Posted inଜାତୀୟ

ଆର୍‌ପିଆଇ ନେତାଙ୍କ ଫାର୍ମହାଉସରେ ଗୁଳିକାଣ୍ଡ

ନୂଆଦିଲ୍ଲୀ,୧ା୬(ପି.ଟି.): ରିପବ୍ଲିକ ପାର୍ଟି ଅଫ୍‌ ଇଣ୍ଡିଆ (ଆର୍‌ପିଆଇ) ନେତା ସମିମ୍‌ ସୈଫ୍‌ଙ୍କ ଦିଲ୍ଲୀ ଫାର୍ମହାଉସ୍‌ରେ ରବିବାର ସକାଳେ ଜଣେ ଅଜ୍ଞାତ ବ୍ୟକ୍ତି ତାଙ୍କ ସୁରକ୍ଷା କର୍ମୀଙ୍କୁ ଗୁଳି କରିଛନ୍ତି। ଗୁରୁତର ଅବସ୍ଥାରେ ସୁରକ୍ଷା କର୍ମୀ ହରିନାଥଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅଜ୍ଞାତ ବ୍ୟକ୍ତି ଜଣକ ଫାର୍ମ ହାଉସରେ ପ୍ରବେଶ କରିବାକୁ ଉଦ୍ୟମ କଲାବେଳେ ସୁରକ୍ଷା କର୍ମୀ ଅଟକାଇବାରୁ ସେ ୫ ରାଉଣ୍ଡ ଗୁଳି ଚଳାଇଥିଲେ। ଫଳରେ ଉକ୍ତ ଅଞ୍ଚଳରେ ଆତଙ୍କ ଖେଳିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏୟାର ଇଣ୍ଡିଆ ୭୮ ଉଡ଼ାଣ ରଦ୍ଦ: ସମୂହ ଛୁଟିରେ ଗଲେ ୩୦୦ ବରିଷ୍ଠ କର୍ମଚାରୀ

ନୂଆଦିଲ୍ଲୀ,୮।୫: ଏୟାର ଇଣ୍ଡିଆ ଏକ୍ସପ୍ରେସର ୭୮ଟି ଜାତୀୟ ତଥା ଅନ୍ତର୍ଜାତୀୟ ବିମାନ ଉଡ଼ାଣ ବାତିଲ କରାଯାଇଛି। ଏହାର କାରଣ ହେଉଛି ଏୟାର ଇଣ୍ଡିଆର ୩୦୦ ବରିଷ୍ଠ...

ମନ୍ତ୍ରୀଙ୍କ ସଚିବ ଗିରଫ: ସହାୟକଙ୍କ ଘରୁ ମିଳିଥିଲା ବିଡ଼ା ବିଡ଼ା ଟଙ୍କା

ରାଞ୍ଚତ୍,୮।୫:ଝାଡ଼ଖଣ୍ଡର ଗ୍ରାମାଞ୍ଚଳ ବିକାଶ ମନ୍ତ୍ରୀ ଆଲମଗିର ଆଲାମଙ୍କ ବ୍ୟକ୍ତିଗତ ସଚିବ ସଞ୍ଜୀବ ଲାଲ୍‌ଙ୍କ ଘରୋଇ ସହାୟକ ଜାହାଙ୍ଗୀର ଆଲାମଙ୍କ ଘରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସୋମବାର...

ଓ୍ବେଷ୍ଟ ନାଇଲ୍‌ ଜ୍ୱର ଆତଙ୍କ: କେରଳରେ ହାଇଆଲର୍ଟ

କୋଝିକୋଡ୍‌,୮ା୫:କେରଳରେ ଓ୍ବେଷ୍ଟ ନାଇଲ୍‌ ଜ୍ୱର ଆତଙ୍କ ଖେଳାଇଛି। ଏହି ଜ୍ୱରରେ ମାଲାପ୍ପୁରମ୍‌, କୋଝିକୋଡ୍‌ ଏବଂ ଥ୍ରିଶୁର ଜିଲାର ୧୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ଏହି ରୋଗରେ...

୮୦୦ କୋଟିର ଦୁର୍ନୀତିରେ ଖାର୍ଗେଙ୍କ ଜ୍ୱାଇଁ

ବେଙ୍ଗାଲୁରୁ, ୮।୫: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ଜ୍ୱାଇଁ ତଥା ଗୁଲବର୍ଗା ଆସନରୁ ଦଳୀୟ ପ୍ରାର୍ଥୀ ରାଧାକୃଷ୍ଣ ଡୋଡ୍ଡାମଣିଙ୍କ ସମେତ ୫ ଜଣଙ୍କ ବିରୋଧରେ ଏକ...

୯୩ ଆସନରେ ୬୨% ମତଦାନ

ନୂଆଦିଲ୍ଲୀ,୮ା୫: ତୃତୀୟ ପର୍ଯ୍ୟାୟରେ ମଙ୍ଗଳବାର ୧୦ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୯୩ଟି ଲୋକ ସଭା ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ମତଦାନ ହାର...

‘ସ୍ବାମୀ, ଶାଶୂଘର ଲୋକଙ୍କୁ ହଇରାଣ କରିବାକୁ ପୋଲିସର ଉପଯୋଗ କରିପାରିବେ ନାହିଁ ମହିଳା’

ନୂଆଦିଲ୍ଲୀ,୭ା୫: ସ୍ବାମୀ ଓ ଶାଶୂଘର ଲୋକଙ୍କୁ ହଇରାଣ କରିବା ପାଇଁ ବିବାହିତ ମହିଳା ପୋଲିସ କଳର ଉପଯୋଗ କରିପାରିବେ ନାହିଁ ବୋଲି ସୁପ୍ରିମକୋର୍ଟ ରାୟ ଦେଇଛନ୍ତି।...

ଭାଜପାକୁ ଝଟ୍‌କା, ଦଳର ପୋଷ୍ଟ ହଟାଇବାକୁ ଏକ୍ସକୁ ନିର୍ଦ୍ଦେଶ ଦେଲେ ନିର୍ବାଚନ କମିଶନର

ନୂଆଦିଲ୍ଲୀ,୭।୫: ନିର୍ବାଚନ ସମୟରେ ଆପତ୍ତିଜନକ ପୋଷ୍ଟ କରିଥିବା ଭାଜପାକୁ ଲାଗିଛି ଶକ୍ତ ଝଟକା। କଂଗ୍ରେସ ସମ୍ପର୍କରେ ଆପତ୍ତିଜନକ ଭିଡିଓ କରି ନିର୍ବାଚନ କମିଶନରଙ୍କ ରୋଷର ଶିକାର...

‘ଭାଜପା-ମୋଦିଙ୍କ ନୀତି ଭେଦଭାବପୂର୍ଣ୍ଣ, ଶକ୍ତିଶାଳୀ ଭାରତ ଗଠନ ଲାଗି କଂଗ୍ରେସକୁ ଭୋଟ ଦିଅନ୍ତୁ’

ନୂଆଦିଲ୍ଲୀ,୭।୫: ଲୋକ ସଭା ନିର୍ବାଚନ ପାଇଁ ତୃତୀୟ ପର୍ଯ୍ୟାୟ ଭୋଟ୍‌ଗ୍ରହଣ ମଧ୍ୟରେ ପୂର୍ବତନ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ଦେଶବାସୀଙ୍କ ପାଇଁ ଏକ ଭିଡିଓ ବାର୍ତ୍ତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri