ବ୍ରହ୍ମପୁର ଅଫିସ,୨୦ା୫-ବଡ଼ବଜାର ଥାନା ଅନ୍ତର୍ଗତ ସୀତାଢ଼ିମ୍ବିରା ସାହିରେ ମଙ୍ଗଳବାର ସନ୍ଧ୍ୟାରେ ବୋମାମାଡ଼ ହୋଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏହା ହୋଇଥିବା ପୋଲିସ ସୂଚନା ଦେଇଛି। ଅନ୍ୟପଟେ ଏଥିରେ କେହି ଆହତ ହୋଇ ନ ଥିବା ବେଳେ ବୋମା ଶବ୍ଦରେ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ଘଟଣାରୁ ପ୍ରକାଶ, ଗତ ଦୁଇଦିନ ତଳେ ସୀତାଢ଼ିମ୍ବିରା ସାହିରେ ରହୁଥିବା ଗୋଟିଏ ନିର୍ଦ୍ଦିଷ୍ଟ ଗୋଷ୍ଠୀର ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଥିଲା। ଏହାର ପ୍ରତିଶୋଧ ନେବା ପାଇଁ ଉକ୍ତ ଗୋଷ୍ଠୀର କେତେକ ଯୁବକ ଅନ୍ୟ ଗୋଷ୍ଠୀ ଉପରେ ଆକ୍ରମଣ କରିବା ପାଇଁ ଏଭଳି ବୋମାମାଡ଼ କରିଥିବା ପୋଲିସ ସନ୍ଦେହ କରୁଛି। ଅଞ୍ଚଳରେ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଥିବାରୁ ବଡ଼ବଜାର ଥାନାଧିକାରୀ ପ୍ରଶାନ୍ତ କୁମାର ଭୂପତି ଓ ବ୍ରହ୍ମପୁର ଏସ୍ଡିପିଓ ବିଷ୍ଣୁପ୍ରସାଦ ପତି ସେଠାରେ ପହଞ୍ଚତ୍ ପରିସ୍ଥିତି ଅନୁଧ୍ୟାନ କରିଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
୧୩ ସରକାରୀ ଯୋଜନା ବିଷୟରେ ଜାଣିବେ ଯୋଗ୍ୟ ହିତାଧିକାରୀ, ଓ୍ବାର୍ଡକୁ ଓ୍ବାର୍ଡ ବୁଲି…
କୋରାପୁଟ,୧ା୧(ଅମିତାଭ ବେହେରା): ଗୁରୁବାର କୋରାପୁଟ ପୌର ପରିଷଦ କାର୍ଯ୍ୟାଳୟ ପରିସରରେ ସହଯୋଗ ଭ୍ରାମ୍ୟମାଣ ସହାୟତା କେନ୍ଦ୍ର ବା ସଚେତନତା ରଥ ଉଦ୍ଘାଟିତ ହୋଇଯାଇଛି। କୋରାପୁଟ ବିଧାୟକ...
ଗ୍ରାମବାସୀଙ୍କୁ ଜଙ୍ଗଲ ମନା, ରାତି ଉଜାଗର ରହି ହାତୀ ଜଗିଲେ ବନକର୍ମଚାରୀ
ଭଞ୍ଜନଗର,୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଗୁରୁବାର ସନ୍ଧ୍ୟା ସୁଦ୍ଧା ୭୦ ହାତୀ ଅଛନ୍ତି। ହାତୀମାନେ ସନ୍ଧ୍ୟା ହେଲେ ଜଙ୍ଗଲରୁ ବାହାରି...
ମା’ ରାମଚଣ୍ଡୀଙ୍କୁ ଦର୍ଶନ କଲେ ରାଜ୍ୟସଭା ସାଂସଦ, ୪ ଲକ୍ଷ ଅନୁଦାନ ଦେଲେ
ଗଞ୍ଜାମ,୧।୧(ଦିଲ୍ଲୀପ ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଳକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ଋଷିକୂଲ୍ୟା ତଟର ନୀଳାଦ୍ରିପୁର ଶିଖରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ମନ୍ଦିର ।...
ଚିଲିକାରେ ଅଘଟଣ: ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କ ଜୀବନ ଗଲା…
କୃଷ୍ଣପ୍ରସାଦ,୧।୧ (କୈଳାଶ ଚନ୍ଦ୍ର ପଟ୍ଟନାୟକ ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ସାତପଡା ଚିଲିକାରେ ନୂଆ ବର୍ଷରେ ଏକ ଅଘଟଣ ଘଟିଛି। ସାତପଡା ଠାରୁ ଜହ୍ନିକୁଦା...
ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…
ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...
ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆକ୍ରମଣ କଲା ହାତୀ: ଆଉ ତା’ପରେ…
ଅନୁଗୋଳ,୧/୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବଡ଼କେରା ପଞ୍ଚାୟତ ଗୁରୁଙ୍ଗ ଖଇରା ସାହି ନିକଟ ଆଡଗଣ୍ଡି ନାଳ ପୋଲ ପାଖରେ ଜଣେ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ...
ମା’ ତାରାତାରିଣୀ ପୀଠ ଚଳଚଞ୍ଚଳ: ପୂଜାର୍ଚ୍ଚନା କଲେ ଗଞ୍ଜାମ ଜିଲାପାଳ, ସମସ୍ତଙ୍କ ଶୁଭ ମନାସି ଜିଲାର…
ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍...
ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍ଦାର ପ୍ରସ୍ତୁତି
ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍ଦାର କରାଯାଉଛି। ୪ଦିନ ଧରି...
Archives


