ସରକାରୀ କାର୍ଯ୍ୟାଳୟରେ ଲାଗିଲା ୟୁଭିସି ମେଶିନ

ବ୍ରହ୍ମପୁର ଅଫିସ,୧ା୬-ଇଲୋକ୍ଟ୍ରୋନିକ୍‌ ଉପକରଣ ତଥା ସାନିଟାଇଜର ଦ୍ୱାରା ବିଶୋଧିତ କରାଯାଇ ପାରୁ ନ ଥିବା ସାମଗ୍ରୀକୁ ବିଶୋଧିତ କରିବା ନେଇ ବ୍ରହ୍ମପୁର ସରକାରୀ ଆଇଟିଆଇ ପକ୍ଷରୁ ନିର୍ମିତ ୟୁଭିସି(ଅଲଟ୍ରା ଭାଇଲେଟ୍‌ ଚାମ୍ବର) ସାନିଟାଇଜର ମେଶିନ ସୋମବାର ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟାଳୟରେ ସ୍ଥାପିତ ହୋଇଛି ା ପ୍ରଥମ ପର୍ଯ୍ୟାୟରେ ମୁଖ୍ୟ ଶାସନ ସଚିବଙ୍କ ସମ୍ମିଳନୀ କକ୍ଷ, ଓଡିଶା ଦକ୍ଷତା ବିକାଶ ପ୍ରାଧିକରଣ (ଓଏସ୍‌ଡିଏ) ଚେୟାରମ୍ୟାନଙ୍କ କାର୍ଯ୍ୟାଳୟ ଓ ଦକ୍ଷତା ବିକାଶ ବିଭାଗ କାର୍ଯ୍ୟାଳୟରେ ୟୁଭିସି ସାନିଟାଇଜର ମେଶିନ ସ୍ଥାପନ କରାଯାଇଥିବା ଅନୁଷ୍ଠାନର ଅଧ୍ୟକ୍ଷ ସୂଚନା ଦେଇଛନ୍ତି ା କରୋନା ମୁକାବିଲା ପାଇଁ ଏଭଳି ଉଦ୍‌ଦ୍ଭାବନକୁ ଓଏସ୍‌ଡିଏ ଅଧ୍ୟକ୍ଷ ସୁବ୍ରତୋ ବାଗ୍‌ଚୀ, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ପ୍ରଶଂସା କରିଛନ୍ତି ା
ସୂଚନାଯୋଗ୍ୟ, କୋଭିଡ୍‌-୧୯ କ୍ଷେତ୍ରରେ କାର୍ଯ୍ୟରତ ସ୍ବାସ୍ଥ୍ୟ କର୍ମୀ, ଡାକ୍ତରଙ୍କ ସମେତ ସମସ୍ତ କରୋନା ଯୋଦ୍ଧାଙ୍କ ଦ୍ୱାରା ବ୍ୟବହୃତ ଇଲୋକ୍ଟ୍ରୋନିକ୍ସ ଉପକରଣ, ପିପିଇ ତଥା ସାନିଟାଇଜର ଦ୍ୱାରା ବିଶୋଧିତ କରାଯାଇପାରୁ ନ ଥିବା ସାମଗ୍ରୀକୁ ବିଶୋଧନ କରିବା ଉଦ୍ଦେଶ୍ୟ ନେଇ ବ୍ରହ୍ମପୁର ଆଇଟିଆଇ ପକ୍ଷରୁ ୟୁଭିସି ସାନିଟାଇଜର ମେଶିନ ନିର୍ମାଣ କରାଯାଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ; ୨ ଅଭିଯୁକ୍ତ କୋର୍ଟ ଚାଲାଣ

ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି।...

ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ, ଦୁର୍ଘଟଣା ହୋଇ ରାସ୍ତାରେ ପଡିଥିବା ବାପା-ପୁଅଙ୍କୁ…

ଛତ୍ରପୁର,୧୧।୧୨ (ଦିଲ୍ଲୀପ ସାମଲ ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ। ଦୁର୍ଘଟଣାରେ ଆହତ ହୋଇଥିବା ବିଧାୟକ ବାପା ପୁଅଙ୍କୁ ମେଡିକାଲ ପଠାଇଛନ୍ତି। ଏଭଳି ଏକ ଦୃଶ୍ୟ...

ସଙ୍କୁଚିତ ହେଉଛି ଉପଜିଲାପାଳ-ଆରଡିସିଙ୍କ କ୍ଷମତା, ଗଞ୍ଜାମ ଜଲାକୁ ୪ ଜିଲା ପାଇଁ ଉଠିଲା ଦାବି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାକୁ ଭାଗଭାଗ କରି ୪ଟି ଜିଲା ଘୋଷଣା କରାଯାଉ। ଉପଜିଲାପାଳ ଏବଂ ଆରଡିସିଙ୍କ କ୍ଷମତା ଦିନକୁ ଦିନ ସରକାର ସଙ୍କୁଚିତ କରୁଛନ୍ତି।...

ପ୍ରଶାସନ ସାଜିଛି ନୀରବଦ୍ରଷ୍ଟା: ନକଲି ଜମି ମାଲିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ କେବେ?

ପୁରୁଷୋତ୍ତମପୁର,୧୧।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବରେଜିଷ୍ଟର ଅଫିସରେ ଜମି ଦୁର୍ନିତିର ପର୍ଦ୍ଦାପାଶ ହୋଇଛି। ଜମିର ପ୍ରକୃତ ମାଲିକ ମୃତ୍ୟୁବରଣ କରିଥିବା ସତ୍ତ୍ବେ ଅନ୍ୟ ଜଣେ...

ଭଞ୍ଜନଗର ଉପଖଣ୍ଡରେ ୨୩ରୁ ଖୋଲିବ ମଣ୍ଡି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ଧାନମଣ୍ଡି ଖୋଲିବ। ଏଥିପାଇଁ ଉପଖଣ୍ଡ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ...

ଶତପ୍ରତିଶତ ପରୀକ୍ଷା ଫଳ ଉପରେ ଗୁରୁତ୍ୱ: କେନ୍ଦ୍ରୀୟ ବିଦ୍ୟାଳୟ…

ଭଞ୍ଜନଗର,୧୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପରିଚାଳନା କମିଟି ବୈଠକ ବୁଧବାର ସନ୍ଧ୍ୟାରେ ଅନୁଷ୍ଟିତ ହୋଇଯାଇଛି। ଏଥିରେ ଉପଜିଲାପାଳ ତଥା କଲେଜ ପରିଚାଳନା...

ବାଇକ୍‌ରେ ଯାଉଥିଲେ ଯୁବକ, ଅଗରୁ ଜଗି ରହିଥିଲେ ଦୁର୍ବୃତ୍ତ: ପେଟରେ ଛୁରି ପୁରାଇ …

ଆସିକା,୧୧।୧୨(ସୁରେନ୍ଦ୍ରନାଥ ସାହୁ): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ଗବନଳା-ଅତରଙ୍ଗ ରାସ୍ତା ତତରାନାଳ ନିକଟରେ ଜଣେ ଯୁବକଙ୍କୁ ସଙ୍ଘ ବଧ୍ୟ ଆକ୍ରମଣ ହୋଇଛି। ଦୁର୍ବୃତ୍ତ ଛୁରିରେ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri