CORONAVIRUS UPDATE: ଆଉ ୩୬ କରୋନା ଆକ୍ରାନ୍ତ ସୁସ୍ଥ; ରାଜ୍ୟରେ ମୋଟ ସୁସ୍ଥ ହେଲେଣି ୩୪୩

ଭୁବନେଶ୍ୱର, ୨୦।୫(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ୩୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଗଞ୍ଜାମ ଜିଲାର ସର୍ବାଧିକ ୨୩ଜଣ ରହିଥିବା ବେଳେ ଯାଜପୁରର ୫, ମୟୂରଭଞ୍ଜ ୩, ପୁରୀ ୨, ଭଦ୍ରକ ୨ ଏବଂ ରାଉରକେଲାରୁ ଜଣେ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ୩୪୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେଲେଣି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

ମୁଣ୍ଡରେ ପଡ଼ିଲା ଅମୃତଭଣ୍ଡା: ଚାଲିଗଲା ମହିଳାଙ୍କ ଜୀବନ

ବାଲିଗୁଡ଼ା,୧୮ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଗୋଛାପଡ଼ା ଗ୍ରାମରେ ଗୁରୁବାର ଏକ ଅଘଟଣ ଘଟିଛି। ଅମୃତଭଣ୍ଡା ତୋଳିବା ବେଳେ ଅମୃତଭଣ୍ଡା ମୁଣ୍ଡରେ ପଡି...

ଓଡ଼ିଶାରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ: ମା’ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ବୋହୂ, ୮ ମାସ ତଳେ…

ଅନୁଗୋଳ,୧୮ା୧୨(ଜ୍ୟୋତିରଞ୍ଜନ ସାହୁ): ମାତ୍ର ୮ ମାସ ତଳେ ଘରକୁ ଆସିଥିବା ବୋହୂ ନେଇଛନ୍ତି ଶାଶୁଙ୍କ ଜୀବନ। ପାରିବାରିକ କଳହରୁ ମା’ ସହ ମିଶି ଶାଶୁ କୁନି...

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ମିଳିବ ୫୧,୦୦୦ ଟଙ୍କା, ଜାଣନ୍ତୁ ଯୋଗ୍ୟତା ଓ କିପରି କରିବେ ଆବେଦନ

ଭୁବନେଶ୍ୱର,୧୮ା୧୨: ରାଜ୍ୟର ଗରିବ ଓ ଆର୍ଥିକ ଅନଗ୍ରସର ପରିବାରର ଝିଅମାନଙ୍କ ବିବାହ ପାଇଁ ଓଡ଼ିଶା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ନୂତନ ଭାବେ ଆରମ୍ଭ...

ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ମନ୍ତ୍ରୀଙ୍କ ବଡ଼ ଘୋଷଣା: ନୂଆବର୍ଷରେ ମିଳିବ…

ଭୁବନେଶ୍ୱର,୧୮।୧୨: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଗୁରୁବାର ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ନୂଆବର୍ଷରେ ଯୋଗ୍ୟ ହିତାଧିକାରୀଙ୍କୁ ନୂଆ...

କୋଳିମାଟି ନିକଟରେ ସିରିଜ ଦୁର୍ଘଟଣା: ତାରିଣୀ ଦର୍ଶନ ସାରି ଫେରୁଥିବା ବସ୍‌- କାର୍‌କୁ ପିଟିଲା ଟ୍ରକ, ୩୦ ଯାତ୍ରୀ…

ଆନନ୍ଦପୁର,୧୮।୧୨(ସୁଶାନ୍ତ କୁମାର ସାହୁ):ଜାତୀୟ ରାଜପଥ ୨୦ କୋଳିମାଟି ଛକ ନିକଟରେ ସିରିଜ ଦୁର୍ଘଟଣା। ଘଟଗାଁ ତାରିଣୀ ଦର୍ଶନ ସାରି ଫେରୁଥିବା ତୀର୍ଥ ଯାତ୍ରୀ ବସକୁ ଧକ୍କା...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଜୀବନ, ୪ ଗୁରୁତର

ନୂଆପଡ଼ା/ କୋମନା,୧୭।୧୨ ( ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ ତିଖାଲି ଛକଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ...

ଭୁବନେଶ୍ୱର ଏମ୍‌ସକୁ ଯିବ ସ୍ୱତନ୍ତ୍ର ‘ଆମ୍ବୁଲାନ୍ସ କରିଡର’: ଆଉ ଟ୍ରାଫିକ୍‌ରେ ଫସିବେନି ରୋଗୀ

ଭୁବନେଶ୍ୱର,୧୮ା୧୨: ଜରୁରୀକାଳୀନ ସ୍ଥିତିରେ ରୋଗୀଙ୍କୁ ସୁରକ୍ଷିତ ଓ ଶୀଘ୍ର ହସ୍ପିଟାଲରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟରପ୍ଲାନ୍ ପ୍ରସ୍ତୁତ କରିଛନ୍ତି। ଭୁବନେଶ୍ୱର ଖଣ୍ଡଗିରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri