Posted inବୌଦ୍ଧ

କରୋନା କଟକଣା: ବୌଦ୍ଧରେ ସନ୍ଧ୍ୟା ୭ରୁ ସକାଳ ୫ କର୍ଫ୍ୟୁ

ବୌଦ୍ଧ,୪ା୬ (ସ୍ବ.ପ୍ର.)-କରୋନା କଟକଣା ନେଇ ବୌଦ୍ଧ ଜିଲା ପ୍ରଶାସନ ପକ୍ଷରୁ ନୂତନ ଗାଇଡଲାଇନ୍‌ ବୁଧବାର ପୁର୍ନବାର ପ୍ରକାଶ ପାଇଛି। ପୂର୍ବରୁ ଜାରି ରହିଥିବା ସମସ୍ତ କଟକଣା ବଳବତ୍ତର ରଖାଯିବା ସହିତ ସନ୍ଧ୍ୟା ୭ଟାରୁ ସକାଳ ୫ ପର୍ଯ୍ୟନ୍ତ କର୍ଫ୍ୟୁ ଘୋଷଣା କରାଯାଇ ଲୋକଙ୍କୁ ଘରେ ରହିବା ପାଇଁ ପରାମର୍ଶ ଦିଆଯାଇଛି। ଏହି ସମୟରେ କୌଣସି ବ୍ୟକ୍ତି ବିଶେଷ ବିନା ଜରୁରୀ କାର୍ଯ୍ୟରେ ବାହାରେ ବୁଲିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ସେହିପରି ସମସ୍ତ ବ୍ୟବସାୟ ପ୍ରତିଷ୍ଠାନ ସକାଳ ୭ରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଖୋଲା ରଖାଯିବାକୁ ଅନୁମତି ପ୍ରଦାନ କରାଯାଇଥିବା ବେଳେ ହୋଟେଲ, ରେଷ୍ଟୁରାଣ୍ଟଗୁଡିକ ହୋମ ଡେଲିଭରି କରିପାରିବେ ା ସାମାଜିକ ଦୂରତା ନିୟମ ପାଳନ ଓ ମୁହଁରେ ମାସ୍କ କିମ୍ବା ଗାମୁଛା ବ୍ୟବହାରକୁ ବାଧ୍ୟତାମୂଳକ କରାଯାଇଛି। ବ୍ୟବସାୟ ପ୍ରତିଷ୍ଠାନଗୁଡିକରେ ସାମାଜିକ ଦୂରତା ପାଳନ କରା ନ ଗଲେ ସେହି ପ୍ରତିଷ୍ଠାନର ମାଲିକ ଦାୟୀ ରହିବେ ବୋଲି ପ୍ରଶାସନ ପକ୍ଷରୁ ଚେତାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୌଦ୍ଧରେ ପାଣ୍ଡିଆନଙ୍କ ମାରାଥନ ପ୍ରଚାର, କହିଲେ-‘ନିର୍ବାଚନ ଆସିଲେ ବିରୋଧୀ ଟୁରିଷ୍ଟ ଭଳି ଆସିବେ’

ବୌଦ୍ଧ, ୫।୫ ( ଅଜିତ କୁମାର ବାରିକ): ସାଧାରଣ ନିର୍ବାଚନ ପାଇଁ ବୌଦ୍ଧ ଜିଲାରେ ତ୍ରିମୁଖି ଲଢାଇ ହେବାକୁ ଯାଉଥିବା ବେଳେ ରବିବାର ୫ଟି ଅଧକ୍ଷ୍ୟ...

ନାମାଙ୍କନପତ୍ର ଦାଖଲ କଲେ ନବକୁମାର, ସରୋଜ

ବୌଦ୍ଧ,୨ା୫(ଅଜିତ କୁମାର ବାରିକ): ବୌଦ୍ଧ କଂଗ୍ରେସ ପକ୍ଷରୁ ଗୁରୁବାର ନାମାଙ୍କନପତ୍ର ଦାଖଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ସରୋଜ ପ୍ରଧାନ ଏବଂ ବୌଦ୍ଧ କଂଗ୍ରେସ ପ୍ରାର୍ଥୀ ନବକୁମାର...

ନାମାଙ୍କନ ଭରିଲେ କହ୍ନାଇ, ସରୋଜ

ବୌଦ୍ଧ,୧।୫(ଅଜିତ କୁମାର ବାରିକ): ମେ’ ୨୦ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ମାତ୍ର...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ପ୍ରବଳ ଖରାରେ ବି ଫୁଟିବ ପଦ୍ମ

ଘଣ୍ଟାପଡ଼ା/କଣ୍ଟାମାଳ,୨୧ା୪(ପ୍ରଭାତ କୁମାର ସାହୁ/ଆଦିତେଶ୍ୱର ମିଶ୍ର)ବୌଦ୍ଧ ଜିଲା କଣ୍ଟାମାଳ ବିଧାନସଭା ନିର୍ବାଚନ ମଣ୍ଡଳୀର ପଲସାଗୋରା ମକର ପଡିଆରେ ଭାଜପାର ବିଶାଳ ଜନସମାବେଶ ସହିତ ମିଶ୍ରଣ ପର୍ବ ଅନୁଷ୍ଠିତ...

ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବଘିଅପଡା,୨୦।୪ ( ଶ୍ରୀକାନ୍ତ ସାହୁ): ଶନିବାର ସକାଳ ୮ ଘଣ୍ଟା ସମୟରେ ବୌଦ୍ଧ ଥାନା ବଘିଆପଡ଼ା ଫାଣ୍ଡି ଅନ୍ତର୍ଗତ ଗୌଡଦଇ ନିକଟରେ ଏକଯୁବକଙ୍କ ରକ୍ତାକ୍ତ ମୃତଦେହ...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri