ନୂତନ ଶ୍ରମ ଆଇନକୁ ଆଇଏନ୍‌ଟିୟୁସିର ବିରୋଧ

ଫୁଲବାଣୀ ଅଫିସ,୨୩ା୫- କେନ୍ଦ୍ର ସରକାରଙ୍କ ଶ୍ରମ ଆଇନ ପରିବର୍ତ୍ତନ ନିଷ୍ପତ୍ତିକୁ ବିରୋଧ କରି ଶୁକ୍ରବାର ସାରା ଦେଶରେ ଆଇଏନ୍‌ଟିୟୁସି ପକ୍ଷରୁ ପ୍ରତିବାଦ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସଙ୍ଗଠନର କନ୍ଧମାଳ ଶାଖା ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଶ୍ରମ ଆଇନକୁ ନ ବଦଳାଇବାକୁ କର୍ମକର୍ତ୍ତା ଦାବି କରିଥିଲେ। ସରକାର ନ ମାନିଲେ ଆଗାମୀ ଦିନରେ ଆନ୍ଦୋଳନ କରାଯିବ ବୋଲି କହିଥିଲେ। ସଙ୍ଗଠନ ଜିଲା ସଭାପତି ଘନ କୁମାର ଶବରଙ୍କ ନେତୃତ୍ୱରେ ପ୍ରଫୁଲ୍ଲ କୁମାର ବେହେରା, ଶିବଶଙ୍କର ବେହେରା, ମନୋଜ ସାହାଣୀ, ଗଜେନ୍ଦ୍ର କହଁର, ରାଧାକାନ୍ତ ଦିଗାଲ, ସୁଦାମ ବେହେରା, ଜାକିର ଖାନ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶାଶୁ ପରେ ଜ୍ୱାଇଁ ଘରେ ବୁଲିଲା ବୁଲଡୋଜର: ଏକାବେଳକେ ଛାନିଆ…

ପୁରୀ,୧୬।୧୨(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଅପରେଶନ ଚକ୍ର ଜରିଆରେ ନିଶା ବେପାରୀଙ୍କ ଘର ଉପରେ ବୁଲଡୋଜର ଚଳାଇଛି । ପୂର୍ବରୁ ଗତ ୪ ତାରିଖରେ...

ଆସନ୍ତା ୨୩ରୁ ଖୋଲିବ ଧାନମଣ୍ଡି, ଶୁଭାରମ୍ଭ ହେଲା ୨ଟି ସଚେତନତା ରଥ

ଛତ୍ରପୁର, ୧୬/୧୨ (ଦିଲ୍ଲୀପ ସାମଲ): ହିଞ୍ଜିଳିକାଟୁ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟରୁ ୨ ଟି ସଚେତନତା ରଥର ଶୁଭାରମ୍ଭ...

ଓଡ଼ିଶା-ହିମାଚଳ ପ୍ରଦେଶ କୁଚ ବେହାର ଟ୍ରଫି କ୍ରିକେଟ ଉଦଘାଟିତ

ବଲାଙ୍ଗୀର, ୧୬।୧୨ (ବୀରେନ୍ଦ୍ର କୁମାର ଝାଙ୍କର)- ବଲାଙ୍ଗୀର ଗାନ୍ଧୀ ଷ୍ଟାଡିୟମ ଠାରେ ମଙ୍ଗଳବାର ଓଡିଶା-ହିମାଚଳ ପ୍ରଦେଶ କୁଚ ବେହାର ଟ୍ରଫି କ୍ରିକେଟ ମ୍ୟାଚ ଉଦଘାଟିତ ହୋଇଛି।...

ସୁନା ଦୋକାନୀ ଗହଣା ଭର୍ତ୍ତି ବ୍ୟାଗ ଘରେ ଥୋଇ ଯାଇଥିଲେ ବଜାର: ଆସିଲା ବେଳକୁ …

କେନ୍ଦୁଝର,(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପଣ୍ଡାପଡ଼ା ଥାନାରୁ ପ୍ରାୟ ଅଧ କି.ମି. ଦୂରରେ ସୋମବାର ରାତିରେ ଜଣେ ଗହଣା ବ୍ୟବସାୟୀ ସଞ୍ଜୟ ରାଣାଙ୍କ ଘରୁ...

ନବଜାତ ଶିଶୁର ମୁଣ୍ଡ ଧରି ଶିବ ମନ୍ଦିର ସାମ୍ନାକୁ ଆସିଲା କୁକୁର: ବାହାନଗାରେ ଖେଳିଗଲା ଚାଞ୍ଚଲ୍ୟ

ବାହାନଗା,୧୬।୧୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଚିତ୍ତଳ ପଞ୍ଚାୟତର ବାଲିକିତ୍ତିରଣ ଗାଁ ରାସ୍ତାକଡ଼ରେ ନବଜାତ ଶିଶୁର ଖଣ୍ଡ ବିଖଣ୍ଡିତ ଶରୀର ପଡିଛି। ବାଲିକିତ୍ତିରଣ...

ଭାରସାମ୍ୟ ହରାଇ ଡିଭାଇଡର ଉପରକୁ ଚଢ଼ିଗଲା ଟ୍ରକ: ଆଉ ତା’ପରେ…

ବଲାଙ୍ଗିର,୧୬/୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ୨୬ନମ୍ବର ଜାତୀୟ ରାଜପଥ ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖ ଟ୍ରାଫିକ ଛକ ଡିଭାଡିଅରରେ ଭାରସାମ୍ୟ ହରାଇ ଏକ ଟ୍ରକ ଚଢ଼ି ଯାଇଛି...

ଶ୍ମଶାନରେ ଜିଇଁ ଉଠିଲେ ପୂରୋହିତ, ହସ୍ପିଟାଲ ଗଲାପରେ ଘଟିଲା…

ଗଞ୍ଜାମ ୧୬/୧୨(ବିଦ୍ୟାଧର ସାହୁ/ଦିଲ୍ଲୀପ ସାମଲ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ନୃସିଂହ ପୂଜକ ପୁରୋହିତ ରାଜେନ୍ଦ୍ର ରଥଙ୍କ ପରଲୋକ ହୋଇଛି । ହସ୍ପିଟାଲରେ...

ପର୍ଯ୍ୟଟନ ସ୍ଥଳରେ ପଡୁଛି ପ୍ଲାଷ୍ଟିକ: ପଦକ୍ଷେପ ପାଇଁ…

ନୂଆପଡ଼ା,୧୬।୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ପର୍ଯ୍ୟଟନ ସ୍ଥଳୀ ପତୋରା ଡ୍ୟାମ୍‌ଠାରେ ସ୍ଥାନୀୟ ଯୁବ ସଂଗଠନ ଯୁବା କି ଦହାଡ ପକ୍ଷରୁ ପ୍ଲାଷ୍ଟିକ ମୁକ୍ତ ଅଭିଯାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri