ଶେଷରେ ରାୟଗଡ଼ା ଛୁଇଁଲା କରୋନା

ଭୁବନେଶ୍ୱର,୩।୬(ବ୍ୟୁରୋ): ରାଜ୍ୟର ୩୦ ତମ ଜିଲା ଭାବେ ରାୟଗଡ଼ା ଛୁଇଁଲା କରୋନା। ବୁଧବାର ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ରାୟଗଡ଼ାରୁ ଜଣେ ପଜିଟିଭ୍‌ ଅଛନ୍ତି। ଆକ୍ରାନ୍ତଜଣଙ୍କ ଦିଲ୍ଲୀରୁ ଫେରି କ୍ୱାରାଣ୍ଟାଇନ୍‌ରେ ରହିଥିବା ସୂଚନା ମିଳିଛି।

ପ୍ରକାଶ ଯେ, ବୁଧବାର ୧୪୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩୨ କ୍ୱାରାଣ୍ଟାଇନ୍‌ ସେଣ୍ଟରର ହୋଇଥିବା ବେଳେ ୧୧ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୩୮୮କୁ ବୃଦ୍ଧି ପାଇଛି। ଏ ନେଇ ବୁଧବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନ ଦାଖଲ ବେଳେ ଅପରାଜିତା-ମନ୍ମଥଙ୍କ ସମର୍ଥକ ମୁହାଁମୁହିଁ

ଖୋର୍ଦ୍ଧା,୨ା୫: ଗୁରୁବାର ନାମାଙ୍କନପତ୍ର ଦାଖଲ ବେଳେ ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟରେ ମୁହାଁମୁହିଁ ହୋଇଛନ୍ତି ଏମ୍‌ପି ତଥା ଭାଜପା ଲୋକ ସଭା ପ୍ରାର୍ଥିନୀ ଅପରାଜିତା ଷଡ଼ଙ୍ଗୀ ଏବଂ...

ପୁଣି ଏକ ମାଈ ହାତୀର ଜୀବନ ଗଲା

କେନ୍ଦୁଝର,୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ବସନ୍ତପୁର ଗ୍ରାମ ନିକଟରେ ଗୁରୁବାର ଏକ ହାତୀର ମୃତଦେହ ବନ ବିଭାଗ ଉଦ୍ଧାର କରିଛି। ପ୍ରସବ ବେଦନା ଯୋଗୁ...

ନାମାଙ୍କନପତ୍ର ଦାଖଲ କଲେ ନବକୁମାର, ସରୋଜ

ବୌଦ୍ଧ,୨ା୫(ଅଜିତ କୁମାର ବାରିକ): ବୌଦ୍ଧ କଂଗ୍ରେସ ପକ୍ଷରୁ ଗୁରୁବାର ନାମାଙ୍କନପତ୍ର ଦାଖଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ସରୋଜ ପ୍ରଧାନ ଏବଂ ବୌଦ୍ଧ କଂଗ୍ରେସ ପ୍ରାର୍ଥୀ ନବକୁମାର...

ହଠାତ ଢେଙ୍କାନାଳ ସହରରେ ଅବତରଣ କଲା ହେଲିକପ୍ଟର, ତଦନ୍ତ କରୁଛି ପୋଲିସ

ଢେଙ୍କାନାଳ,୨।୫: ଗୁରୁବାର କୌଣସି ପୂର୍ବ ସୂଚନା ନଦେଇ ଏକ ହେଲିକପ୍ଟର ଢେଙ୍କାନାଳ ସହରରେ ଅବତରଣ କରିଛି। ଏହା କେଉଁଠୁ ଆସିଛି ଓ କାହିଁକି ଆସିଛି ସେ...

କଣ୍ଟାବାଞ୍ଜିରୁ ନାମାଙ୍କନ ଦାଖଲ କଲେ ନବୀନ

ଭୁବନେଶ୍ୱର,୨ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଟିଟିଲାଗଡ଼ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ନବୀନ ତାଙ୍କର ନାମାଙ୍କନପତ୍ର...

ସ୍ବାମୀଙ୍କ ଆଗରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ

କଟକ,୨।୫(କାର୍ତ୍ତିକ ସାହୁ): ଚାଉଳିଆଗଞ୍ଜ ଦୁର୍ଗାମଣ୍ଡପ ନିକଟରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି,...

ଟ୍ରକକୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌: ଅଳ୍ପକେ ବର୍ତ୍ତିଲେ ୬୦ରୁ ଉଦ୍ଧର୍‌ବ ଯାତ୍ରୀ

ଜଳେଶ୍ୱର,୨।୫: ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥର କୁଣ୍ଡାପୁର ଛକ ନିକଟରେ ହୋଇଛି ଏକ ବଡ଼ ଦୁର୍ଘଟଣା ହୋଇଛି। ଭାରସାମ୍ୟ ହରାଇ...

ତାଣ୍ଡବ ରଚିଲା କାଳ ବୈଶାଖୀ: ଉପୁଡିଲା ଗଛ, ଘର କାନ୍ଥ ପଡି ୩ ଗୁରୁତର

ପାଟଣା,୨।୫(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ଏବଂ ଏହାର ଆଖପାଖ ଅଞ୍ଚଳରେ କାଳ ବୈଶାଖୀ ତାଣ୍ଡବ ରଚିଛି। କାଳ ବୈଶାଖୀ ପ୍ରଭାବରେ ପ୍ରବଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri