ବଦଳିବ ପୁରୁଣା ସରକାରୀ ଗାଡ଼ି, ମୁଖ୍ୟମନ୍ତ୍ରୀଙ୍କ ପାଇଁ ଯୋଗାଇ ଦିଆଯିବ ବୁଲେଟ୍‌ପ୍ରୁଫ୍‌ ଗାଡ଼ି

ମୁମ୍ବାଇ,୧୦ା୫: ନୂଆଦିଲ୍ଲୀର ମହାରାଷ୍ଟ୍ର ସଦନରେ ବ୍ୟବହୃତ ପୁରୁଣା ସରକାରୀ ଗାଡ଼ି ବଦଳାଯିବା ସହ ନୂତନ ଗାଡ଼ି କିଣାକୁ ମହାରାଷ୍ଟ୍ର ସରକାର ଅନୁମୋଦନ କରିଛନ୍ତି। ସରକାରୀ ନିର୍ଦ୍ଦେଶ ଅନୁଯାୟୀ, ମହାରାଷ୍ଟ୍ର ସଦନରେ ବର୍ତ୍ତମାନ ବ୍ୟବହାର ହେଉଥିବା…

‘ପେନ୍‌ସନ୍‌ଭୋଗୀଙ୍କ ପାଇଁ କାର୍ଯ୍ୟକାରୀ ହେବନାହିଁ କୌଣସି ନୂଆ ନିୟମ’

ଦିଗପହଣ୍ଡି,୧୦|୫(ଅଶେଷ ନାଥ ମିଶ୍ର):  ଦିଗପହଣ୍ଡି ସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ରବିବାର ସ୍ଥାନୀୟ ଶ୍ରୀ ପାତାଳେଶ୍ୱର ଶୈବପୀଠ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଥିଲା। ସଂଘର ବରିଷ୍ଠ ସଦସ୍ୟ ତଥା ଶୈବପୀଠ ପ୍ରତିଷ୍ଠାତା ପ୍ରମୋଦ…

ଇଣ୍ଡୋର ଷ୍ଟାଡିୟମରେ ଲାଇଟ୍‌ ଅଚଳ, ଅନ୍ଧାରରେ ଖେଳୁଛନ୍ତି ଖେଳାଳି

କେସିଙ୍ଗା,୧୦ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ପିଏମ୍‌ ଶ୍ରୀ ବିଦ୍ୟାପୀଠର ପଛ ଭାଗରେ ତତ୍କାଳୀନ ବିଜେଡି ସରକାର ଶାସନ ସମୟ ଇଣ୍ଡୋର ଷ୍ଟାଡିୟମ ନିର୍ମାଣ ହୋଇଥିଲା। ଷ୍ଟାଡିୟମର ଚତୁଃପାର୍ଶ୍ୱ ଚକାଚକ ଦେଖା ଯାଉଥିଲା।…

ବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ପିଏଙ୍କ ହତ୍ୟା ମାମଲାରେ ବଡ଼ ଖୁଲାସା, ଧନବାଦରେ….

ନୂଆଦିଲ୍ଲୀ,୧୦।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ପିଏ ଚନ୍ଦ୍ରନାଥ ରଥଙ୍କ ହତ୍ୟା ଘଟଣାରେ ଝାଡ଼ଖଣ୍ଡର ଧନବାଦ ସହିତ ଏକ ସମ୍ପର୍କ ସାମ୍ନାକୁ ଆସିଛି । ହତ୍ୟାକାରୀମାନେ ଅପରାଧ ଘଟାଇବା ପାଇଁ ବ୍ୟବହୃତ ମୋଟରସାଇକେଲରେ ଧନବାଦର…

୧୨ ଘଣ୍ଟାରେ ଗଲା ୩ ହରିଣଙ୍କ ଜୀବନ, ମାଂସ କାଟିବାକୁ ଶିକାରୀ ହେଉଥିଲେ ସଜବାଜ, ଆଉ ତା’ ପରେ…

ଭଞ୍ଜନଗର,୧୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଶନିବାର ୧୨ ଘଣ୍ଟା ମଧ୍ୟରେ ୩ଟି ହରିଣ ମୃତ୍ୟୁବରଣ କରିଛନ୍ତି। ସେଥିମଧ୍ୟରୁ ମୁଜାଗଡ଼ ରେଞ୍ଜରେ ଦୁଇଟି ମୃତ୍ୟୁବରଣ କରିଥିବା ବେଳେ କେନ୍ଦ୍ରୀୟ ବନାଞ୍ଚଳରେ…

ରିଭଲଭର ଦେଖାଇ ଡକାୟତି: ଘର କବାଟ ବାଡ଼ାଇଲେ, ଖୋଲିବାରୁ ୩ ଆଇଫୋନ୍‌ ସହ…

ପଦ୍ମପୁର,୧୦ା୫(କାଳୀପଦ ରାୟ): ଭଦ୍ରକ ସଦର ବ୍ଲକର ପଗଡ଼ ନଦେଇଦିହ ଗ୍ରାମର ଶନିବାର ରାତିରେ ରିଭଲବର ଦେଖାଇ ଡକାୟତି ହୋଇଛି। ସୂଚନାନୁଯାୟୀ ଶନିବାର ରୀତିରଞ୍ଜନ ସ୍ବାଇଁ ଘରେ ନ ଥିବାବେଳେ ତାଙ୍କ ସ୍ତ୍ରୀ ପିଉସା ପିଉସୀ…

ସହି ପାରୁନାହାଁନ୍ତି ମୋଦି! ତାମିଲନାଡୁରେ ବିଜୟଙ୍କ TVKକୁ ସମର୍ଥନ କରିବା ନେଇ ଗର୍ଜିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୦।୫: ମେ’୧୦ରେ ଚେନ୍ନାଇର ନେହେରୁ ଷ୍ଟାଡିୟମରେ, ଟିଭିକେ ମୁଖ୍ୟ ସି. ଜୋସେଫ ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। ୧୯୬୭ ପରଠାରୁ ସେ ଡିଏମକେ ଏବଂ ଏଆଇଏଡିଏମକେ ମେଣ୍ଟ ବାହାରେ ତାମିଲନାଡୁ ସରକାରର ନେତୃତ୍ୱ ନେଉଥିବା ପ୍ରଥମ ନେତା…

ମୁଖ୍ୟମନ୍ତ୍ରୀ ହେଉହେଉ ବଡ଼ ଘୋଷଣା କରିଦେଲେ ଥାଲାପତି ବିଜୟ, କହିଲେ ମୁଁ ରାଜ୍ୟ ପାଇଁ…

ଚେନ୍ନାଇ,୧୦ା୫: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବେ ରବିବାର ଶପଥ ଗ୍ରହଣ କରିଛନ୍ତି ଅଭିନେତାରୁ ରାଜନେତା ପାଲଟିଥିବା ଥାଲାପତି ବିଜୟ। ସେ ମୁଖ୍ୟମନ୍ତ୍ରୀ ହେଉହେଉ ଏକ ବଡ଼ ଘୋଷଣା କରିଛନ୍ତି। ଥାଲାପତି ତାଙ୍କର ପ୍ରଥମ ଭାଷଣରେ ରାଜ୍ୟର ରାଜନୀତି ଏବଂ ପ୍ରଶାସନ ସମ୍ପର୍କରେ ଏକ…

ଭାଜପା ବିଧାୟକ ଦଳର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ହିମନ୍ତ ବିଶ୍ୱ ଶର୍ମା ହେବେ….

ଗୁଆହାଟି,୧୦।୫: ହିମନ୍ତ ବିଶ୍ୱ ଶର୍ମା ଆସାମର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ। ଭାଜପା ବିଧାୟକ ଦଳର ଏକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଜେପି ନଡ୍ଡା ହିମନ୍ତ ବିଶ୍ୱଙ୍କ ନାମ ଘୋଷଣା କରିଛନ୍ତି। ମେ ୧୨ ତାରିଖ ଦିନ ପୂର୍ବାହ୍ନ ୧୧:୦୦ ଟାରେ…

ତାମିଲନାଡୁରେ ନୂଆ ଯୁଗର ଆରମ୍ଭ, ଶେଷ ହେଲା ଦ୍ରାବିଡ଼ ରାଜନୀତିର ଦବଦବା

ଚେନ୍ନାଇ,୧୦।୫: ବହୁ ପ୍ରତିକ୍ଷାର ଅନ୍ତ ଘଟାଇ ଶେଷରେ ରବିବାର ସକାଳ ୧୦ଟା୨୨ରେ ଅଭିନେତାରୁ ରାଜନେତା ପାଲଟିଥିବା ବିଜୟ ଥାଲାପତି ଶେଷରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ରାଜେନ୍ଦ୍ର ଆର୍ଲେକର ତାଙ୍କୁ ଶପଥ ପାଠ କରାଇଥିଲେ। ଶପଥ ସମାରୋହ…

୫ ଦିନ ୪ ବୈଠକ ପରେ ମିଳିଲା ‘ବିଜୟ’…

ଚେନ୍ନାଇ,୧୦।୫: ତାମିଲଗା ଭେଟ୍ରି କାଝାଗମ (ଟିଭିକେ) ସଭାପତି ବିଜୟଙ୍କୁ ସରକାର ଗଠନ କରିବା ପାଇଁ ଆବଶ୍ୟକ ସଂଖ୍ୟା ସଂଗ୍ରହ କରିବାକୁ ପାଞ୍ଚ ଦିନ, ରାଜ୍ୟପାଳଙ୍କ ସହ ଚାରୋଟି ବୈଠକ ଏବଂ ସମ୍ଭାବ୍ୟ ଅଂଶୀଦାରଙ୍କ ସହ ଅନେକ ପର୍ଯ୍ୟାୟ ମେଣ୍ଟ ଆଲୋଚନା ଲାଗିଥିଲା।…

ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ TVK ମୁଖ୍ୟ ବିଜୟ ଥାଲାପତି, ଯୋଗଦେବେ ରାହୁଲ ଗାନ୍ଧୀ

ଚେନ୍ନାଇ,୧୦।୫: ଅଭିନେତାରୁ ରାଜନେତା ହୋଇଥିବା ସି. ଜୋସେଫ ବିଜୟ ରବିବାର ସକାଳ ୧୦ଟାରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମଧ୍ୟ ତାଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ। ତାଙ୍କ…

ପୂର୍ଣ୍ଣ କାର୍ଯ୍ୟକାରୀ ହେଲା ନୂଆ ଶ୍ରମ ଆଇନ

ନୂଆଦିଲ୍ଲୀ,୧୦ା୫(ପି.ଟି.): ଦୀର୍ଘ ୫ ବର୍ଷର ପ୍ରତୀକ୍ଷା ପରେ କେନ୍ଦ୍ର ସରକାର ନିୟମାବଳୀ ପ୍ରକାଶ କରି ୪ ଶ୍ରମ ସଂହିତାକୁ ପୂର୍ଣ୍ଣ କାର୍ଯ୍ୟକାରୀ କରିଛନ୍ତି। ଏହା ସମସ୍ତ ଶ୍ରମିକଙ୍କ ପାଇଁ ସର୍ବନିମ୍ନ ମଜୁରି ଏବଂ ସାର୍ବଜନୀନ ସାମାଜିକ ସୁରକ୍ଷା ସୁନିଶ୍ଚିତ କରିବ। ୪ଟି…

ହତ୍ୟା ଅଭିଯୁକ୍ତ ମୃତବ୍ୟକ୍ତିଙ୍କ ସମ୍ପତ୍ତି ପାଇପାରିବେ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୦ା୫(ପି.ଟି.): ଜଣେ ବ୍ୟକ୍ତି ଯଦି ଅନ୍ୟ ଜଣଙ୍କୁ ହତ୍ୟା କରିବା କିମ୍ବା ହତ୍ୟା ପାଇଁ ଉସୁକାଇବା ଅଭିଯୋଗରେ ଅଭିଯୁକ୍ତ ହୋଇଥାନ୍ତି, ତେବେ ସେ ଉତ୍ତରାଧିକାର ସୂତ୍ରରେ ମୃତ ବ୍ୟକ୍ତିଙ୍କ ସମ୍ପତ୍ତି ପାଇପାରିବେ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ସମ୍ପତ୍ତି ଉତ୍ତରାଧିକାରରୁ ଅଯୋଗ୍ୟତା…

ବାଲିଅନ୍ତା ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ, ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ…

ଭୁବନେଶ୍ୱର, ୯।୫(ସୁନିତ୍‌ ମିଶ୍ର):ବାଲିଅନ୍ତାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାର ଠିକ୍‌ ଓ ପୁଙ୍ଖାନୁପୁଙ୍ଖ ତଦନ୍ତ କରି ଦୋଷୀମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।…

ସ୍ପଷ୍ଟ ହେଲା ବିଜୟ ଥାଲାପତିଙ୍କ ରାଜତିଳକ, TVKକୁ ସମର୍ଥନ କଲା ଏହି ଦଳ..

ଚେନ୍ନାଇ,୯।୫: ଥାଲାପତି ବିଜୟ ତାମିଲନାଡୁରେ ସରକାର ଗଠନ କରିବାକୁ ପ୍ରସ୍ତୁତ। ଶନିବାର ସେ ଆଉ ଏକ ଦଳର ସମର୍ଥନ ପାଇଲେ, ଯାହା ପରେ ତାଙ୍କ ଦଳ ସରକାର ଗଠନ ପାଇଁ ଆବଶ୍ୟକ ୧୧୮ ଆସନର ମ୍ୟାଜିକ ନମ୍ବର ଅତିକ୍ରମ କଲା। କଂଗ୍ରେସ,…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୮ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୬ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୫ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୪ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୩ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧ ମେ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୭ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri