Posted inରାଜ୍ୟ

ଭୁବନେଶ୍ୱରରେ ହେବନି କଣ୍ଟେନମେଣ୍ଟ

ଭୁବନେଶ୍ୱର, ୩।୬(ବ୍ୟୁରୋ): ଭୁବନେଶ୍ୱର ମହାନଗର ଅଞ୍ଚଳରେ ଆଉ କଣ୍ଟେନମେଣ୍ଟ ଜୋନ୍‌ ହେବ ନାହିଁ। ସିଲ କିମ୍ବା କଣ୍ଟେନମେଣ୍ଟ ଜୋନ କରାଯିବ ନାହିଁ । ଆବଶ୍ୟକ ହେଲେ ରାଜ୍ୟ ସରକାରଙ୍କ ଅନୁମତି ଅନୁସାରେ କଣ୍ଟେନମେଣ୍ଟ ଜୋନ୍‌ କରାଯିବ ବୋଲି କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ମିଳିଛି।
ପ୍ରକାଶ ଯେ, ମେ’ ୨ରୁ ଆଜି ଯାଏ ବାହାର ରାଜ୍ୟରୁ ୨୧୬୮ ଜଣ ଭୁବନେଶ୍ୱର ଆସିଛନ୍ତି । ଏମାନଙ୍କ ମଧ୍ୟରୁ ଟ୍ରେନ୍‌ରେ ୫୦୧, ବିମାନରେ ୮୫୨, ଅନ୍ୟ ଯାନରେ ୮୧୫ଜଣ ଆସିଛନ୍ତି। ଏମାନଙ୍କ ମଧ୍ୟରୁ ୮୫୯ ଜଣଙ୍କ କ୍ୱାରାଣ୍ଟାଇନ ଅବଧି ସରିଲାଣି। ଅନ୍ୟ ୧୩୦୯ ଜଣଙ୍କ ମଧ୍ୟରୁ ୧୨୯୭ଜଣ ହୋମ କ୍ୱାରାଣ୍ଟାଇନରେ ଅଛନ୍ତି। ତେଣୁ ଭୁବନେଶ୍ୱର ମହାନଗର ଅଞ୍ଚଳରେ ଆଉ କଣ୍ଟେନମେଣ୍ଟ ଜୋନ୍‌ ହେବ ନାହିଁ ବୋଲି କର୍ତ୍ତୃପକ୍ଷ ସୂଚିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

ଚାନ୍ଦବାଲି ଲଜ୍ଜା: ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା ବର୍ତ୍ତମାନ ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଏନେଇ ଉତ୍ତେଜନା ଦେଖାଯାଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri