ଅଗ୍ନିକାଣ୍ଡରେ ଜଳିଗଲା ୩ ବଖରା: ୨ ବଳଦ ଜୀବନ୍ତ ଦଗ୍ଧ

ଖୋର୍ଦ୍ଧା ଅଫିସ,୨୨।୫: ଖୋର୍ଦ୍ଧା ଜିଲା ବୋଲଗଡ଼ ଥାନା ସାଗରଗାଁ ପଞ୍ଚାୟତ ନୂଆସାହି ଗ୍ରାମର ଦାଶରଥୀ ଦଳେଇଙ୍କ ଘରେ ଶୁକ୍ରାବର ଅଗ୍ନିକାଣ୍ଡ ଘଟି ୩ ବଖରା ଜଳିଯିବା ସହ ୨ଟି ବଳଦ ଜୀବନ୍ତ ଦଗ୍ଧ ହୋଇଛନ୍ତି। ଖବର ପାଇ ବୋଲଗଡ଼ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ବିଦ୍ୟୁତ ସର୍ଟଶର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜରାଜୀର୍ଣ୍ଣ ଅବସ୍ଥାରେ ପାନ୍ଥଶାଳା

ଧାମନଗର,୩।୫(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଏନ୍‌ଏସି ଅଧୀନ ଜୟନଗର ଛକଠାରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ନିର୍ମାଣ ହୋଇଥିବା ପାନ୍ଥଶାଳା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ। କୌଣସି ପର୍ଯ୍ୟଟକଙ୍କ...

ମାଡ଼ି ଚାଲିଛି ଶିମିଳିପାଳ ନିଆଁ

ବାରିପଦା,୩ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ପାରଦ ସୀମା ଲଂଘୁଥିବା ବେଳେ ଅଣାୟତ୍ତ ହୋଇପଡ଼ିଛି ଶିମିଳିପାଳ ନିଆଁ। ପ୍ରତିଦିନ ଶିମିଳିପାଳ ଅଭୟାରଣ୍ୟର ଉତ୍ତର ଓ ଦକ୍ଷିଣ...

ଶୁକ୍ରବାର ରାହୁଲ, ଶନିବାର ନବୀନଙ୍କ ପ୍ରଚାର

ରାୟଗଡ଼ା,୩।୫(ଆଶିଷ ରଞ୍ଜନ ପଣ୍ଡା):କଂଗ୍ରେସ ନିଜ ଗଡ଼କୁ ଫେରିପାଇବା ପାଇଁ ଲାଗିଥିବାବେଳେ ବିଜେଡି ଗଡ଼ ବଞ୍ଚାଇ ରଖିବାକୁ ପ୍ରୟାସ ଜାରି ରଖିଛି। ତେବେ ୨୦୧୯ ସାଧାରଣ ନିର୍ବାଚନରେ...

ଚର୍ଚ୍ଚାରେ କଳାହାଣ୍ଡି ଛାତ୍ର ଅନିରୁଦ୍ଧ

ଭବାନୀପାଟଣା,୩ା୫(ଉତ୍ତମ କୁମାର ଦାଶ):ଆୟର୍ଲାଣ୍ଡ ଡବଲିନ୍‌ ସିଟି ବିଶ୍ୱବିଦ୍ୟାଳୟରେ ଗତ ସପ୍ତାହରେ ଅନୁଷ୍ଠିତ ସପ୍ତମ ବାର୍ଷିକ ଦକ୍ଷିଣ ଏସିଆ ସମ୍ମିଳନୀରେ ନିଜ ଶୀର୍ଷକ ଉପସ୍ଥାପନ କରି ଚର୍ଚ୍ଚାକୁ...

କେନାଲରେ ଆସିଲା ପାଣି: ଉପକୃତ ହେବେ ଚାଷୀ

ଡେଲାଙ୍ଗ,୩।୫(ରଶ୍ମିରଞ୍ଜନ ପ୍ରଧାନ): କେନାଲ ପାଣି ପାଇଁ ବହୁ ପ୍ରତୀକ୍ଷା ପରେ ଏବେ ତା’ର ଅନ୍ତ ଘଟିଛି। ମାଛପଡ଼ା ମାଇନରରେ କେନାଲ ପାଣି ଛଡ଼ାଯିବାରୁ ତାହା ଶେଷମୁଣ୍ଡରେ...

୩ ମାସ ପାଇଁ ବନ୍ଦ ରହିବ ଭିତରକନିକା

ରାଜନଗର,୩ା୫(ଭାସ୍କର ରାଉତରାୟ):ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ ନାଳରେ ବସବାସ କରୁଥିବା ବଉଳା କୁମ୍ଭୀରମାନଙ୍କର ପ୍ରଜନନ ଋତୁ ପାଖେଇ ଆସୁଛି। ଏହାକୁ ଆଖି ଆଗରେ ରଖି...

କଂଗ୍ରେସ ଭୋଟ ସୁରକ୍ଷା ପ୍ରତିମାଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ

ଜଗତ୍‌ସିଂହପୁର,୩ା୫ (ପ୍ରମୋଦ କୁମାର ନାୟକ): ୨୦୨୪ ନିର୍ବାଚନ ନେଇ ପ୍ରମୁଖ ରାଜନୈତିକ ଦଳ ଯଥା ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ରଣନୀତି ପ୍ରସ୍ତୁତ ଚାଲିଛି।...

ପ୍ରାକୃତିକ ବିପର୍ଯ୍ୟୟ କ୍ଷତି ଆଶଙ୍କାରେ ଜିଲାବାସୀ

କେନ୍ଦ୍ରାପଡ଼ା,୩ା୫(ଜଗନ୍ନାଥ ଧଳ): ସମୁଦ୍ର ତଟବର୍ତ୍ତୀ କେନ୍ଦ୍ରାପଡ଼ା ଜିଲା ପ୍ରାକୃତିକ ବିପର୍ଯ୍ୟୟପ୍ରବଣ ବୋଲି ରାଜ୍ୟ ଓ କେନ୍ଦ୍ର ସରକାର ଚିହ୍ନଟ କରିଛନ୍ତି। ଜିଲାକୁ ବନ୍ୟା, ବାତ୍ୟା ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri