ଧର୍ମଶାଳାକୁ ଫେରିଲେଣି ୯୩୨ ପ୍ରବାସୀ

ଧର୍ମଶାଳା,୨୩ା୫(ଡି.ଏନ.ଏ.): ଧର୍ମଶାଳା ବ୍ଲକକୁ ଶୁକ୍ରବାର ସୁଦ୍ଧା ୯୩୨ଜଣ ପ୍ରବାସୀ ଓଡ଼ିଆ ଫେରିଥିବା ବ୍ଲକ ପକ୍ଷରୁ ସୂଚନା ମିଳିଛି। ଏମାନଙ୍କ ମଧ୍ୟରେ ୪୫ ମହିଳା ଓ ୧୮ଜଣ ଛୋଟ ପିଲା ରହିଛନ୍ତି। ବ୍ଲକ ଅଞ୍ଚଳକୁ ସର୍ବାଧିକ ୨୩୨ଜଣ ତେଲେଙ୍ଗାନାରୁ ଫେରିଛନ୍ତି। ସେହିପରି ତାମିଲନାଡୁରୁ ୧୮୩, ଗୁଜୁରାଟରୁ ୧୧୨, ଆନ୍ଧ୍ରପ୍ରଦେଶରୁ ୯୦, କର୍ନାଟକରୁ ୬୧, ପଶ୍ଚିମବଙ୍ଗରୁ ୫୫ ଓ ମହାରାଷ୍ଟ୍ରରୁ ୪୧ଜଣ ଫେରିଛନ୍ତି। ଏମାନଙ୍କୁ ବିଭିନ୍ନ ପଞ୍ଚାୟତର ସଙ୍ଗରୋଧ କେନ୍ଦ୍ରରେ ରଖାଯାଇଛି। ସେଠାରୁ ପର୍ଯ୍ୟାୟକ୍ରମେ ସ୍ବାବ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଉଛି ବୋଲି ବିଡିଓ ସ୍ମିତା ରଥ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ରାଜନୈତିକ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟଣା: ୪ ଗିରଫ

ଧର୍ମଶାଳା,୧୫।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଜେନାପୁର ଥାନା ଗଡମଧୁପୁର ପଞ୍ଚାୟତ ପନ୍ତୁରୀଠାରେ ଥିବା ପୂର୍ବତନ ବିଜେଡି ବିଧାୟକ ପ୍ରଣବ ବଳବନ୍ତ ରାୟଙ୍କ ଫାର୍ମ ହାଉସରେ ଗତକାଲି...

ଧର୍ମଶାଳା ଗଣ୍ଡଗୋଳ: ରାଜନୀତି ଛକାପଞ୍ଝାରେ ୨ ଗୋଷ୍ଠୀ, ଗାଁରେ  କୋକୁଆ ଭୟ   

ଧର୍ମଶାଳା,୧୫।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ଗଣ୍ଡଗୋଳକୁ ନେଇ ଧାରଣା, ରାଜନୀତି ଛକାପଞ୍ଝା ଦେଖିବାକୁ ମିଳିଛି। ଭୁବନେଶ୍ବରରେ ବିଜେଡି ଓ ଯାଜପୁରରେ ଭାଜପାର ଧାରଣା। ବିଧାୟକ...

ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ଭଙ୍ଗାରୁଜା, ଏକାଧିକ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

ପାହାଡ ପାର୍ଶ୍ୱରୁ ମୋରମ ତାଢି ନେଉଯାଉଥିଲେ, ରୋକିଲେ ଗ୍ରାମବାସୀ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତରେ ଥିବା ଐତିହାସିକ କାଏମା ପାହାଡ ପାର୍ଶ୍ୱରୁ ମୋରମ ତାଡ଼ି ନେଇ ଅନ୍ୟ ଏକ...

ଘରୋଇ ହସ୍ପିଟାଲରେ ଅସ୍ତ୍ରୋପଚାରରେ ତ୍ରୁଟି: ମହିଳାଙ୍କ ଚାଲିଗଲା ଜୀବନ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନରେ ଥିବା ଜାରକାସ୍ଥିତ ଏକ ଘରୋଇ ହସ୍ପିଟାଲରେ ତ୍ରୁଟିଜନିତ ଅସ୍ତ୍ରୋପଚାର ଯୋଗୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ଗାଧୋଇବାକୁ ଯାଇ ଘରକୁ ଫେରିଲେନି ବ୍ୟକ୍ତି, ଆଜି ନଦୀରୁ…

ଧର୍ମଶାଳା,୪ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ କାଏମା ଲକ୍ଷ୍ମୀସାହି ଗ୍ରାମ ନିକଟ କେଲୁଅ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ନଦୀରେ ବୁଡ଼ି...

ଥାନାରେ IIC-ASI ହାତାହାତି: ଆକ୍ସନ ନେଲେ ଏସ୍‌ପି

ଯାଜପୁର,୪।୧୨: ଯାଜପୁର ଜିଲା ଅଳକୁଣ୍ଡ ଥାନାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏକ ଝିଅ-ପୁଅ ମାମଲାର ଚାର୍ଜସିଟ ରିପୋର୍ଟକୁ ନେଇ ଥାନା ଭିତରେ ତୁମୁଳକାଣ୍ଡ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri