କରୋନା ମୁକାବିଲା: ସରପଞ୍ଚଙ୍କ ପାଇଁ ୫୦ ଲକ୍ଷ

ଭୁବନେଶ୍ୱର,୧୪ା୫(ବ୍ୟୁରୋ)- କରୋନା(କୋଭିଡ-୧୯) ସଂକ୍ରମଣ ରୋକିବା କ୍ଷେତ୍ରରେ ଆଗଧାଡ଼ିରେ କାର୍ଯ୍ୟ କରୁଥିବା ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ପୋଲିସ କର୍ମଚାରୀଙ୍କର ମୃତ୍ୟୁ ହେଲେ ରାଜ୍ୟ ସରକାର ୫୦ ଲକ୍ଷ ଟଙ୍କାର ସହାୟତା ଦେବାକୁ ପୂର୍ବରୁ ଘୋଷଣା କରିଛନ୍ତି । ଏବେ ସରପଞ୍ଚମାନଙ୍କୁ ମଧ୍ୟ ଏହି ତାଲିକାରେ ସାମିଲ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ତୃଣମୂଳ ସ୍ତରରେ କରୋନା ମୁକାବିଲା ପାଇଁ ସରପଞ୍ଚମାନେ ଅସ୍ଥାୟୀ ଚିକିତ୍ସା ଶିବିର (ଟିଏମ୍‌ସି), କ୍ୱାରାଣ୍ଟାଇନ ସେଣ୍ଟର ଏବଂ ଅନ୍ୟାନ୍ୟ କୋଭିଡ ସୁବିଧାଗୁଡିକର ସୁପରିଚାଳନାରେ ଉତ୍ସର୍ଗୀକୃତ ଭାବେ ମହତ୍ତ୍ୱପୂର୍ଣ୍ଣ କାର୍ଯ୍ୟ କରୁଛନ୍ତି। ସେମାନେ ଆମ ଆଗଧାଡ଼ିର ଯୋଦ୍ଧା। ସେମାନଙ୍କ ପରିବାର ହିତ ପାଇଁ ପୂର୍ବ ଘୋଷିତ ୫୦ ଲକ୍ଷ ସହାୟତା ରାଶିରେ ସେମାନଙ୍କୁ ଅନ୍ତର୍ଭୁକ୍ତ କରାଯିବ। ସେମାନଙ୍କ ପରିବାର ଏହି ସହାୟତା ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲିଙ୍ଗରାଜରୁ ଖୋର୍ଦ୍ଧା ଯାଏ ଦୌଡିଲେ ମନ୍ମଥ

ଭୁବନେଶ୍ୱର,୨।୫: ଭୁବନେଶ୍ୱର ଲୋକ ସଭା ଆସନରୁ ବିଜୁ ଜନତା ଦଳ(ବିଜେଡି)ର ପ୍ରାର୍ଥୀ ମନ୍ମଥ ରାଉତରାୟ ଗୁରୁବାର ପ୍ରାର୍ଥିପତ୍ର ଦାଖଲ କରିବାର କାର୍ଯ୍ୟକ୍ରମ ରହିଛି। ହେଲେ ଏହା...

ଆଜି ପ୍ରାର୍ଥୀପତ୍ର ଦାଖଲ କରିବେ ଧର୍ମେନ୍ଦ୍ର, ଅପରାଜିତା,ମନ୍ମଥ, ଅରୁପ

ଭୁବନେଶ୍ୱର,୨।୫: ଲୋକ ସଭା ନିର୍ବାଚନ ପାଇଁ ଗୁରୁବାର ୪ ହେଭିଓ୍ବେଟ ନେତା ପ୍ରାର୍ଥିପତ୍ର ଦାଖଲ କରିବେ ବୋଲି ଜଣାପଡିଛି। ଏମାନଙ୍କ ମଧ୍ୟରେ ଅଛନ୍ତି ଭୁବନେଶ୍ୱର ଲୋକ...

ଦ୍ୱିତୀୟ ନିର୍ବାଚନ କ୍ଷେତ୍ର କଣ୍ଟାବାଞ୍ଜିରୁ ପ୍ରାର୍ଥିପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟାକ ଗୁରୁବାର କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରୁ ପ୍ରାଥିପତ୍ର ଦାଖଲ କରିବେ ବୋଲି ଖବର ରହିଛି। ଏହା ନବୀନଙ୍କ ଦ୍ୱିତୀୟ ନିର୍ବାଚନ କ୍ଷେତ୍ର।...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ...

ଭାଜପାରେ ଯୋଗଦେଲେ ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ

ସମ୍ବଲପୁର,୧ା୫: ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ‌ଙ୍କ ଉପସ୍ଥିତିରେ ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri