ଅନ୍ତେବାସୀ ମହିଳାଙ୍କୁ ସରପଞ୍ଚ ଦେଲେ ସାବିତ୍ରୀ ଭାର

ଭଞ୍ଜନଗର,୨୨ା୫(ଡି.ଏନ.ଏ)- ରାତି ପାହିଲେ ସାବିତ୍ରୀ ବ୍ରତ। ଗଞ୍ଜାମ ଜିଲାର ବିଭିନ୍ନ କ୍ୱାରାଣ୍ଟଶଇନ୍‌ ସେଣ୍ଟରରେ ବହୁ ମହିଳା ଅଛନ୍ତି। କ୍ୱାରାଣ୍ଟାଇନ୍‌ ସେଣ୍ଟର ଅଞ୍ଚଳରେ ୧୪୪ ଧାରା ଲାଗୁ ହୋଇଥିବାରୁ ସେଠାକୁ ବାହାର ଜିନିଷି ପ୍ରାୟ ଯାଇ ପାରୁନାହିଁ। ଫଳରେ ସେଠାରେ ଥିବା ବିବାହିତ ମହିଳାମାନେ କିଭଳି ସାବିତ୍ରୀ ବ୍ରତ କରିବେ ଚିନ୍ତାରେ ଥିଲେ। ଏହିଭଳି ପରିସ୍ଥିତିରେ ବେଲଗୁଣ୍ଠା ବ୍ଲକ ଗୋବରା ପଞ୍ଚାୟତର ମହିଳା ସରପଞ୍ଚ ଇନ୍ଦିରାବାଇ ରାଜୁ ତାଙ୍କ ପଞ୍ଚାୟତର ବିଭିନ୍ନ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିବା ମହିଳାମାନଙ୍କୁ ସାବିତ୍ରୀ ବ୍ରତ ପାଇଁ ଯାହା ଆବଶ୍ୟକ ତାହା ଗୁରୁବାର ଯୋଗାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓମ୍‌ସାର ଆନ୍ଦୋଳନ: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ବିଜେଡି ପ୍ରତିଷ୍ଠା ଦିବସରେ ଏକତାର ମନ୍ତ୍ର ଦେଲେ ପ୍ରଫୁଲ୍ଲ ଘଡ଼େଇ, କହିଲେ ନବୀନ ପଟ୍ଟନାୟକଙ୍କୁ…

ଭୁବନେଶ୍ୱର,୨୬।୧୨:  ଆଜି ବିଜୁ ଜନତା ଦଳ ୨୯ତମ ପ୍ରତିଷ୍ଠା ଦିବସ ପାଳୁଛି ।  ପ୍ରତିଷ୍ଠା ଦିବସ ପାଇଁ ଶଙ୍ଖ ଭବନ ସଜେଇ ହୋଇଥିବା ବେଳେ ନବୀନ...

ଜଳସମ୍ପଦ କର୍ମଚାରୀଙ୍କ ଦାନ ଅର୍ଥରେ ଚାଲିଛି ଅଞ୍ଚଳବାସୀଙ୍କ ସେବା, ଆଗାମୀ ଦିନରେ…

ଭଞ୍ଜନଗର,୨୬ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳସମ୍ପଦ ବିଭାଗ କର୍ମଚାରୀମାନେ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି। କର୍ମଚାରୀମାନେ ୨୦୧୦ରେ ମିଶି ଭଞ୍ଜନଗର ଜଳସେଚନ ବିଭାଜନ କର୍ମଚାରୀ...

ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରା ଲୁଦୁ ଜଳପ୍ରପାତ, ୧୦୦ ଫୁଟ ଉପରୁ ପଡୁଛି ପାଣି, ଯିବାକୁ ଚାହୁଁଥିଲେ ଜାଣନ୍ତୁ…

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): ରାଜ୍ୟର ପ୍ରମୁଖ ଜଳପ୍ରପାତଗୁଡ଼ିକ ମଧ୍ୟରୁ ଅନ୍ୟତମ ହେଉଛି କନ୍ଧମାଳ ଜିଲାର ଲୁଦୁ ଜଳପ୍ରପାତ। ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ଏହି ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀ...

ଜୀବିକା ଆଗରେ ଫିକା ପଡ଼ିଛି ହାଡ଼ଭଙ୍ଗା ଶୀତ, ପନିପରିବା ଧରି ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): କନ୍ଧମାଳ ଜିଲାରେ ଲାଗି ରହିଛି ହାଡ଼ଭଙ୍ଗା ଶୀତ। କିଛିଦିନ ଧରି କ୍ରମାଗତ ତାପମାତ୍ରା କମ୍‌ ରହିବା ସହ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି।...

ଶୀତ ଲହରି ଜାରି, ଗାଡ଼ି ଚଳାଚଳରେ ବାଧକ ସାଜିଛି କୁହୁଡ଼ି

ଦାରିଙ୍ଗବାଡ଼ି,୨୬ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତ ଲହରି ଜାରି ରହିଛି। ଶୁକ୍ରବାର ତାପମାତ୍ରା ୬.୫ ଡିଗ୍ରୀ ରହିଛି। ତେବେ କୁହୁଡି ଯୋଗୁ ଶୀତ...

ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପରଲୋକ, ୨୦୦୪ ରୁ ୨୦୦୯ ଯାଏଁ ଥିଲେ….

ଭୁବନେଶ୍ବର,୨୬।୧୨:  ପୂର୍ବତନ ବିଧାୟିକାଙ୍କ ପରଲୋକ । କୋରେଇର ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କର ଦେହାନ୍ତ ହୋଇଛି । ଭୁବନେଶ୍ବର ସ୍ଥିତ ବାସଭବନରେ ପରଲୋକ ହୋଇଥିବା ସୂଚନା...

ବଡ଼ଧରଣର ଭିଜିଲାନ୍ସ ରେଡ୍: ଏକକାଳୀନ ଫରେଷ୍ଟରଙ୍କ ୫ଟି ଠିକଣାରେ ଚଢ଼ାଉ

କୋରାପୁଟ,୨୬।୧୨(କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): ଆୟ ବହିର୍ଭୂତ ସମ୍ପତ୍ତି (DA) ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଶୁକ୍ରବାର କୋରାପୁଟ ଫରେଷ୍ଟ ଡିଭିଜନ୍‌ର ଫରେଷ୍ଟର ନିରଞ୍ଜନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri