ନୂତନ ଛତ୍ରପୁର ଏନ୍‌ଏସି ନିର୍ବାହୀ ଅଧିକାରୀଙ୍କ ଦାୟିତ୍ୱ ଗ୍ରହଣ

ଛତ୍ରପୁର,୧।୬(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଛତ୍ରପୁର ନୂତନ ଏନ୍‌ଏସିର ନିର୍ବାହୀ ଅଧିକାରୀ ଭାବେ ଏନ୍‌ ଗଣେଶ ବାବୁ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି । ଏହା ପୂର୍ବରୁ ସେ ବ୍ରହ୍ମପୁର ମହାନଗର ନିଗମରେ ଓଏସ୍‌ଡି ଭାବେ କାର୍ଯ୍ୟକରୁଥିଲେ । ଛତ୍ରପୁର ଏନ୍‌ଏସିର ବିଭିନ୍ନ ବିକାଶମୂଳକ କାର୍ଯ୍ୟ ତ୍ୱରାନ୍ବିତ, କରୋନା ମୁକାବିଲା ନେଇ ଥିବା ସରକାରୀ ଗାଇଡଲାଇନ୍‌କୁ କାର୍ଯ୍ୟକାରୀ। ଏହା ସହ ଲୋକଙ୍କୁ ସହାୟତା ଉପରେ ପ୍ରାଥମିକତା ରହିବ ବୋଲି ସେ କହିଛନ୍ତି। ଛତ୍ରପୁର ଏନ୍‌ଏସିର ନିର୍ବାହୀ ଅଧିକାରୀ ଭାବେ ବିକ୍ରମ କୁମାର ଦୋରା ଅତିରିକ୍ତ ଦାୟିତ୍ୱ ତୁଲାଇ ଆସୁଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ- ପୁଅ ଥାଉ ଥାଉ ଦ୍ୱିତୀୟ ବିବାହ କରିବାକୁ ଯାଉଥିଲେ, ପୁଅଙ୍କୁ ଟାଣିଟାଣି ଥାନାକୁ ଆଣିଲେ ବାପା

ବାସୁଦେବପୁର,୮।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଏଡ଼ତାଳ ଗ୍ରାମର ଅଜୟ ଜେନା ନାମକ ଜଣେ ବିବାହିତ ଯୁବକ ମଙ୍ଗଳବାର ଚାନ୍ଦିମାଳ ଅଞ୍ଚଳର ଜଣେ...

ଶଙ୍ଖ ଧରିଲେ ବରିଷ୍ଠ ଭାଜପା ନେତାଙ୍କ ସହ ଶତାଧିକ କର୍ମୀ

ଗଞ୍ଜାମ,୮ା୫(ବିଦ୍ୟାଧର ସାହୁ): ଆସନ୍ତା ୧୩ରେ ସାଧାରଣ ନିର୍ବାଚନ। ଏଥିପାଇଁ ସବୁ ଦଳ ନିଜନିଜ ରଣନୀତି ଆରମ୍ଭ କରିଛନ୍ତି।  ଏନ୍‌ଏସି ଅନ୍ତର୍ଗତ ଓ୍ବାର୍ଡ ନଂ ୮ ପୁଇଁତଳା...

ଛେଳି ଚୋରିକୁ ନେଇ ମହାଭାରତ: ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବୁଦାମୂଳେ ଫିଙ୍ଗିଦେଲେ ଦୁର୍ବୃତ୍ତ

ଖୁଣ୍ଟୁଣୀ,୮ା୫(ସଚ୍ଚିଦାନନ୍ଦ ପଣ୍ଡା): ଛେଳି ଚୋରିକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଅନ୍ୟ କେତେକ ଯୁବକ ମରଣାନ୍ତକ ଆକ୍ରମଣ କରି ମୁମୂର୍ଷୁ ଅବସ୍ଥାରେ ଖୁଣ୍ଟୁଣୀ ଡାକ୍ତରଖାନା ପଛପଟ...

ଆନ୍ଧ୍ରର ଅନୁପ୍ରବେଶ: ମାଗଣା ସ୍ବାସ୍ଥ୍ୟ ଶିବିର ବନ୍ଦ କଲା ପୋଲିସ

ପଟ୍ଟାଙ୍ଗି,୮।୫(ଶରତ ଧଳ): ସାରା ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନକୁ ନେଇ ସମସ୍ତ ସରକାରୀ ଅଧିକାରୀ ନିଜ ନିଜର କାର୍ଯ୍ୟରେ ବ୍ୟସ୍ତ ଅଛନ୍ତି। ଏହାର ସୁଯୋଗ ଉଠାଇ...

ନିର୍ବାଚନ ପୁର୍ବରୁ ବୌଦ୍ଧ ପୋଲିସକୁ ବଡ ସଫଳତା:୯ ମାଓବାଦୀଙ୍କ ଆତ୍ମସମର୍ପଣ

ବୌଦ୍ଧ,୮।୫(ଅଜିତ କୁମାର ବାରିକ ): ନିର୍ବାଚନ ପୁର୍ବରୁ ବୌଦ୍ଧ ପୋଲିସକୁ ବୁଧବାର ବଡ ସଫଳତା ମିଳିଛି। ଗତ କିଛି ଦିନ ତଳେ ବୌଦ୍ଧ ପୋଲିସ ଦ୍ୱାରା...

ବଢ଼ିଲା ଅନୁଭବଙ୍କ ଅଡୁଆ

କଟକ,୮।୫: ଅଭିନେତା ତଥା ଭାଜପା ନେତା ଅନୁଭବ ମହାନ୍ତିଙ୍କ ଅଡୁଆ ବଢିଛି। ବର୍ଷାଙ୍କ ନିର୍ଯାତନା ଅଭିଯୋଗ ମାମଲାରେ କଟକ ଜେଏମଏଫସି କୋର୍ଟ ଅନୁଭବ ମହାନ୍ତିଙ୍କ ଆବେଦନ...

ବାଲେଶ୍ୱର କଂଗ୍ରେସରେ ଫାଟ, ଶ୍ରୀକାନ୍ତଙ୍କୁ ବିରୋଧ କରି ଦଳ ଛାଡିଲେ ବଡ଼ ନେତା

ନୀଳଗିରି,୮।୫: ବାଲେଶ୍ୱର କଂଗ୍ରେସରେ ଫାଟ। କଂଗ୍ରେସ ଛାଡିଛନ୍ତି ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ର୍ନିବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ...

୨ ରୁବେଲା ଭାଇରସ୍‌ ରୋଗୀ ଚିହ୍ନଟ

ନବରଙ୍ଗପୁର,୮।୫: ନବରଙ୍ଗପୁରରୁ ୨ ରୁବେଲା ଭାଇରସ ରୋଗୀ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ୨ ଶିଶୁ ନନ୍ଦାହାଣ୍ଡି ବ୍ଲକ ପୋଡ଼ାଲଗୁଡ଼ା ଗାଁର ବୋଲି ଜଣାପଡିଛି। ୫ଟି ସାମ୍ପଲରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri