Posted inଜାତୀୟ

କେନ୍ଦ୍ର କ୍ୟାବିନେଟ୍‌ରେ ୨ଟି ଅଧ୍ୟାଦେଶକୁ ମିଳିଲା ମଞ୍ଜୁରୀ: କୃଷକଙ୍କ ପାଇଁ ‘ଗୋଟିଏ ଦେଶ, ଗୋଟିଏ ବଜାର’ ନୀତି

ନୂଆଦିଲ୍ଲୀ,୩।୬: କରୋନା ସଙ୍କଟ ବେଳେ ବୁଧବାର ପୁଣିଥରେ କେନ୍ଦ୍ର କ୍ୟାବିନେଟର ଦ୍ବିତୀୟ ବୈଠକ ବସିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୨ଟି ଅଧ୍ୟାଦେଶକୁ ମଞ୍ଜୁରୀ ମିଳିଛି। ଆବଶ୍ୟକ ବସ୍ତୁ ଅଧିନିୟମ, ଏପିଏସି ଅଧିନିୟମରେ ସଂଶୋଧନକୁ ମଞ୍ଜୁରୀ ମିଳିଛି। ଏଣିକି କୃଷକମାନେ ସିଧାସଳଖ ଭାବେ ନିଜ ଫସଲକୁ ବିକ୍ରି କରିପାରିବେ। ଏଥିପାଇଁ ଗୋଟିଏ ଦେଶ, ଗୋଟିଏ ବଜାର ନୀତି ଲାଗୁ କରାଯିବ। ସୂଚନାଯୋଗ୍ୟ, ଗୋଟିଏ ସପ୍ତାହ ମଧ୍ୟରେ କେନ୍ଦ୍ର କ୍ୟାବିନେଟର ଏହା ଦ୍ବିତୀୟ ବୈଠକ। ସୋମବାର ବସିଥିବା ବୈଠକରେ ଏମଏସଏମଇରେ ମଧ୍ୟମ ଶିଳ୍ପ ପାଇଁ ପୁଞ୍ଜି ବିନିଯୋଗର ପରିମାଣ ୨୦ ଲକ୍ଷରୁ ୫୦ ଲକ୍ଷକୁ ବୃଦ୍ଧି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆକୁ ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ ପ୍ରବେଶ କଲେ….

ଭୁବନେଶ୍ୱର,୨୪।୧୨: କୋଟିଆକୁ ପ୍ରବେଶ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ବୟାନ ଦେଇଛନ୍ତି । ଯଦି ଆନ୍ଧ୍ର ଅଧିକାରୀ ଓଡ଼ିଶାରେ ପ୍ରବେଶ କରନ୍ତି ତାହେଲେ...

ମୋଦି କ୍ୟାବିନେଟର ବଡ଼ ନିଷ୍ପତ୍ତି, ରାଜଧାନୀକୁ ମିଳିଲା ନୂଆବର୍ଷ ଉପହାର

ନୂଆଦିଲ୍ଲୀ,୨୪।୧୨: କେନ୍ଦ୍ର କ୍ୟାବିନେଟ ବୈଠକରେ ପୁଣି ଥରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହା ଦିଲ୍ଲୀ-ଏନସିଆର ପାଇଁ ଏକ ନୂତନ ବର୍ଷର ଉପହାର। ନୂତନ ବର୍ଷରେ...

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ଜାନୁଆରୀ ୧ ନୁହେଁ ଗାଡ଼ିର ବୈଧ କାଗଜପତ୍ର ଅବଧି…

ଭୁବନେଶ୍ୱର,୨୪।୧୨:  ଗାଡ଼ି ଚାଳକଙ୍କୁ ବଡ଼ ଆଶ୍ବସ୍ତି ଦେଲେ ପରିବହନ ମନ୍ତ୍ରୀ ବିଭୂତି ଜେନା । ମାସେ ସମୟ ଦେଲେ ସରକାର । ଏଣିକି ଗାଡ଼ିର ବୈଧ...

‘ଆମେ ଗୋଟିଏରେ ସନ୍ତୁଷ୍ଟ କାହିଁକି?’ଆମେ ବି ୩-୪ ସନ୍ତାନ ପ୍ରସବ କରିବା ଦରକାର, କାହିଁକି ଏମିତି କହିଲେ ନବନୀତ? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ଜନତା ପାର୍ଟିର ନେତା ନବନୀତ ରାଣା କହିଛନ୍ତି ଯେ ହିନ୍ଦୁମାନଙ୍କର ଅତି କମରେ ତିନିରୁ ଚାରିଟି ସନ୍ତାନ ହେବା ଉଚିତ। ସେ କହିଛନ୍ତି...

‘ଗେରୁଆ ପତାକା ଦେଖି ଲାଠି ଚଳାଇଥିଲା ଟିଏମସି’, ମମତାଙ୍କୁ କଡ଼ା ଟାର୍ଗେଟ କଲା ଭାଜପା

କୋଲକାତା,୨୪।୧୨: ୨୪ ଡିସେମ୍ବର, ୨୦୨୫ରେ ଭାଜପା ମୁଖପାତ୍ର ପ୍ରଦୀପ ଭଣ୍ଡାରୀ ନୂଆଦିଲ୍ଲୀରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ସେ ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ହେଉଥିବା ଅତ୍ୟାଚାରକୁ...

JDUରୁ ନିଶାନ୍ତ ହେବେ ପରବର୍ତ୍ତି ମୁଖ୍ୟମନ୍ତ୍ରୀ? ଏହି ଚର୍ଚ୍ଚା ଭିତରେ RJD କଲା ଚମକାଇବା ଭଳି ଦାବି

ପାଟନା,୨୪।୧୨: ନିକଟରେ, ୨୦୨୫ ବିହାର ବିଧାନସଭା ନିର୍ବାଚନ ପରେ, ନୀତୀଶ କୁମାର ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିଲେ। ଏହି ବୈଠକକୁ...

‘ନିର୍ବାଚନ ଅଟକାଇବା ପାଇଁ କରାଯାଇଛି ହତ୍ୟା’, ୟୁନୁସ ସରକାରଙ୍କ ଉପରେ ଗୁରୁତର ଅଭିଯୋଗ ଆଣିଲେ ହାଦିଙ୍କ ଭାଇ

ଢାକା,୨୪।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ହତ୍ୟା ପରେ ବାଂଲାଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ଢାକାରେ ହାଦିଙ୍କ ମୁଣ୍ଡରେ ଗୁଳି ମାଡ଼ ହୋଇଥିଲା,...

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri