ଜେଜେମା’ଙ୍କ ମୃତ୍ୟୁ ଦେଖି ଜୀବନ ହାରିଲେ ନାତି

ଚିତ୍ରଡା,୧୪ା୫(ଡି.ଏନ୍‌.ଏ.)- ଜେଜେମା’ଙ୍କ ମୃତ୍ୟୁରେ ମ୍ରିୟମାଣ ହୋଇ ନାତି ଜୀବନ ହାରିବା ଘଟଣା ଆଲୋଡ଼ନ ସୃଷ୍ଟି କରିଛି। ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଧୀନ ବରକନ୍ଦ ପଞ୍ଚାୟତର ମୂଷାଗଡିଆ ଗ୍ରାମରେ ବୁଧବାର ଏହି ଅଭାବନୀୟ ଘଟଣା ଘଟିଛି।
ସୂଚନା ଅନୁଯାୟୀ, ମୂଷାଗଡିଆ ଗ୍ରାମର ବିରାମ ହେମ୍ବ୍ରମଙ୍କ ଜେଜେ ମା’ଙ୍କ ବୁଧବାର ରାତିରେ ମୃତ୍ୟୁ ଘଟିଥିଲା। ଏଥିରେ ମାନସିକ ଭାରସାମ୍ୟ ହରାଇ ବିରାମ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଥିଲେ। ପରିବାର ଲୋକେ ଜେଜେମା’ଙ୍କ ମୃତଦେହ ଜଗି ରହିଥିବାରୁ ବିରାମଙ୍କ ଆତ୍ମହତ୍ୟା ସମ୍ପର୍କରେ ଜାଣିପାରି ନ ଥିଲେ। ସକାଳେ ତାଙ୍କ ମୃତଦେହ ଝୁଲୁଥିବା ଦେଖି ପରିବାର ଲୋକେ ପୋଲିସକୁ ଖବର ଦେଇଥିଲେ। ଚିତ୍ରଡ଼ା ଫାଣ୍ଡି ଅଧିକାରୀ ରାଜେନ୍ଦ୍ର ପ୍ରସାଦ ମଣ୍ଡଳ ଘଟଣାସ୍ଥଳରେ ପହଞ୍ଚି ବିରାମଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି। ଏନେଇ ଥାନାରେ ଏକ ଅପମୃତ୍ୟୁ ମାମଲା(ନଂ.୧୧/୨୦୨୦) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିରରେ ମୁଖ୍ୟ ନିର୍ବାଚନ କମିଶନର: ପରିବାର ସହ ମହାପ୍ରଭୁଙ୍କୁ କଲେ ଦର୍ଶନ

ପୁରୀ,୨୭।୧୨: ଶ୍ରୀମନ୍ଦିରରେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର। CEC ପରିବାର ସହ ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ପହଞ୍ଚିଛନ୍ତି। କଡ଼ା ସୁରକ୍ଷା ମଧ୍ୟରେ ଶ୍ରୀମନ୍ଦିର ଭିତରେ...

ଡାକ୍ତରଙ୍କ ଆନ୍ଦୋଳନ: ଲାଇନ୍‌ରେ ଛିଡ଼ା ହୋଇଛନ୍ତି ରୋଗୀ

ଧର୍ମଶାଳା,୨୭।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତରମାନେ ବିଭିନ୍ନ ଦାବି ନେଇ ୧ ଘଣ୍ଟିଆ ଆନ୍ଦୋଳନ ଆରମ୍ଭ କରିଛନ୍ତି। ରାଜ୍ୟରେ ମଞ୍ଜୁରୀପ୍ରାପ୍ତ...

ସଜେଇ ହେଉଛି ଦାରିଙ୍ଗବାଡି: ଶୀତ ମହୋତ୍ସବ ପାଇଁ ବଢୁଛି ଉତ୍କଣ୍ଠା

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି।ଏଥିପାଇଁ ଦାରିଙ୍ଗବାଡି ଚଳ ଚଞ୍ଚଳ ହୋଇପଡିଛି।...

ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼

ଦାରିଙ୍ଗବାଡି, ୨୭।୧୨ (ଅରୁଣ ସାହୁ ):ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚକ ବାଧାପ୍ରାପ୍ତ ହୋଇଛି। ଶୀତ କମିବାରେ ନାମ...

ବାଲ ଧନୁଯାତ୍ରାରେ ରଙ୍ଗସଭା: କମାଲ କଲେ ସତ୍ୟଜିତ

ମଥୁରା ନଗରୀ,୨୭।୧୨:ବରଗଡ଼ ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଚାଲିଥିବା ବାଲ ଧନୁଯାତ୍ରାର ଦ୍ବିତୀୟ ଦିବସରେ ମହାରାଜ କଂସଙ୍କ ଦରବାରରେ ରଙ୍ଗସଭା ଅନୁଷ୍ଠିତ ହୋଇଥିଲା। ଏହି...

କ୍ରିକେଟ୍‌ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍‌ ଟଳିପଡ଼ିଲେ: ଆଉ ତା’ପରେ…

ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍‌ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...

ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...

ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri