କରୋନା ଯୁଦ୍ଧରେ ସହଯୋଗର ହାତ ବଢାଇଥିଲେ ଇର୍ଫାନ !

ମୁମ୍ବାଇ: ବଲିଉଡ୍‌ର ନାମୀଦାମୀ କଳାକାର ଭିତରେ ଇର୍ଫାନ ଖାଁଙ୍କ ନାଁ ଥିଲା ଅନ୍ୟତମ। ଏପ୍ରିଏ ୨୯, ୨୦୨୦ରେ ତାଙ୍କର ପରଲୋକ ହୋଇଥିଲେ ମଧ୍ୟ ଏବେବି ସେ ଦର୍ଶକଙ୍କ ନିକଟରେ ଅଭୁଲା ହୋଇ ରହିଛନ୍ତି। କ୍ୟାନସରରେ ପୀଡ଼ିତ ଥାଇ ଖୁବ୍‌ କମ୍‌ ବୟସରେ ମୃତ୍ୟୁକୁ ଆପଣାଇ ନେଇଥିଲେ ଏହି କଳାକାର। ଏବେ କିନ୍ତୁ ତାଙ୍କର ଜଣେ ବନ୍ଧୁ କହିଛନ୍ତି ଶେଷ ସମୟରେ ସେ କରୋନା ଯୁଦ୍ଧରେ ସହଯୋଗର ହାତ ବଢାଇଛନ୍ତି। ସେ ଏଥିପାଇଁ ଆର୍ଥିକ ସହାୟତା କରିଥିଲେ ମଧ୍ୟ ଏକଥା କେଉଁଠି ପ୍ରକାଶ କରିବାକୁ ସମସ୍ତଙ୍କୁ ବାରଣ କରିଥିଲେ। ହେଲେ ତାଙ୍କ ବନ୍ଧୁ ଜିଲାଉଲ୍ଲାହ କହିଛନ୍ତି ଏହା ଇର୍ଫାନଙ୍କ ମହତ କାମ ହୋଇଥିବାରୁ ମୁଁ ଏହାକୁ ଲୋକ ଲୋଚନକୁ ଆଣିବାକୁ ଚେଷ୍ଟା କରିଛି। ଯଦି ସେ ବଞ୍ଚିଥାଆନ୍ତେ ତେବେ ସେ ଏହା କାହାକୁ ହୁଏତ କହି ନ ଥାଆନ୍ତେ। କିନ୍ତୁ ତାଙ୍କର ମୃତ୍ୟୁ ପରେ ଏହା କହିବା ଠିକ ହେବ ଭାବି ସେ ଇର୍ଫାନଙ୍କ ବଦାନ୍ୟତା କଥା ପ୍ରକାଶ କରି ଇର୍ଫାନଙ୍କୁ କ୍ଷମା ମାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଲାହୋର ୧୯୪୭’ରେ ସନ୍ନି ଦେଓଲ

ମୁମ୍ବାଇ: ‘ଗଦର ୨’ର ସଫଳତା ପରେ ସନ୍ନି ଦେଓଲ ଆଉ ଏକ ଦମଦାର ଚଳଚ୍ଚିତ୍ର ‘ଲାହୋର ୧୯୪୭’ସହିତ ପୁଣି ଥରେ ପରଦାକୁ ଆସୁଛନ୍ତି। ଏହା ସଂପୂର୍ଣ୍ଣ...

କଙ୍ଗନାଙ୍କୁ ରାଖୀଙ୍କ ଖୋଲା ଚ୍ୟାଲେଞ୍ଜ

ବମ୍ବେ: ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି ଡ୍ରାମା କୁଇନ୍‌ ରାଖୀ ସାଓ୍ବନ୍ତ। ସର୍ବଦା କିଛି ନା କିଛି କାରଣକୁ ନେଇ ବିବାଦରେ ରହୁଥିବା...

ବାପା ହେଲେ ଏହି ବଲିଉଡ୍‌ ଅଭିନେତା

ବମ୍ବେ: ପୁଣିଥରେ ବାପା ହୋଇଛନ୍ତି ବଲିଉଡ୍‌ ଅଭିନେତା ହରମନ ବାବେଜା। ତାଙ୍କ ଘରକୁ ଏକ କୁନି ରାଜକୁମାରୀ ଆସିଛନ୍ତି। ମାର୍ଚ୍ଚରେ ଅଭିନେତା ବାପା ହୋଇଥିଲେ ହେଁ...

ସଲମାନଙ୍କ ଘର ଉପରକୁ ଗୁଳିମାଡ଼ କରିଥିବା ଅଭିଯୁକ୍ତଙ୍କ ଆତ୍ମହତ୍ୟା

ମୁମ୍ବାଇ,୧ା୫: ବି’ ଟାଉନ୍‌ର ଭାଇଜାନ ସଲମାନ ଖାନଙ୍କ ଘର ଉପରକୁ ଗୁଳିମାଡ଼ ଘଟଣାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ସଲମାନଙ୍କ ଗାଲାକ୍ସି ଆପାର୍ଟମେଣ୍ଟ ବାହାରେ...

ଋଷିଙ୍କୁ ମନେପକାଇଲେ ନୀତୁ

ମୁମ୍ବାଇ: ଅଭିନେତା ଋଷି କପୁରଙ୍କ ଚତୁର୍ଥ ଶ୍ରାଦ୍ଧବାର୍ଷିକୀ ମଙ୍ଗଳବାର ପାଳିତ ହୋଇଯାଇଛି। ବଲିଉଡ୍‌ ଇଣ୍ଡଷ୍ଟ୍ରିର ଏହି ଭେଟେରାନ ଅଭିନେତାଙ୍କର ଦେହାନ୍ତ ହେବାରେ ଇତି ମଧ୍ୟରେ ୪...

ଏହି ଯୁବ କ୍ରିକେଟରଙ୍କୁ ନେଇ ମନର କଥା କହିଲେ ଶାହାରୁଖ

ମୁମ୍ବାଇ,୩୦।୪: କୋଲକାତା ନାଇଟ ରାଇଡର୍ସ ମାଲିକ ଶାହରୁଖ ଖାନ ଆସନ୍ତା ଟି -୨୦ ବିଶ୍ୱକପରେ ତାଙ୍କ ଦଳର ଆକ୍ରମଣାତ୍ମକ ବ୍ୟାଟ୍ସମ୍ୟାନ ରିଙ୍କୁ ସିଂଙ୍କୁ ଭାରତୀୟ ଦଳରେ...

ପୁଅ ଅଭ୍ୟାନଙ୍କ ସହ ୱାର୍କଆଉଟ୍‌ କଲେ ଦିୟା

ମୁମ୍ବାଇ: ବଲିଉଡ୍‌ର ଷ୍ଟାର୍‌ ଅଭିନେତ୍ରୀମାନଙ୍କ ମଧ୍ୟରୁ ଦିୟା ମିର୍ଜା ଅନ୍ୟତମ। ସେ ନିଜର ନିଖୁଣ ଅଭିନୟ ଦ୍ୱାରା ବହୁବାର ଦର୍ଶକଙ୍କ ପ୍ରଶଂସା ସାଉଁଟିବାରେ ସଫଳ ହୋଇଛନ୍ତି। ମିସ୍‌...

ଫସିଗଲେ ଅଭିନେତା ସାହିଲ

ମୁମ୍ବାଇ,୨୮।୪: ମହାଦେବ ଅନଲାଇନ ବେଟିଂ ଆପ ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମୁମ୍ବାଇ ପୋଲିସ ବର୍ତ୍ତମାନ ଠକେଇ ଏବଂ ଜୁଆର ବିଭିନ୍ନ ବିଭାଗରେ ଆପର ପ୍ରମୋଟରଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri