କୋଇଲା ବୋଝେଇ ବଗିରେ ନିଆଁ

ସଇଁତଳା, ୨୬ା୫(ଡି.ଏନ.ଏ.)
ବଲାଙ୍ଗୀର ଜିଲା ସଇଁତଳା ରେଳଷ୍ଟେଶନରେ ସୋମବାର ଅପରାହ୍ନରେ ଏକ କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ ଲାଗିଯାଇଥିଲା। ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ଏକ କୋଇଲା ବୋଝେଇ ରେଳଗାଡ଼ି ବଲାଙ୍ଗୀର ପଟରୁ ସଇଁତଳା ଆଡକୁ ସୋମବାର ଅପରାହ୍ନ ପ୍ରାୟ ୨ଟାରେ ଯାଉଥିବା ସମୟରେ ଏକ ୱାଗନରୁ ଧୂଆଁ ବାହାରୁଥିଲା । ଧୂଆଁ ବାହାରୁଥିବା ଦେଖି ଷ୍ଟେଶନ ମାଷ୍ଟର ଗାଡ଼ିକୁ ସଇଁତଳା ଷ୍ଟେଶନରେ ଅଟକାଇ ସ୍ଥାନୀୟ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ନିଆଁ ଲିଭିବା ପରେ ଗାଡ଼ି ଗନ୍ତବ୍ୟସ୍ଥଳକୁ ଯାଇଥିଲା। କେଉଁ କାରଣରୁ ୱାଗନରେ ନିଆଁ ଲାଗିଲା ତାହା ଜଣାପଡ଼ିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ପଲ୍ୟୁଶନ ସାର୍ଟିଫିକେଟକୁ ନେଇ ବଡ଼ ବୟାନ ଦେଲେ ମନ୍ତ୍ରୀ: କହିଲେ ଏଣିକି ଲାଗିବ…

ଭୁବନେଶ୍ୱର, ୨୭।୧୨: ବର୍ତ୍ତମାନ ପ୍ରଦୂଷଣ ପ୍ରମାଣ ପତ୍ର ପାଇଁ ସବୁଠି ଲମ୍ବା ଲାଇନ୍‌। ସରକାର ସମୟ ସୀମା ବୃଦ୍ଧି କରିଥିବା ବେଳେ ପରିବହନ ମନ୍ତ୍ରୀ ବିଭୂତି...

ପାଖେଇ ଆସୁଛି ନୂଆବର୍ଷ, ପୁରୀରେ ଭକ୍ତଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ପ୍ରଶାସନ ନେଲା ବଡ଼ ନିଷ୍ପତ୍ତି

ପୁରୀ,୨୭।୧୨: ଡିସେମ୍ବର ମାସର ଶେଷ ଦିନଗୁଡ଼ିକରେ ପୁରୀ ଜଗନ୍ନାଥ ଧାମରେ ଭକ୍ତଙ୍କ ସଂଖ୍ୟାରେ ତୀବ୍ର ବୃଦ୍ଧି ପରିଲକ୍ଷିତ ହୋଇଛି। ଅଧିକାରୀଙ୍କ ଅନୁଯାୟୀ, ଏହି ବର୍ଦ୍ଧିତ ଭିଡ଼...

ଶ୍ରୀମନ୍ଦିରରେ ମୁଖ୍ୟ ନିର୍ବାଚନ କମିଶନର: ପରିବାର ସହ ମହାପ୍ରଭୁଙ୍କୁ କଲେ ଦର୍ଶନ

ପୁରୀ,୨୭।୧୨: ମୁଖ୍ୟ ନିର୍ବାଚନ କମିଶନ ଜ୍ଞାନେଶ କୁମାର ଶନିବାର ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସହିତ ଆର୍ଶୀବାଦ ଲାଭ କରିଛନ୍ତି । ମୁଖ୍ୟ...

ବନ୍ଧାହେଲେ କୋଟିପତି ଫରେଷ୍ଟର

ଭୁବନେଶ୍ୱର,୨୭।୧୨: କୋରାପୁଟ ଜିଲା ସେମିଳିଗୁଡ଼ା ଫରେଷ୍ଟର ନିରଞ୍ଜନ ଶତପଥୀ ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରିଛି।...

ଜିରୋ ନାଇଟ ସେଲିବ୍ରେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ନିୟୋଜିତ ରହିବେ…

ଭୁବନେଶ୍ୱର,୨୭।୧୨: ଜିରୋ ନାଇଟ ସେଲିବ୍ରେଶନ ପାଇଁ କମିସନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ କମିସନର ସୁରେଶ ଦେବଦତ୍ତ ସିଂ ସୂଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri