ଜିଲାପାଳଙ୍କୁ ଆୟୁଷ ଡାକ୍ତର ସଂଘର ସ୍ମାରକପତ୍ର ପ୍ରଦାନ

ଛତ୍ରପୁର,୨୩ା୫(ଡି.ଏନ.ଏ)-ଗଞ୍ଜାମ ଜିଲା ଆୟୁଷ ଡାକ୍ତର ସଂଘ ପକ୍ଷରୁ ବିଭନ୍ନ ଦାବି ନେଇ ଶୁକ୍ରବାର ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି । ସେଥିରେ ଦର୍ଶାଯାଇଛି ଯେ, ଆୟୁଷ ଡାକ୍ତରମାନଙ୍କୁ ଅଣ କୋଭିଡ୍‌ ସ୍ବାସ୍ଥ୍ୟସେବାରେ ନିୟୋଜିତ କରିବାକୁ ରାଜ୍ୟ ସ୍ବାସ୍ଥ୍ୟ ସଚିବଙ୍କ ନିର୍ଦ୍ଦେଶ ରହିଛି ମାତ୍ର ଜିଲାରେ ଥିବା କୋଭିଡ୍‌ କେୟାର ସେଣ୍ଟର ଓ ଡେଡିକେଟେଡ୍‌ କୋଭିଡ୍‌ ହେଲଥ୍‌ ସେଣ୍ଟରରେ ଆୟୁଷ ଡାକ୍ତର କାର୍ଯ୍ୟ କରିବାକୁ ଜିଲା ଚିକିତ୍ସାଧିକାରୀ ୨୦ ତାରିଖରେ ନିର୍ଦ୍ଦେଶ ଦେଇଛନ୍ତି। ଆୟୁଷ ଡାକ୍ତରମାନଙ୍କୁ ସ୍ଥାୟୀ ନିଯୁକ୍ତି ନ ଦେଇ କେବଳ ଆବଶ୍ୟକ ସମୟରେ କାର୍ଯ୍ୟ ହାସଲ କରାଯାଉଛି । କରୋନା ମହାମାରୀ ସମୟରେ ସମସ୍ତ ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ସ୍ବତନ୍ତ୍ର ଆର୍ଥତ୍କ ଓ ସାମାଜିକ ପ୍ୟାକେଜ୍‌ ଘୋଷଣା କରାଯାଇଥିଲେ ମଧ୍ୟ ଆୟୁଷ ଡାକ୍ତରମାନଙ୍କ ପାଇଁ କିଛି ଘୋଷଣା କରାଯାଇନାହିଁ । ରାଜ୍ୟ ସରକାରଙ୍କ ପକ୍ଷରୁ କୋଭିଡ୍‌-୧୯ ଜରୁରୀକାଳୀନ ଡ୍ୟୁଟି ପାଇଁ ରେଗୁଲାର ଡାକ୍ତରଙ୍କ ପାଇଁ ଘୋଷିତ ସାମାଜିକ ସୁରକ୍ଷା ଓ ବୀମା ପ୍ୟାକେଜ୍‌ ରେ ଆୟୁଷ ଡାକ୍ତରଙ୍କୁ ସାମିଲ କରିବା, ଇନସେନଟିଭ୍‌ ବାବଦରେ ଦୈନିକ ୧୪୦୦ ଟଙ୍କା ଦେବା ଆଦି ଦାବି ନେଇ ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଥିବା ସଂଘ ପକ୍ଷରୁ ସୂଚନା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

୫୦ ଯାତ୍ରୀଙ୍କୁ ଧରି ଯାଉଥିଲା ବସ୍‌: ବାଟରେ ଦୁର୍ଘଟଣା

ଜଳେଶ୍ୱର,୩।୫: ୧୬ ନମ୍ବର ଜାତୀୟ ରାଜପଥ ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ଇନ୍ଦିରା ଛକ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଶନିବାର ସକାଳେ ଦୁର୍ଘଟଣା...

ଲୋକବଳ, ଧନବଳ ମଧ୍ୟରେ ଲଢ଼େଇ: ଧର୍ମେନ୍ଦ୍ର

ଢେଙ୍କାନାଳ,୪ା୫(ରତନ ନାୟାର): ଓଡ଼ିଶା ସରକାରଙ୍କ ବିରୋଧରେ ପ୍ରବଳ ଜନମତ ଦେଖାଦେଲାଣି। ଦୁର୍ନୀତିଗ୍ରସ୍ତଙ୍କୁ ବିଜେଡି ପ୍ରାର୍ଥୀ କରିଛି। ଚଳିତ ନିର୍ବାଚନରେ ଧନବଳ ଓ ଲୋକବଳ ମଧ୍ୟରେ ଲଢ଼େଇ...

ଧର୍ମଶାଳା, ବରୀରେ ସ୍ବାଧୀନ ପ୍ରାର୍ଥୀଙ୍କ ଉପରେ ନଜର

ରସୁଲପୁର,୪ା୫(ରଂଜିତ ରାଉତ):  ଯାଜପୁର ସଂସଦୀୟ କ୍ଷେତ୍ର(ସଂ) ଅଧୀନ ବରୀ ଓ ଧର୍ମଶାଳା ବିଧାନସଭା ନିବର୍ର୍ାଚନମଣ୍ଡଳୀରେ ସ୍ବାଧୀନ ପ୍ରାର୍ଥୀଙ୍କ ଉପରେ ସମସ୍ତଙ୍କ ନଜର ରହିଥିବା ଚର୍ଚ୍ଚା ହେଉଛିି।...

ନୀଳଗିରିରେ ସୁକାନ୍ତ-ସନ୍ତୋଷ ଲଢ଼େଇ

ନୀଳଗିରି, ୪।୫(ପ୍ରଶାନ୍ତ ବିଶ୍ୱାଳ): ଭାଜପାର ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ନୀଳଗିରିରୁ ଭାଜପାର ପ୍ରାର୍ଥୀ ହୋଇଛନ୍ତି ସନ୍ତୋଷ ଖଟୁଆ। ନୀଳଗିରିରୁ ବିଜେଡି ସୁକାନ୍ତ ନାୟକଙ୍କୁ ଟିକେଟ...

ବିକାଶ ବିରୋଧୀଙ୍କୁ ଓଡ଼ିଶାବାସୀ ଜବାବ ଦେବେ: ପାଣ୍ଡିଆନ

ଭଞ୍ଜନଗର/ବୁଗୁଡ଼ା/ପାଟପୁର, ୪।୫(ବାବୁଲା ପ୍ରଧାନ/କାଳିଚରଣ ଦାସ/ସୀମାଞ୍ଚଳ ସାହୁ): ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର ଗଞ୍ଜାମ ଜିଲାକୁ ତୋଫାନୀ ଗସ୍ତରେ ଆସି ଭଞ୍ଜନଗର, ବୁଗୁଡ଼ା, ସାନଖେମୁଣ୍ଡି...

ଅସହ୍ୟ ନିର୍ଯାତନା: ହାଇଦ୍ରାବାଦରୁ ଲୁଚିଆସିଲେ ୪ ଶ୍ରମିକ

ଭବାନୀପାଟଣା/ଜୁନାଗଡ଼,୪ା୫ (ଉତ୍ତମ କୁମାର ଦାଶ/ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଥମୁନି ଦାଦନ ଦୁଃଖ। ହାଇଦ୍ରାବାଦ କାମ କରିବାକୁ ଯାଇ ଜୁନାଗଡ ସହରର ୪ଜଣ ଶ୍ରମିକ...

କାର୍‌ରୁ ୨୬ ଲକ୍ଷ ଜବତ

ବଡ଼ବିଲ/ନୂଆପଡ଼ା,୪ା୫ (ଦେବପ୍ରିୟ ରଣା/ମକାରୁ ବେମାଲ): ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ସ୍ଥାନରେ ପୋଲିସ ପକ୍ଷରୁ ଯାଞ୍ଚ ପ୍ରକ୍ରିୟା ଜାରି ରହିଛି। ଏହିକ୍ରମରେ ଶୁକ୍ରବାର...

କଂଗ୍ରେସ ଜିତିଲେ ସମ୍ବିଧାନ ସୁରକ୍ଷିତ ରହିବ: ରାହୁଲ

ରାୟଗଡ଼ା,୪।୫(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ କଂଗ୍ରେସ ସମାବେଶକୁ ଶୁକ୍ରବାର ଭର୍ଚୁଆଲ ମୋଡ୍‌ରେ ସମ୍ବୋଧନ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଏହି ଜନସଭାରେ ସେ କଂଗ୍ରେସର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri