ପ୍ରବାସୀଙ୍କ ସହିତ ଭୋଜି ଖାଇ କ୍ୱାରାଣ୍ଟାଇନ୍‌ରେ ସରପଞ୍ଚ

କେନ୍ଦୁଝର,୨୨ା୫ (ସ୍ବ.ପ୍ର.)-କରୋନା ମହାମାରୀ ନିରାକରଣ ପାଇଁ ଜିଲାପାଳ କ୍ଷମତା ପାଇ କାମ କରୁଥିବା ବାଂଶପାଳ ବ୍ଲକର ଜଣେ ସରପଞ୍ଚ କେତେକ ପ୍ରବାସୀ ଓଡିଆ ସାଙ୍ଗଙ୍କ ସହ ଭୋଜି ଖାଇ କ୍ୱରାଣ୍ଟାଇନରେ ରହିଛନ୍ତି। ମଙ୍ଗଳବାର ଚେନ୍ନାଇରୁ ବିନା ପଞ୍ଜୀକରଣରେ ଫେରଥିବା ୩ ସାଙ୍ଗଙ୍କ ସହିତ ସରପଞ୍ଚ ଭୋଜି କରିଥିଲେ। ଏହି ଘଟଣା ଜଣା ପଡିବା ପରେ ସରପଞ୍ଚଙ୍କୁ କ୍ୱାରାଣ୍ଟାଇନ୍‌ କେନ୍ଦ୍ରକୁ ପଠାଯାଇଛି। ଖବର ପାଇ ବାଂଶପାଳ ତହସିଲଦାର ଓ ବିଡିଓ ବୁଧବାର ଉକ୍ତ ଗ୍ରାମକୁ ଯାଇ ସରପଞ୍ଚଙ୍କ ସହିତ ଆଲୋଚନା କରିଥିଲେ। ଶୁକ୍ରବାର ଉକ୍ତ ସରପଞ୍ଚଙ୍କ ସ୍ବାବ ପରୀକ୍ଷା ପାଇଁ ପଠାଯାଇଥିବା ବେଳେ ୨୧ ଦିନ ସେ କ୍ୱାରାଣ୍ଟାଇନ ସେଣ୍ଟରରେ ଓ ୭ ଦିନ ଘରେ ଏକାନ୍ତବାସରେ ରହିବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡାଦେଶ

ବାରିପଦା,୭।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଅତିରିକ୍ତ ଜିଲା ଓ ଦୌରା ଜଜ (୧) କୋର୍ଟରେ ମଙ୍ଗଳବାର ଏକ ନରହତ୍ୟା ମାମଲାର ରାୟ ପ୍ରକାଶ...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୨୦ ଘର

ବାରିପଦା,୭।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ବ୍ଲକ କେନ୍ଦୁଡିହା ପଞ୍ଚାୟତ କୁଳିଅଣା ବିନ୍ଧାଣିସାହିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଯାଇଛି। ଏହି ଆକସ୍ମିକ ଅଗ୍ନିକାଣ୍ଡରେ ବିନ୍ଧାଣିବସ୍ତିର ୨୦ରୁ...

ଭଞ୍ଜନଗରରେ କାଳବୈଶାଖୀ ତାଣ୍ଡବ

ଭଞ୍ଜନଗର,୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ସହ ବଜ୍ରପାତ ହେବାରୁ ଗୋପାଳପୁର ଶାସନ ପଞ୍ଚାୟତ ରତ୍ନପୁର ଗ୍ରାମରେ ୨୨ଟି...

ରାଜପଥର ବାଇକ୍‌ ଦୁର୍ଘଟଣା, ଚାଳକ ଗୁରୁତର

ହାଟଡିହୀ,୭l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଆନନ୍ଦପୁର-ଭଦ୍ରକ ୫୩ ନମ୍ବର ରାଜ୍ୟ ରାଜପଥର ହାଟଡିହୀ ପୋଷ୍ଟ ଅଫିସ ନିକଟରେ ଏକ ବାଇକ୍‌ ଦୁର୍ଘଟଣା ଘଟି...

ଜଳସ୍ତର କମି ୧୫ ଫୁଟ୍‌ ଜାଗାରେ ୬୫ ଫୁଟ୍‌ ହେଲାଣି

ପଟ୍ଟାମୁଣ୍ଡାଇ, ୭ା୫ (କଳ୍ପତରୁ ନାୟକ):ଅସହ୍ୟ ତାତି ସାଙ୍ଗକୁ ପାଣି ସମସ୍ୟା ଲୋକଙ୍କ ଚିନ୍ତା ବଢ଼ାଇଛି। ସ୍ଥିତି ଏମିତି ଯେ ସବୁଠି ପାଣି ପାଇଁ ହାହାକାର ସ୍ଥିତି...

୬ ବନ୍ୟା ଆଶ୍ରୟସ୍ଥଳ ଅଧାପନ୍ତରିଆ

ଯାଜପୁର,୭ା୫(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା ଦେଇ ପ୍ରବାହିତ ନଦୀଗୁଡ଼ିକର ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସୁରକ୍ଷା ପାଇଁ ବହୁମୁଖୀ ବନ୍ୟା ଆଶ୍ରୟସ୍ଥଳ ନିର୍ମାଣ ସମ୍ପୂର୍ଣ୍ଣ ହୋଇପାରିନାହିଁ। ଆଗକୁ କିଛି ସପ୍ତାହ...

ଦାଦନ ଖଟୁଛନ୍ତି ନଗଡ଼ା ଶିଶୁ

ଯାଜପୁର/କାଳିଆପାଣି (ହର୍ଷବର୍ଦ୍ଧନ ବେହେରା/ଅସିତ ମହାନ୍ତ),୭ା୫:ଯାଜପୁର ଜିଲା ସୁକିନ୍ଦା ବ୍ଲକ ଚିଙ୍ଗୁଡିପାଳ ପଞ୍ଚାୟତ ନଗଡ଼ା ଗ୍ରାମରେ ୨୦୧୬ରେ ଅପପୃଷ୍ଟିରୁ ଶିଶୁ ମୃତ୍ୟୁ ଘଟଣା ଅନ୍ତର୍ଜାତୀୟ ଖବର ପାଲଟିଥିଲା।...

ସରକାରୀ ଅନୁଦାନ ସତ୍ତ୍ୱେ ସୁଦୃଢ଼ ହେଉନି ନଦୀବନ୍ଧ

କେନ୍ଦ୍ରାପଡ଼ା, ୭ା୫ (ଜଗନ୍ନାଥ ଧଳ):ସାଧାରଣ ଲୋକଙ୍କ ସୁରକ୍ଷା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଯୋଜନା ପ୍ରଣୟନ ସହ ଅନୁଦାନ ଯୋଗାଉଛନ୍ତି। ମାତ୍ର ଏହି ଅନୁଦାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri