CORONAVIRUS UPDATE: ଆଉ ୯୦ ହେଲେ ସୁସ୍ଥ

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଆଉ ୯୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୯୭୭ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ସୁସ୍ଥ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଜଗତ୍‌ସିଂହପୁର ଜିଲାର ସର୍ବାଧିକ ୨୩ଜଣ ରହିଛନ୍ତି। ସେହିପରି ଯାଜପୁର ୨୨, ଭଦ୍ରକ ୨୧, ଗଞ୍ଜାମ ୧୫, କଟକ ୩, ସମ୍ବଲପୁର-ଖୋର୍ଦ୍ଧା ୨, ବାଲେଶ୍ୱର-ନୟାଗଡ଼ରୁ ଜଣେ ଲେଖାଏ ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏତେ କୋଟି ଟଙ୍କାର ମାଲିକାଣୀ ସୋଫିଆ ଫିର୍ଦ୍ଦୋସ

ଭୁବନେଶ୍ୱର,୪।୫: କଟକ-ବାରବାଟୀ ଆସନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ସୋଫିଆ ଫିର୍ଦ୍ଦୋସ। ସେ କଟକ-ବାରବାଟୀର ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ଅଟନ୍ତି। ତେବେ ସେ...

୩୭ ଏମ୍‌ପି ପ୍ରାର୍ଥୀରୁ ୧୭ କୋଟିପତି, କଳାହାଣ୍ଡି ଲୋକ ସଭା ପ୍ରାର୍ଥୀ ମାଳବିକା ସବୁଠୁ ଧନୀ

ଭୁବନେଶ୍ୱର,୪।୫: ପ୍ରଥମ ପର୍ଯ୍ୟାୟ ଭୋଟ ନେଇ ଏଡିଆର ଓ ଓଡ଼ିଶା ଇଲେକ୍ସନ ୱାଚର ରିପୋର୍ଟ ପ୍ରକାଶ ପାଇଛି। ୪ ସଂସଦୀୟ କ୍ଷେତ୍ରରେ ୩୭ ପ୍ରାର୍ଥୀ, ୭...

ସୁଚରିତା ଟିକେଟ୍‌ ଫେରାଇବା ନେଇ ଅଜୟ କୁମାରଙ୍କ ବଡ଼ ବୟାନ, କହିଲେ…

ଭୁବନେଶ୍ୱର,୪।୫: ପୁରୀ ଲୋକ ସଭା ପ୍ରାର୍ଥୀ ସୁଚରିତା ମହାନ୍ତି ଟିକେଟ୍‌ ଫେରାଇବା ନେଇ ଅଜୟ କୁମାରଙ୍କ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ପ୍ରାର୍ଥୀ ବଦଳାଇବା...

ପ୍ରଥମ ପର୍ଯ୍ୟାୟ ଭୋଟ ନେଇ ଆସିଲା ଏଡିଆର ରିପୋର୍ଟ: ଦଶମ ପାସ୍‌ କରି ନାହାନ୍ତି ୩ ପ୍ରାର୍ଥୀ

ଭୁବନେଶ୍ୱର,୪।୫: ପ୍ରଥମ ପର୍ଯ୍ୟାୟ ଭୋଟ ନେଇ ଏଡିଆର ଓ ଓଡ଼ିଶା ଇଲେକ୍ସନ ୱାଚର ରିପୋର୍ଟ ପ୍ରକାଶ ପାଇଛି। ୪ ସଂସଦୀୟ କ୍ଷେତ୍ରରେ ୩୭ ପ୍ରାର୍ଥୀ, ୭...

ସରପଞ୍ଚଙ୍କ ପରିବାରରେ ୩ ଶ୍ରମିକ

ନାଉଗାଁ,୪ା୫(ସୁଧା ବେହୁରା) ଶ୍ରମିକମାନଙ୍କୁ ଦାଦନ ଖଟିବାରେ ରୋକ ଲଗାଇବା ସହ ନିଜ ଅଞ୍ଚଳରେ କାର୍ଯ୍ୟ ଯୋଗାଇ ଦେବାର ଲକ୍ଷ୍ୟ ନେଇ କେନ୍ଦ୍ର ସରକାରଙ୍କ ତରଫରୁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌...

କୋରାପୁଟରେ ନିର୍ବାଚନ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ: ବିରୋଧୀଙ୍କୁ ଟାର୍ଗେଟ୍‌

କୋରାପୁଟ,୪।୫(ଅମିତାଭ ବେହେରା)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର କୋରାପୁଟରେ ପହଞ୍ଚି ନିର୍ବାଚନ ପ୍ରଚାର କରିଛନ୍ତି। କୋରାପୁଟ ଓଏମ୍‌ପି ପଡ଼ିଆରେ ଆୟୋଜିତ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଓଡ଼ିଶାର...

ପୁଣି ଦଳ ଡେଇଁଲେ ଦେବାଶିଷ, ଭାଜପା ଛାଡ଼ି କଂଗ୍ରେସରେ ହେଲେ ସାମିଲ

ଭୁବନେଶ୍ୱର,୪।୫: ୨୪ ଘଣ୍ଟାରେ ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା। ଉପକୂଳ ସମେତ କିଛି ସ୍ଥାନରେ କାଳବୈଶାଖୀ ହେବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା...

୨୪ ଘଣ୍ଟାରେ ରାଜ୍ୟରେ କାଳବୈଶାଖୀ ବର୍ଷା!, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୪।୫: ୨୪ ଘଣ୍ଟାରେ ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା। ଉପକୂଳ ସମେତ କିଛି ସ୍ଥାନରେ କାଳବୈଶାଖୀ ହେବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri