ଋଣ ପରିଶୋଧ କରିବାକୁ ଫାଇନାନ୍ସ କମ୍ପାନୀର ଧମକ

କୋକସରା,୪।୬(ଡି.ଏନ.ଏ.)-ଲକ୍‌ଡାଉନ ଯୋଗୁ ୨ ମାସରୁ ଊର୍ଦ୍ଧ୍ୱ ସମୟ ଧରି କର୍ମଜୀବୀ ମହିଳାମାନେ ରୋଜଗାର ହରାଇ ଘରେ ବସି ରହିଛନ୍ତି ା ଏପରି ସମୟରେ ସେମାନେ କରିଥିବା ଋଣ ପରିଶୋଧ କରିବାକୁ ବହୁ ଘରୋଇ ଫାଇନାନ୍ସ କମ୍ପାନୀ ଧମକ ଦେଉଥିବା କୋକସରା ଗ୍ରାମ ବଡପଡାର ୩୦ ମହିଳା ଅଭିଯୋଗ କରିଛନ୍ତି। କମ୍ପାନୀ କର୍ମଚାରୀମାନେ କହୁଛନ୍ତି, ଋଣ ନେଇଛ, କିସ୍ତି ଦିଅ ା ନଚେତ ତୁମ ବିରୋଧରେ କମ୍ପାନୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ। ଏଭଳି ଚାପ ଯୋଗୁ ମହିଳାମାନେ ମାନସିକସ୍ତରରେ ଭାଙ୍ଗି ପଡିଛନ୍ତି । ଏଥିପାଇଁ ସମୟ ଦେବାକୁ କୋକସରା ବଡପଡାର ଫୁଲତୋଳା ଖମାରି, ମମତା ନାଏକ, ରଶ୍ମିତା ଶଗଡିଆ, ପ୍ରମିଳା ବାଗ, ରେଖା ନାଏକ, ରାଣୀ ବାଗ, ରାଏବତୀ ଖମାରି, ପୁଷ୍ପାଳି ନିଆଲ ପ୍ରମୁଖ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ମା’ଙ୍କ ଆଶିଷ ପାଇଁ ୪୫ ବର୍ଷର ପ୍ରତୀକ୍ଷା ଅନ୍ତ: ଜମିଲା ଆଦିବାସୀଙ୍କ ‘ଟୋକିମରା’ ପର୍ବ, ଦେଖିବାକୁ ହଜାର ହଜାର ଭକ୍ତଙ୍କ ସମାଗମ

ଥୁଆମୂଳ ରାମପୁର, ୨୯।୧୨ (ଦୁର୍ଗା କୀର୍ତ୍ତି): ବଣ ପାହାଡ଼ ଘେରା କଳାହାଣ୍ଡିର ଶାନ୍ତ ପରିବେଶ ଏବେ ମାଦଳର ତାଳେ ତାଳେ ଉତ୍ସବମୁଖର। କଳାହାଣ୍ଡି ଜିଲା ଥୁଆମୂଳ...

ମା’ ସୁରେଶ୍ଵରୀଙ୍କ ଐତିହାସିକ ଘାଟ ଯାତ୍ରାରେ ଜନସମାଗମ, ବଳି ଦେଲେ ମାନସିକ ପୂରଣ ହୋଇଥିବା ବ୍ୟକ୍ତି

ରିଷିଡା ୨୯/୧୨(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା କେଉଁଟ କୈବର୍ତ୍ତ ଆଞ୍ଚଳିକ ସମାଜ ତରଫରୁ ତେରେସିଂହା ଆମପାଲି ନଦୀ ଘାଟ ଠାରେ ଐତିହାସିକ...

ଶୁଖିଯିବ ଓଡ଼ିଶାର ଉଦନ୍ତୀ ନଦୀ: ଛତିଶଗଡ଼ କରିବ ବ୍ୟାରେଜ

ଭବାନୀପାଟଣା,୨୯।୧୨ (ଉତ୍ତମ କୁମାର ଦାଶ): ଶୁଖିଯିବ ଓଡ଼ିଶାର ଉଦନ୍ତୀ ନଦୀ। ଛତିଶଗଡ଼ ନିର୍ମାଣ କରିବ ବ୍ୟାରେଜ। ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଦୁର୍ଭାଗ୍ୟର ବିଷୟ ଏନେଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

ଲୋକ ମହୋତ୍ସବ: ପାରମ୍ପରିକ ନୃତ୍ୟରେ ଝୁମିଲେ ଦର୍ଶକ

କେସିଙ୍ଗା, ୨୮ା୧୨ (ତୁମେଶର ସାହୁ): କଳାହାଣ୍ଡି ଜିଲାର ଅଗ୍ରଣୀ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ସହର ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ବୁଢ଼ାଡଙ୍ଗର ଲୋକ ମହୋତ୍ସବ ଶନିବାର...

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri