ମାଛ ଧରିବାକୁ ଯାଇ ବୁଢ଼ାବଳଙ୍ଗରେ ଯୁବକ ନିଖୋଜ

ବଡ଼ସାହି,୨୩ା୫(ସ୍ବ.ପ୍ର.)-ବୁଢ଼ାବଳଙ୍ଗ ନଦୀରେ ମାଛ ଧରୁଥିବା ବେଳେ ଶନିବାର ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ସେ ହେଲେ ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଚନ୍ଦନପୁର ପଞ୍ଚାୟତ ଅଧୀନ ମହୁପୁରା ଗ୍ରାମର ରଥ ମହାନ୍ତଙ୍କ ପୁଅ ରମାକାନ୍ତ(୩୨)। ଖବରପାଇ ବଡ଼ସାହି ଓ ବେତନଟୀ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଲୁଛି ଗୋଠଛଡା ଦନ୍ତା: ଭୟଭୀତ ଅବସ୍ଥାରେ ଲୋକେ

ଆନନ୍ଦପୁର ୩୧।୧୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଆନନ୍ଦପୁର,ଘସିପୁରା ଅଞ୍ଚଳରେ ବୁଧବାର ସକାଳୁ ସକାଳୁ ଏକ ଗୋଠଛଡା ଦନ୍ତାହାତୀ ବୁଲୁଥିବା ବେଳେ...

ଗାଁରେ ବୁଲିଲା ଦନ୍ତାହାତୀ

ହାଟଡିହୀ/ ବଉଳା, ୩୧।୧୨ (ଶୁଭକାନ୍ତ ନାୟକ /ଦୁର୍ଗା ପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଆମ୍ବୋ ଅଞ୍ଚଳରେ ମଙ୍ଗଳବାର ଏକ ଦନ୍ତା ହାତୀ ଆତଙ୍କ...

ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

ଜାଲ୍‌ ଲାଇସେନ୍ସରେ ବନ୍ଧୁକ ବେପାର, ୩ ଗିରଫ

ରାଉରକେଲା,୩୧।୧୨(ସଙ୍ଗୀତା ଜେନା): ରାଉରକେଲା ଜିଲା ପୋଲିସ ସୋମବାର ରାଉରକେଲାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଆନ୍ତଃ ରାଜ୍ୟ ଅସ୍ତ୍ରଶସ୍ତ୍ର ଚୋରାଚାଲାଣ ଗ୍ୟାଙ୍ଗ୍‌ର ପର୍ଦ୍ଦାଫାଶ କରିଛି। ଜାଲ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri