ଗୁଜରାଟରୁ ପ୍ରବାସୀ ଓଡ଼ିଆଙ୍କୁ ଧରି ଆସୁଥିବା ବସ୍‌ରେ ଜଣଙ୍କ ଜୀବନ ଗଲା

ଲଖନପୁର,୨୧ା୫(ଡି.ଏନ୍‌.ଏ.): ଗୁଜରାଟରୁ ପ୍ରବାସୀ ଓଡ଼ିଆଙ୍କୁ ଧରି ଏକ ବସ୍‌ ଆସିକା ଅଭିମୁଖେ ଆସୁଥିବାବେଳେ ଝାରସୁଗୁଡ଼ା ଜିଲା ଲଖନପୁର ୪୯ ନମ୍ବର ଜାତୀୟ ରାଜପଥରେ ବସ୍‌ ଭିତରେ ଜଣେ ପ୍ରବାସୀ ଓଡ଼ିଆଙ୍କ ମୃତ୍ୟୁ ଘଟିଛି। ମୃତ ପ୍ରବାସୀ ଓଡ଼ିଆ ଜଣକ ଆସିକା ଅଞ୍ଚଳର ଭାସ୍କର ନାହାକ(୬୦) ବୋଲି ଜଣାପଡ଼ିଛି। ଏ ସମ୍ପର୍କରେ ଖବରପାଇ ଝାରସୁଗୁଡ଼ା ଜିଲା ପ୍ରଶାସନ ଓ ପୋଲିସ ପ୍ରଶାସନ ବୁଧବାର ସନ୍ଧ୍ୟାରେ ବସ୍‌କୁ ଝାରସୁଗୁଡ଼ାରେ ଅଟକାଇ ବସ୍‌ ଭିତରୁ ମୃତଦେହ ଜବତ କରିଥିଲା। ଜବତ ମୃତଦେହକୁ ତାଙ୍କ ସମ୍ପର୍କୀୟଙ୍କ ଉପସ୍ଥିତିରେ ଜିଲା ପ୍ରଶାସନ ଝାରସୁଗୁଡ଼ାରେ ହିଁ ସଂସ୍କାର କରିଦେଇଛି। ମୃତ ବ୍ୟକ୍ତିଙ୍କ ସମ୍ପର୍କୀୟମାନେ ଝାରସୁଗୁଡ଼ାରେ ଓହ୍ଲାଇ ପଡ଼ିଥିବାବେଳେ ବସ୍‌ ରାତିରେ ଅନ୍ୟ ପ୍ରବାସୀ ଓଡ଼ିଆମାନଙ୍କୁ ନେଇ ଆସିକା ଅଭିମୁଖେ ବାହାରି ଯାଇଛି ବୋଲି ଏସ୍‌ପି ରାହୁଲ ପିଆର୍‌ କହିଛନ୍ତି ା
ସୂଚନାଯୋଗ୍ୟ, ପ୍ରବାସୀ ଓଡ଼ିଆମାନଙ୍କୁ ଧରି ଏକ ବସ୍‌ ଓଡ଼ିଶା ଅଭିମୁଖେ ବାହାରିଥିଲା ା ଲଖନପୁର ରାସ୍ତାରେ ପ୍ରବାସୀ ଶ୍ରମିକ ଭାସ୍କରଙ୍କ ଦେହ ଅସୁସ୍ଥ ହୋଇଥିଲା। ଫଳରେ ବସ୍‌ ଭିତରେ ତାଙ୍କର ମୃତ୍ୟୁ ଘଟିଥିଲା। ଏ ସମ୍ପର୍କରେ ବସ୍‌ରେ ଥିବା ସହଯୋଗୀ ପ୍ରବାସୀ ଓଡ଼ିଆମାନେ ଆସିକା ଅଞ୍ଚଳର ସ୍ଥାନୀୟ ସରପଞ୍ଚଙ୍କୁ ଜଣାଇବା ପରେ ସରପଞ୍ଚ ଆସିକା ବିଡିଓଙ୍କୁ ଜଣାଇଥିଲେ। ବିଡିଓ ପରେ ଗଞ୍ଜାମ ଜିଲାପାଳଙ୍କୁ ଜଣାଇବାରୁ ଜିଲାପାଳ ଘଟଣା ସମ୍ପର୍କରେ ଝାରସୁଗୁଡ଼ା ଜିଲାପାଳଙ୍କୁ ଜଣାଇଥିଲେ। ଏସମ୍ପର୍କରେ ଖବର ପାଇବା ପରେ ଝାରସୁଗୁଡ଼ା ଜିଲାପାଳ ସରୋଜ କୁମାର ସାମଲ ଝାରସୁଗୁଡ଼ାରେ ବସ୍‌କୁ ଅଟକାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୀରମିତ୍ରପୁରରେ ପହଞ୍ଚିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତଙ୍କ ଭଉଣୀ

କୁଆଁରମୁଣ୍ଡା,୨।୫(ମହେନ୍ଦ୍ର କୁମାର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ ତଥା ଜେଏମ୍‌ଏମ ନେତ୍ରୀ ଅଞ୍ଜନୀ ସୋରେନ ଗୁରୁବାର ରାତିରେ ଓଡ଼ିଶାର ବୀରମିତ୍ରପୁରରେ ପହଞ୍ଚିଛନ୍ତି। ଏହି...

ଟ୍ରେନ୍‌ ଉପରେ ଚଢ଼ି ପାରା ମାରୁଥିଲେ: ଲାଗିଲା ବିଦ୍ୟୁତ୍‌ ଆଘାତ

ରାୟଗଡ଼ା,୨।୫(ଆଶିଷ ରଞ୍ଜନ ପଣ୍ଡା)- ଟ୍ରେନ୍‌ ଉପରେ ଚଢ଼ି ପାରା ମାରିବାକୁ ଯାଇ ବିଦ୍ୟୁତ ଆଘାତରେ ୩ ଜଣ ଆହତ ହୋଇଥିବା ସୂଚନା ମିଳିଛି। ରାୟଗଡ଼ା ସହରସ୍ଥିତ...

ଆଗ ରକ୍ତଦାନ, ପରେ ନାମାଙ୍କନ

ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ନେଇ ପ୍ରାର୍ଥୀମାନେ ଚିରାଚରିତ ଢଙ୍ଗରେ ପ୍ରାର୍ଥିପତ୍ର ତଥା ନାମାଙ୍କନ ଦାଖଲ କରୁଛନ୍ତି । କିଏ ବିଶାଳ ଶୋଭାଯାତ୍ରା ତ’ ଆଉ...

ଧାର ଟଙ୍କା ମାଗିବାରୁ ଆକ୍ରମଣ

ବ୍ରହ୍ମପୁର,ତା୨ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସଦର ଥାନା ବାଳକୃଷ୍ଣପୁର ଗ୍ରାମରେ ଧାର ଟଙ୍କା ମାଗିବାରୁ ମମତା ପାତ୍ର ନାମ୍ନୀ ଜଣେ ମହିଳାଙ୍କୁ ଆକ୍ରମଣ କରାଯାଇଛି। ତାଙ୍କ...

ବଢୁଛି ଗ୍ରାମବାସୀଙ୍କ ଭୋଟ ବର୍ଜନ ନିଷ୍ପତ୍ତି

ଖଡ଼ିଆଳ,୨ା୫(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ତିଖାଲି ଡ୍ୟାମଠାରୁ ପ୍ରାୟ ୩ କି.ମି. ଦୂରରେ ଥିବା ଚାଷଜମିକୁ ପାଣି ଦିଆଯାଉ ନ ଥିବାରୁ ସାନମହେଶ୍ୱର ଗ୍ରାମବାସୀ...

ଏମ୍‌ପି, ବିଧାୟକ ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର କଲେ ପାଣ୍ଡିଆନ

ଜି.ଉଦୟଗିରି,୨।୫(ଶିଶିର ପଟ୍ଟନାୟକ): ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଗୁରୁବାର ଅପରାହ୍ନରେ ହେଲିକପ୍ଟର ଯୋଗେ ଜି.ଉଦୟଗିରି ଷ୍ଟାଡିୟମ ପଡ଼ିିଆରେ ଅବତରଣ କରି ସେଠାରେ ଅନୁଷ୍ଠିତ ନିର୍ବାଚନୀ ସଭାରେ...

ଆଇରନ୍‌ ଆଣ୍ଡ ଷ୍ଟିଲ କମ୍ପାନୀର ଆକାଉଣ୍ଟ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ: ମୂଲ୍ୟବାନ ସାମଗ୍ରୀ, ଗୁରତ୍ୱପୂର୍ଣ୍ଣ କାଗଜପତ୍ର ପୋଡ଼ି ଛାରଖାର

ବଡବିଲ,୨।୫(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡବିଲ ପୌରାଞ୍ଚଳ ଉପକଣ୍ଠରେ ଥିବା ଆରିୟା ଆଇରନ୍‌ ଆଣ୍ଡ ଷ୍ଟିଲ କମ୍ପାନୀ ପ୍ରାଇଭେଟ ଲିମିଟେଡ କମ୍ପାନୀର ପ୍ଲାଣ୍ଟ ସ୍ଥିତ ଆକାଉଣ୍ଟ...

ତେଲକୋଇ ଆସନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ କଲେ ଭାଜପା ପ୍ରାର୍ଥୀ ଫକୀର ନାଏକ

କେନ୍ଦୁଝର,୨।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ଗୋଟିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri