ତେଲେଙ୍ଗାନାରୁ ଆସି ଭୁବନେଶ୍ୱରରେ ଫସିଛନ୍ତି କନ୍ଧମାଳ ଶ୍ରମିକ

ଫୁଲବାଣୀ ଅଫିସ, ୧୪।୫- କନ୍ଧମାଳ ଜିଲା ଫୁଲବାଣୀ ଜିରିଙ୍ଗିପଡା ଅଞ୍ଚଳର ୪ ଯୁବକ ତେଲେଙ୍ଗାନାର ଏକ ଘରୋଇ କମ୍ପାନୀରେ କାମ କରୁଥିଲେ। ଲକ୍‌ଡାଉନ ଯୋଗୁ କମ୍ପାନୀ ବନ୍ଦ ପରେ ସେଠାରେ ଫସି ରହିଥିଲେ। ୩ ଦିନ ତଳେ ଶ୍ରମିକ ସ୍ବତନ୍ତ୍ର ଟ୍ରେନ୍‌ ଯୋଗେ ଆସି ବ୍ରହ୍ମପୁରରେ ପହଞ୍ଚତ୍ଥିଲେ। ସେଠାରେ ପ୍ରଶାସନ ପକ୍ଷରୁ ସେମାନଙ୍କ ହାତରେ ସିଲ୍‌ ମଧ୍ୟ ଲଗା ଯାଇଥିଲା। ହେଲେ ସେମାନେ ଫୁଲବାଣୀ ଆସିବା ବଦଳରେ ଭୁଲ୍‌ରେ ଭୁବନେଶ୍ୱର ଚାଲି ଯାଇଥିଲେ। ଏବେ ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ୪ ଜଣ ଭୋକ ଉପାସରେ ୨ଦିନ ହେଲା ରହିଛନ୍ତି। ପରିବାର ଲୋକେ ବୁଧବାର ଜିଲାପାଳଙ୍କୁ ଭେଟି ସେମାନଙ୍କୁ ଫେରାଇ ଆଣିବା ବ୍ୟବସ୍ଥା କରିବାକୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

ଏକାଠି ହେଲେ ହଳଦିଆ ତୈଳିକ ବୈଶ୍ୟ ସମାଜ ସଭ୍ୟ, ବିଭିନ୍ନ ସମସ୍ୟା ନେଇ

ଦିଗପହଣ୍ଡି,୮ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଓ ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜର ଏକ ଆଲୋଚନା ସଭା ସାନଖେମୁଣ୍ଡି ବ୍ଲକ ଜିଉରା ଗ୍ରାମ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri