କର୍ଲାମୁଣ୍ଡା ବ୍ଲକ: କ୍ୱାରାଣ୍ଟାଇନରେ ୨୦୮ ପ୍ରବାସୀ

କର୍ଲାମୁଣ୍ଡା୧୬।୫(ଡି.ଏନ.ଏ.)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ କ୍ୱାରାଣ୍ଟାଇନ ସେଣ୍ଟରେ ୨୦୮ ଜଣ ପ୍ରବାସୀ ଓଡିଆଙ୍କୁ ସୁରକ୍ଷିତ ରଖାଯାଇଛି। ଶନିବାର ୩୧ ଜଣ ପ୍ରବାସୀ ତାମିଲନାଡୁରୁ ରିଷିଡା ଫେରିବା ପରେ ବିଡିଓ ପ୍ରିୟଦର୍ଶନୀ ମିର୍ଦ୍ଧା, ସରପଞ୍ଚ ସରସ୍ବତୀ ମାଝୀ, ପିଇଓ କ୍ଷିରସିନ୍ଧୁ ରଣା, ଜିଆରଏସ ହଜାନନ୍ଦ ଗହୀର, ଫାଣ୍ଡି ଅଧିକାରୀ ଲବରାମ ଛତ୍ରିଆ, ଡା. ଶିଖିଧ୍ୱଜ ପଟେଲ ପ୍ରମୁଖ ସ୍ବାଗତ ଜଣାଇଥିଲେ। ପରେ ସେମାନଙ୍କୁ ରିଷିଡାରେ ଥିବା କ୍ୱାରାଣ୍ଟାଇନ କେନ୍ଦ୍ରରେ ରଖାଯାଇଛି। ସେହିପରି ପୌରକେଲାଠାରେ ପୂର୍ବରୁ ୬ ଜଣ କ୍ୱାରାଣ୍ଟାଇନରେ ଥିବାବେଳେ ଶନିବାର ୨୪ଜଣ ପ୍ରବାସୀଙ୍କୁ ରଖାଯାଇଛି। ଏହାପୂର୍ବରୁ ଗଜବାହାଲ ୭୮, ରିଞ୍ଜାଠାରେ ୪୭, ଯୋରାଡବରାଠାରେ ୧୪, ବୋରପଦର ପଞ୍ଚାୟତ ସରାବାହାଲିଠାରେ ୮ ଜଣ ପ୍ରବାସୀଙ୍କୁ କ୍ୱାରାଣ୍ଟାଇନ କେନ୍ଦ୍ରରେ ରଖାଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆହତ ଛୁଆହାତୀକୁ ଉଦ୍ଧାର କଲା ବନବିଭାଗ: କରାଯାଉଛି ଚିକିତ୍ସା

କେସିଙ୍ଗା୧୮।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନାଞ୍ଚଳ ଅଧିନସ୍ଥ ନୂନମାଠ ଗ୍ରାମ ନିକଟରେ ଥିବା ଜଙ୍ଗଲକୁ ଖାଦ୍ୟ ଅନ୍ବେଷଣରେ ୩୫ ଟିକିଆ ହାତୀପଲ ଗତକାଲି ଗାଁ...

ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ

ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ...

ବନ୍ଧୁକ ଦେଖାଇ ସୃଷ୍ଟି କରୁଥିଲେ ଆତଙ୍କ: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଭବାନୀପାଟଣା,୧୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜୁନାଗଡ଼ ପୋଲିସ ଏକ ଡକାୟତି ମାମଲାରେ ୩ ଜଣଙ୍କୁ ଗିରଫ କରି ବୁଧବାର ଅପରାହ୍ନରେ କୋର୍ଟ ଚାଲାଣ କରିଛି। ଗିରଫ...

ନବଜାତ ଶିଶୁପତ୍ର, ପ୍ରସୂତିଙ୍କ ମୃତ୍ୟୁର ହେବ ତଦନ୍ତ, ଅଧିକାରୀ କହିଲେ…

କେସିଙ୍ଗା,୧୭ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ପଦାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ ପ୍ରସୂତି...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

କଳାହାଣ୍ଡି ଉତ୍ସବ ପାଇଁ ପ୍ରସ୍ତୁତି ଆରମ୍ଭ

କର୍ଲାମୁଣ୍ଡା,୧୬ା୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକ ଅଧ୍ୟକ୍ଷା କୁନି ସାହୁଙ୍କ ଅଧ୍ୟକ୍ଷତାରେ ଜାନୁଆରୀରେ ହେବାକୁ ଥିବା ବ୍ଲକସ୍ତରୀୟ...

୨ବର୍ଷ ହେଲା ସୋଲାର ଜଳପ୍ରକଳ୍ପ ଅଚଳ: ପିଇବା ପାଣି ପାଇଁ ହନ୍ତସନ୍ତ ତାରାପଦରବାସୀ

ଥୁଆମୂଳ ରାମପୁର,୧୬ା୧୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ତଳଆମ୍ବପଦର ପଞ୍ଚାୟତର ତାରାପଦର ଗ୍ରାମରେ ଦୀର୍ଘ ଦୁଇବର୍ଷ ହେବ ସୋଲାର ପ୍ରକଳ୍ପ ଅଚଳ ହୋଇପଡିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri