ଏଇ ଭାରତରେ

ଆନ୍ଧ୍ରପ୍ରଦେଶ ଅନନ୍ତପୁର ଜିଲାର ମରୁଡ଼ିପ୍ରବଣ ଅଞ୍ଚଳରେ ଭାରତୀୟ ବନ ସେବା ଅଧିକାରୀ(ଆଇଏଫ୍‌ଏସ୍‌) ବିନିତ କୁମାର ଓ ତାଙ୍କ ସ୍ତ୍ରୀ ତଥା ବନ୍ୟପ୍ରାଣୀ ସଂରକ୍ଷକ ରୂପା ଯାଦବ ଜଳାଶୟ ନିର୍ମାଣ କରୁଛନ୍ତି। ଏହି ଦମ୍ପତି ବନ…

ଅପରେସନ୍ ବ୍ଲାକ୍‌ ଫରେଷ୍ଟ-୨: ଅଣ୍ଟା ଭିଡ଼ିଛନ୍ତି ୨ହଜାରରୁ ଊର୍ଦ୍ଧ୍ୱ ଯବାନ

ମାଲକାନଗିରି,୨୦।୨: ମାଓବାଦୀଙ୍କ ବିରୋଧରେ ସୁରକ୍ଷାବଳକୁ ମିଳିଛି ଏକ ବଡ଼ ସଫଳତା। ‘ଅପରେସନ୍ ବ୍ଲାକ୍ ଫରେଷ୍ଟ-୨’ରେ ଟଳିଛନ୍ତି ୫ ଜଣ ଦୁର୍ଦ୍ଦାନ୍ତ ମାଓବାଦୀ। ଛତିଶଗଡ଼ ଓ ତେଲଙ୍ଗାନା ସୀମାନ୍ତ ଜଙ୍ଗଲରେ ଯବାନଙ୍କ ଗୁଳିରେ ନକ୍ସଲ ମୂଳପୋଛ…

ଶବ୍ଦଘାତକର ଯୁଗଯନ୍ତ୍ରଣା

ଡାକବାଜି,, ଡିଜେ, ବାଣ ଆଦି ଶବ୍ଦ ପ୍ରଦୂଷଣ ସୃଷ୍ଟିକାରୀ ଉପାଦାନ ଏବେ କେବଳ ଆଉ ପାର୍ବଣ ପାଳନ ମଧ୍ୟରେ ସୀମିତ ରହିନାହିଁ। ସହର ବଜାରରୁ ଆରମ୍ଭ କରି ପଲ୍ଲୀ ପର୍ଯ୍ୟନ୍ତ ପ୍ରତିଦିନ ଆମ ଶରୀରତନ୍ତ୍ରୀକୁ…

ପ୍ଲାଷ୍ଟିକମୟ ପୃଥିବୀ

ପୃଥିବୀ ସମ ଏକ ସୁନ୍ଦର ଗ୍ରହ ନାହିଁ କହିଲେ ଅତ୍ୟୁକ୍ତି ହେବନାହିଁ, ଯେଉଁଠାରେ ଆମେ ଜନ୍ମ ଗ୍ରହଣ କରି ନିଜକୁ ଭାଗ୍ୟବାନ ମନେକରୁ। କାରଣ ପୃଥିବୀ ଆମକୁ ବଞ୍ଚିବା ପାଇଁ ଉତ୍କୃଷ୍ଟ ପରିବେଶ ପ୍ରଦାନ…

ବିଦ୍ରୋହୀ ରାଜା

୧୯୮୯ରେ ଆମେରିକାରେ ଗ୍ରୀଷ୍ମଋତୁ (ଜୁନ-ଅଗଷ୍ଟ)ରେ ଫ୍ରାନ୍ସିସ ଫୁକୁୟାମା ‘ଇତିହାସର ଶେଷ’ ସିଦ୍ଧାନ୍ତ ଉପସ୍ଥାପନ କରିଥିଲେ। ତାଙ୍କ ଦୃଷ୍ଟିକୋଣରେ ଉଦାରବାଦୀ ଗଣତାନ୍ତ୍ରିକ ପୁଞ୍ଜିବାଦ ବା ପାଶ୍ଚାତ୍ୟ ଉଦାରବାଦ ଗଣତନ୍ତ୍ର ଥିଲା ଶ୍ରେଷ୍ଠ ସାମାଜିକ ବ୍ୟବସ୍ଥା, ଯାହା…

ବିରୋଧୀ ଯେଉଁ ଅପଚେଷ୍ଟା କରୁଛନ୍ତି ସେଥିରେ ବିଫଳ ହେବେ: ମନମୋହନ

ଭୁବନେଶ୍ୱର,୨୦।୨ (ସୁନିତ୍‌ ମିଶ୍ର): ଧାନର ଅଭାବୀ ବିକ୍ରି ନ ହେବା ଏବଂ ଚାଷୀ ତା’ର ଉଚିତ ମୂଲ୍ୟ ପାଇବା ପାଇଁ ଭାଜପା ସବୁବେଳେ ପ୍ରୟାସ କରୁଛି। ଧାନ ଅମଳରେ ଓଡ଼ିଶା ଗୋଟିଏ ସମୟରେ ୧୯…

ଚାଞ୍ଚଲ୍ୟ: ସତସଙ୍ଗ ବିହାର ପାର୍କ ନିକଟରେ ମହିଳାଙ୍କୁ ଖଣ୍ଡାରେ ଆକ୍ରମଣ

ଭୁବନେଶ୍ୱର,୨୦ା୨: ରାଜଧାନୀରେ ପୁଣି ବୁଲିଲା ଖଣ୍ଡା। ଦିନ ଦ୍ୱିପ୍ରହରରେ ଜଣେ ମହିଳାଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ। ଭୁବନେଶ୍ୱର ସତସଙ୍ଗ ବିହାର ପାର୍କ ନିକଟରେ ଘଟିଥିବା ଏହି ରକ୍ତାକ୍ତ ସଂଘର୍ଷ ସାରା ସହରରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର…

ଭିଜିଲାନ୍ସ ଜାଲରେ ଫରେଷ୍ଟର ବାବୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ

ଭବାନୀପାଟଣା,୨୦।୨(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଆଉ ଜଣେ ସରକାରୀ ବାବୁ। କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କ ଘରେ ଶୁକ୍ରବାର ସକାଳୁ ଚଢ଼ାଉ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି…

ଓଡ଼ିଶା ସିଭିଲ୍ ସର୍ଭିସେସ୍ ପରୀକ୍ଷା: ଆବେଦନ ଫର୍ମରେ ଯୋଡ଼ିହେଲା ‘ତୃତୀୟ ଲିଙ୍ଗ’ ବିକଳ୍ପ

ଭୁବନେଶ୍ୱର,୨୦।୨: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ୍ ସର୍ଭିସେସ୍ (OCS) ପରୀକ୍ଷା-୨୦୨୫ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ବର୍ତ୍ତମାନର ଅନଲାଇନ୍ ଆବେଦନ ଫର୍ମରେ ‘ତୃତୀୟ ଲିଙ୍ଗ’ ବିକଳ୍ପକୁ ସାମିଲ କରାଯାଇଛି। ଏ ସମ୍ପର୍କରେ OPSC ପକ୍ଷରୁ ଏକ…

ଆଜି ରାଜ୍ୟ ବଜେଟ: ଓଡ଼ିଶାର ମୁଣ୍ଡ ପିଛା ଆୟ ୯.୨% ବୃଦ୍ଧି

ଭୁବନେଶ୍ୱର,୨୦ା୨(ରବିନାରାୟଣ ଜେନା): ଓଡ଼ିଶାର ଦ୍ରୁତ ଅର୍ଥନୈତିକ ଅଭିବୃଦ୍ଧି ହେଉଛି। ଏଥିଯୋଗୁ ୨୦୨୫-୨୬ (ଅଗ୍ରୀମ ଆକଳନ)ରେ ଓଡ଼ିଶାର ମୁଣ୍ଡପିଛା ଆୟ ୯.୨ ପ୍ରତିଶତ ବୃଦ୍ଧି ପାଇ ୧,୮୬,୭୬୧ ଟଙ୍କାରେ ପହଞ୍ଚିଛି। ଏହି ସମୟରେ ସର୍ବଭାରତୀୟ ସ୍ତରରେ ମୁଣ୍ଡପିଛା ଆୟ ୬.୯ ପ୍ରତିଶତ ବୃଦ୍ଧି…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା ଆରମ୍ଭ କରିବାକୁ ଘୋଷଣା କରିଛନ୍ତି। କମିଶନଙ୍କ ଅନୁଯାୟୀ, ଏହି ପଦକ୍ଷେପ ଚଳିତ ବର୍ଷ…

ବ୍ରିଟିଶ ରାଜ ପରିବାରକୁ ଲଜ୍ଜା, ପୂର୍ବତନ ରାଜକୁମାର ଗିରଫ

ନୂଆଦିଲ୍ଲୀ,୧୯ା୨: ବ୍ରିଟେନର ରାଜା ଚାର୍ଲସଙ୍କ ସାନ ଭାଇ ତଥା ପୂର୍ବତନ ରାଜକୁମାର ଆଣ୍ଡ୍ର୍ୟୁ ମାଉଣ୍ଟବ୍ୟାଟେନ-ୱିଣ୍ଡସର ଗୁରୁବାର ଗିରଫ ହୋଇଛନ୍ତି। ସରକାରୀ ପଦବୀରେ ଥାଇ ଅସଦାଚରଣ ବା କ୍ଷମତାର ଅପବ୍ୟବହାର କରିଥିବା ସନ୍ଦେହରେ ବ୍ରିଟିଶ ପୋଲିସ ତାଙ୍କୁ ହେପାଜତକୁ ନେଇଛି। ଉଲ୍ଲେଖଯୋଗ୍ୟ ଯେ,…

ନୂଆ ଜିଲା ଗଠନ ପାଇଁ ସରକାର ପ୍ରସ୍ତୁତ: ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୧୯ା୨: ଓଡ଼ିଶାରେ ନୂତନ ଜିଲା ଗଠନ ନେଇ ଚାଲିଥିବା ଦୀର୍ଘ ଦିନର ଅପେକ୍ଷା ଶେଷ ହେବାକୁ ଯାଉଛି। ୨୦୨୬-୨୭ ଆର୍ଥିକ ବର୍ଷରେ ରାଜ୍ୟରେ ନୂଆ ଜିଲା ଗଠନ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ସରକାର ଆନୁଷ୍ଠାନିକ ଭାବେ ପ୍ରସ୍ତାବ ଆହ୍ୱାନ କରିଛନ୍ତି।…

ଓଡ଼ିଶା ବିଧାନସଭା ଅଧିବେଶନ, ସୁନା ଖଣି ଚର୍ଚ୍ଚା

ଭୁବନେଶ୍ୱର,୧୯।୨: ଓଡ଼ିଶା ବିଧାନସଭାର ଚଳିତ ବଜେଟ୍ ଅଧିବେଶନରେ ପୁଣିଥରେ ରାଜ୍ୟର ସୁନା ଖଣି ପ୍ରସଙ୍ଗ ଚର୍ଚ୍ଚାର ବିଷୟ ପାଲଟିଛି। ଗୁରୁବାର ଗୃହରେ ବଡମ୍ବା ବିଧାୟକ ବିଜୟ କୁମାର ଦଳବେହେରାଙ୍କ ଏକ ପ୍ରଶ୍ନର ଉତ୍ତର ରଖି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି…

ନିର୍ବାଚନ ପୂର୍ବରୁ ‘ଫ୍ରିବିଜ୍, ରାଜ୍ୟଗୁଡ଼ିକୁ ଭତ୍ସନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୯।୨: ଦେଶରେ ବଢୁଥିବା ‘ମାଗଣା ରାଜନୀତି’ ବା ଫ୍ରିବିଜ୍ ସଂସ୍କୃତିକୁ ନେଇ ସୁପ୍ରିମକୋର୍ଟ କଡା ଟିପ୍ପଣୀ କରିଛନ୍ତି। ନିର୍ବାଚନ ଜିତିବା ପାଇଁ ରାଜ୍ୟ ସରକାରମାନେ ଘୋଷଣା କରୁଥିବା ମାଗଣା ସୁବିଧା ଦେଶର ବିକାଶରେ ବାଧା ସୃଷ୍ଟି କରୁଥିବା କହିଛନ୍ତି ସର୍ବୋଚ୍ଚ ଅଦାଲତ।…

AI ହେଉଛି ଭବିଷ୍ୟତ: MANAV ଭିଜନ୍‌ ଉପସ୍ଥାପନ କଲେ ମୋଦି

ନୂଆଦିଲ୍ଲୀ,୧୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ ମଣ୍ଡପମରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬କୁ ସମ୍ବୋଧିତ କରିଛନ୍ତି। ସେ ଏହି ସମିଟକୁ ବିଶ୍ୱର ସର୍ବବୃହତ ଏବଂ ଐତିହାସିକ AI ସମିଟ ମଧ୍ୟରୁ ଗୋଟିଏ ବୋଲି ବର୍ଣ୍ଣନା କରି ୧.୪ ବିଲିୟନ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧୯ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୩ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୨ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଫେବୃଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri