CORONAVIRUS UPDATE: ବରଗଡ଼ରେ ଦ୍ବିତୀୟ କରୋନା ପଜିଟିଭ୍‌ ଚିହ୍ନଟ

ବରଗଡ଼ ଅଫିସ, ୨୮।୫: ବରଗଡ଼ ଜିଲାରେ ଗୁରୁବାର ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ବରପାଲି ବ୍ଲକ ଅଞ୍ଚଳର ୪୦ବର୍ଷୀୟ ପୁରୁଷ ଏବଂ ସେ ମହାରାଷ୍ଟ୍ର ଫେରନ୍ତା ବୋଲି ଜଣାପଡ଼ିଛି। ଏନେଇ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ଟୁଇଟ କରି ସୂଚନା ଦେଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ରେ ପହଞ୍ଚିଛି। ଏହା ପୂର୍ବରୁ ବରଗଡ ପୌର ପରିଷଦ ଅନ୍ତର୍ଗତ ୱାର୍ଡ ନଂ-୧୪ରେ ଅନ୍ୟଜଣେ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ସେ ରାଉରକେଲାର ହାଇଟେକ୍‌ କୋଭିଡ ହସ୍ପିଟାଲରେ ଚିକିତ୍ସାଧିନ ଥିବା ବେଳେ ବରପାଲିରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କୁ ମଧ୍ୟ ସେଠାକୁ ପଠାଇ ଦିଆଯାଇଥିବା ନେଇ ଜିଲାପାଳଙ୍କ ପକ୍ଷରୁ ସୂଚନା ମିଳିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍

ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri