ଝାରସୁଗୁଡା ବିମାନବନ୍ଦରରୁ ଉଡିଲା ବିମାନ

ଝାରସୁଗୁଡା ଅଫିସ,୨୫ା୫-ଝାରସୁଗୁଡାସ୍ଥିତ ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ବିମାନ ଚଳାଚଳ ଆରମ୍ଭ ହୋଇଛି। ସୋମବାର ଏହି ବିମାନବନ୍ଦରରୁ ନୂଆଦିଲ୍ଲୀ ଓ ହାଇଦ୍ରାବାଦକୁ ବିମାନ ଚଳାଚଳ କରିଛି। ତେବେ କୋଲକତାକୁ ଯିବାକୁ ଥିବା ବିମାନ ବାତିଲ ହୋଇଥିବା ବିମାନବନ୍ଦର କର୍ତୃପକ୍ଷ ସୂଚନା ଦେଇଛନ୍ତି। ସକାଳେ ବିମାନବନ୍ଦର କର୍ତୃପକ୍ଷ, ଏସ୍‌ପି ରାହୁଲ ପିଆର ଓ ଜିଲା ପ୍ରଶାସନର ବରିଷ୍ଠ ଅଧିକାରୀମାନେ ବିମାନବନ୍ଦରକୁ ଯାଇ ତଦାରଖ କରିଥିଲେ। ଯାତ୍ରୀମାନଙ୍କୁ ସାମାଜିକ ଦୂରତା ସହିତ ସୁରକ୍ଷା ସାମଗ୍ରୀ ପରିଧାନ କରିବାକୁ ବିମାନବନ୍ଦରର ପ୍ରବେଶ ଦ୍ୱାରରେ ଉପସ୍ଥିତ କର୍ମଚାରୀମାନେ ସଚେତନ କରିଥିଲେ। ସେହିପରି ଯାତ୍ରୀମାନଙ୍କୁ ସୁରକ୍ଷା କର୍ମୀମାନେ ଯାଞ୍ଚ କରି ଭିତରକୁ ଛାଡୁଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନ ଦାଖଲ ବେଳେ ଅପରାଜିତା-ମନ୍ମଥଙ୍କ ସମର୍ଥକ ମୁହାଁମୁହିଁ

ଖୋର୍ଦ୍ଧା,୨ା୫: ଗୁରୁବାର ନାମାଙ୍କନପତ୍ର ଦାଖଲ ବେଳେ ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟରେ ମୁହାଁମୁହିଁ ହୋଇଛନ୍ତି ଏମ୍‌ପି ତଥା ଭାଜପା ଲୋକ ସଭା ପ୍ରାର୍ଥିନୀ ଅପରାଜିତା ଷଡ଼ଙ୍ଗୀ ଏବଂ...

ପୁଣି ଏକ ମାଈ ହାତୀର ଜୀବନ ଗଲା

କେନ୍ଦୁଝର,୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ବସନ୍ତପୁର ଗ୍ରାମ ନିକଟରେ ଗୁରୁବାର ଏକ ହାତୀର ମୃତଦେହ ବନ ବିଭାଗ ଉଦ୍ଧାର କରିଛି। ପ୍ରସବ ବେଦନା ଯୋଗୁ...

ନାମାଙ୍କନପତ୍ର ଦାଖଲ କଲେ ନବକୁମାର, ସରୋଜ

ବୌଦ୍ଧ,୨ା୫(ଅଜିତ କୁମାର ବାରିକ): ବୌଦ୍ଧ କଂଗ୍ରେସ ପକ୍ଷରୁ ଗୁରୁବାର ନାମାଙ୍କନପତ୍ର ଦାଖଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ସରୋଜ ପ୍ରଧାନ ଏବଂ ବୌଦ୍ଧ କଂଗ୍ରେସ ପ୍ରାର୍ଥୀ ନବକୁମାର...

ହଠାତ ଢେଙ୍କାନାଳ ସହରରେ ଅବତରଣ କଲା ହେଲିକପ୍ଟର, ତଦନ୍ତ କରୁଛି ପୋଲିସ

ଢେଙ୍କାନାଳ,୨।୫: ଗୁରୁବାର କୌଣସି ପୂର୍ବ ସୂଚନା ନଦେଇ ଏକ ହେଲିକପ୍ଟର ଢେଙ୍କାନାଳ ସହରରେ ଅବତରଣ କରିଛି। ଏହା କେଉଁଠୁ ଆସିଛି ଓ କାହିଁକି ଆସିଛି ସେ...

କଣ୍ଟାବାଞ୍ଜିରୁ ନାମାଙ୍କନ ଦାଖଲ କଲେ ନବୀନ

ଭୁବନେଶ୍ୱର,୨ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଟିଟିଲାଗଡ଼ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ନବୀନ ତାଙ୍କର ନାମାଙ୍କନପତ୍ର...

ସ୍ବାମୀଙ୍କ ଆଗରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ

କଟକ,୨।୫(କାର୍ତ୍ତିକ ସାହୁ): ଚାଉଳିଆଗଞ୍ଜ ଦୁର୍ଗାମଣ୍ଡପ ନିକଟରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି,...

ଲିଙ୍ଗରାଜରୁ ଖୋର୍ଦ୍ଧା ଯାଏ ଦୌଡିଲେ ମନ୍ମଥ

ଭୁବନେଶ୍ୱର,୨।୫: ଭୁବନେଶ୍ୱର ଲୋକ ସଭା ଆସନରୁ ବିଜୁ ଜନତା ଦଳ(ବିଜେଡି)ର ପ୍ରାର୍ଥୀ ମନ୍ମଥ ରାଉତରାୟ ଗୁରୁବାର ପ୍ରାର୍ଥିପତ୍ର ଦାଖଲ କରିବାର କାର୍ଯ୍ୟକ୍ରମ ରହିଛି। ହେଲେ ଏହା...

ଆଜି ପ୍ରାର୍ଥୀପତ୍ର ଦାଖଲ କରିବେ ଧର୍ମେନ୍ଦ୍ର, ଅପରାଜିତା,ମନ୍ମଥ, ଅରୁପ

ଭୁବନେଶ୍ୱର,୨।୫: ଲୋକ ସଭା ନିର୍ବାଚନ ପାଇଁ ଗୁରୁବାର ୪ ହେଭିଓ୍ବେଟ ନେତା ପ୍ରାର୍ଥିପତ୍ର ଦାଖଲ କରିବେ ବୋଲି ଜଣାପଡିଛି। ଏମାନଙ୍କ ମଧ୍ୟରେ ଅଛନ୍ତି ଭୁବନେଶ୍ୱର ଲୋକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri