲ୍ଲୀ,୭।୫ (ଅଭୟ ଦାଶ): ଚଳିତ ବର୍ଷ ଅଗଷ୍ଟରେ ଭାରତ ସଞ୍ଚାର ନିଗମ ଲିମିଟେଡ ବା ବିଏସ୍‌ଏନ୍‌ଏଲ୍‌ ୪ଜି ସେବା ଆନୁଷ୍ଠାନିକ ଭାବେ ସର୍ବଭାରତୀୟ ସ୍ତରରେ ଆରମ୍ଭ କରିବ...

ଏଇଏଲ୍‌ର ଆର୍ଥିକ ଫଳାଫଳ

ଭୁବନେଶ୍ୱର,୭।୫: ଆଦାନି ଗ୍ରୁପ୍‌ର ପ୍ରମୁଖ କମ୍ପାନୀ ଆଦାନି ଏଣ୍ଟରପ୍ରାଇଜେସ୍‌ ଲିମିଟେଡ୍‌ (ଏଇଏଲ୍‌)ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ କମ୍ପାନୀର କାରବାର ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri