ଚାଷୀଙ୍କ ଘରୁ ୧୦ ଫୁଟ୍‌ ଅହିରାଜ ଉଦ୍ଧାର

ରଣପୁର,୨୭।୫(ସ୍ବ.ପ୍ର)-ନୟାଗଡ ଜିଲା ରଣପୁର ବ୍ଲକ ଦର୍ପନାରାୟଣପୁର କାକଲମା ଗ୍ରାମର ଚାଷୀ ରମେଶ ପ୍ରଧାନଙ୍କ ଘରୁ ବୁଧବାର ଏକ ୧୦ ଫୁଟ ଅହିରାଜ ସାପ ଉଦ୍ଧାର କରାଯାଇଛି। ଭୋର ୪ ଟାରେ ରମେଶଙ୍କ ରୋଷେଇ ଘର ମଞ୍ଚା ଉପରେ ଅହିରାଜଟି ଏକ ଗୋଧିକୁ କାମୁଡି ଧରିଥିଲା। ରମେଶ ଓ ତାଙ୍କ ପତ୍ନୀ ଏହାଦେଖି ଭୟଭୀତ ହୋଇ ପଡ଼ିଥିଲେ। ଏହାପରେ ରମେଶ ସ୍ନେକ ହେଲ୍ପ ଲାଇନର ସଦସ୍ୟ ଅଜୟ କୁମାର ଦାସଙ୍କୁ ସୂଚନା ଦେଇଥିଲେ। ଖବରପାଇ ସ୍ନେକ ହେଲ୍ପ ଲାଇନ ସଦସ୍ୟ ଅଜୟ କୁମାର ଦାସ ଓ ତାଙ୍କ ସହଯୋଗୀ ପହଞ୍ଚି ସାପଟିକୁ ଉଦ୍ଧାର କରି ନିକଟସ୍ଥ ଜଙ୍ଗଲରେ ଛାଡି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…

ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଘର ଗ୍ରିଲ୍‌ ଭାଙ୍ଗି ଲୁଟିନେଲେ ସାଢ଼େ ୩ ଲକ୍ଷ ଟଙ୍କା ସହ ସୁନାଗହଣା, ଡକାୟତଙ୍କ ଆକ୍ରମଣରେ ଦମ୍ପତି ଆହତ

ନୟାଗଡ,୨।୧୨(ଲୋକନାଥ ମିଶ୍ର): ଜଦୁପୁରରେ ଡକାୟତି । ନୟାଗଡ ସଦର ଥାନା ଯଦୁପୁର ଗାଁ ର କାଳିଆ ପାତ୍ରଙ୍କ ଘରେ ଲୁଟ୍‌ ହୋଇଛି। ଆଠଜଣ ଡକାୟତ ସୋମବାର...

ନୟାଗଡ଼ରେ ବନ୍ଧୁକ ତିଆରି କାରଖାନା ଠାବ

ନୟାଗଡ଼,୩୦ା୧୧: ନୟାଗଡ଼ରେ ଦେଶୀ ବନ୍ଧୁକ ତିଆରି କାରଖାନା ଠାବ ହୋଇଥିବାବେଳେ ୨ ଜଣଙ୍କୁ ଗିରଫ କରାଯାଇଛି। ଜିଲାର ଶରଣକୁଳ ଥାନା ଗୋଡ଼ିପଡ଼ାରେ ଏହି ବନ୍ଧୁକ ତିଆରି...

ବନବିଭାଗ ଘଉଡାଇବା ବେଳେ ଅଘଟଣ: କୂଅରେ ପଡ଼ି ଚାଲିଗଲା ହାତୀଛୁଆର ଜୀବନ                   

ନୟାଗଡ଼/ରଣପୁର,୨୩।୧୧(ଲୋକନାଥ ମିଶ୍ର/ ସୁକାନ୍ତ କିଶୋର ଡାକୁଆ):ଖୋର୍ଦ୍ଧା ବନଖଣ୍ଡ ନୟାଗ ଜିଲା ରଣପୁର ବନାଞ୍ଚଳ ପାତେଳେଶ୍ୱର ଗ୍ରାମ ନିକଟସ୍ଥ କାଜୁ ଜଙ୍ଗଲରେ ଥିବା ପରିତ୍ୟକ୍ତ କୂଅରେ ପଡି...

ଜେଲ ଗଲେ ବିଜେଡି ନେତା: କରୁଥିଲେ ଏହି କାମ

ନୟାଗଡ଼/ ରଣପୁର, ୧୫।୧୧ (ଲୋକନାଥ ମିଶ୍ର/ ସୁକାନ୍ତ କିଶୋର ଡାକୁଆ):ବେକାର ଯୁବକମାନଙ୍କୁ ବିଭିନ୍ନ ସରକାରୀ ସଂସ୍ଥାରେ ଚାକିରି କରାଇଦେବା କହି ଲକ୍ଷାଧିକ ଟଙ୍କା ଠକି ନେଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri