ସୁନ୍ଦରଗଡ଼, ୩୦।୫(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ଟାଙ୍ଗରପାଲି ବ୍ଲକ ଅନ୍ତର୍ଗତ ମଙ୍ଗସପୁର ସଂଗରୋଧ କେନ୍ଦ୍ରରେ ୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ପରେ ସେହି ଗ୍ରାମକୁ ସଟ୍ ଡାଉନ୍ ଘୋଷଣା କରାଯାଇଛି। ମଂଗସପୁର ସରପଞ୍ଚ ବାବୁଲାଲ ମାଝୀ ଶନିବାର ଏହି ଘୋଷଣା କରିଥିବା ସୂଚନା ମିଳିଛି।
ସୁନ୍ଦରଗଡ଼, ୩୦।୫(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ଟାଙ୍ଗରପାଲି ବ୍ଲକ ଅନ୍ତର୍ଗତ ମଙ୍ଗସପୁର ସଂଗରୋଧ କେନ୍ଦ୍ରରେ ୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ପରେ ସେହି ଗ୍ରାମକୁ ସଟ୍ ଡାଉନ୍ ଘୋଷଣା କରାଯାଇଛି। ମଂଗସପୁର ସରପଞ୍ଚ ବାବୁଲାଲ ମାଝୀ ଶନିବାର ଏହି ଘୋଷଣା କରିଥିବା ସୂଚନା ମିଳିଛି।
ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...
ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...
ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...
କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...
ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...
କର୍ଲାମୁଣ୍ଡା,୨୫।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡ଼ବରାଠାରେ ପରିତ୍ୟକ୍ତ ଅବସ୍ଥାରେ ରହିଛି ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ। ସରକାର ୧୯୮୮ ମସିହାରେ ଏହି ଚିକିତ୍ସାଳୟ...
ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...
ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ରେ ତୁଳସୀ ପୂଜନ ଉତ୍ସବ ପାଈଁ ଅଞ୍ଚଳ ଉତ୍ସବ ମୁଖର ହୋଇଛି। ଏହି...
