Odisha Elections 2024

ସଙ୍ଗରୋଧ କେନ୍ଦ୍ରରୁ ଫେରିଲେ ୧୭୮ ପ୍ରବାସୀ

ଦାରିଙ୍ଗବାଡ଼ି,୫ା୬(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ସଙ୍ଗରୋଧ କେନ୍ଦ୍ରରୁ ଅଦ୍ୟାବଧି ୧୭୮ ପ୍ରବାସୀ ଘରକୁ ଫେରିଛନ୍ତି। ଏବେ ଆହୁରୀ ୫୬୫ ଜଣ ୯ଟି ସଙ୍ଗରୋଧ କେନ୍ଦ୍ରରେ ରହିଛନ୍ତି। ସରକାରୀ ତାଲିକା ପ୍ରକାରେ ସେମାନଙ୍କୁ ଖାଦ୍ୟ ଦିଆଯାଉଛି। ନିୟମିତ ସ୍ବାସ୍ଥ୍ୟପରୀକ୍ଷା କରାଯାଉଥିବା ଭ୍ରାମ୍ୟମାଣ ଡାକ୍ତରୀ ଦଳର ଡାକ୍ତର ଅମ୍ବିକାପ୍ରସାଦ ଶତପଥୀ କହିଛନ୍ତି। ନିୟମିତ ପ୍ରବାସୀ ଫେରୁଥିବାବେଳେ ସେମାନଙ୍କୁ ରୋଷେଇ କରି ଖାଇବାକୁ ଦେବାକୁ ରୋଷେୟା ମିଳୁନାହାନ୍ତି। କେତେକ କେନ୍ଦ୍ରକୁ ଜାଗୃତି ପକ୍ଷରୁ ଓ ଆଉ କେତେକ କେନ୍ଦ୍ରକୁ ହୋଟେଲରୁ ଖାଦ୍ୟ ଦିଆଯାଉଥିବା ପ୍ରଶାସନ ସୂଚନା ଦେଇଛି। କେନ୍ଦ୍ରରେ ରୋଷେଇ କରିବାକୁ ଲୋକେ ରାଜି ହେଉ ନ ଥିବା ବିଡିଓ ଜଗଦୀଶ ଷଡଙ୍ଗୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ବଳରେ ଲଢୁଛନ୍ତି ଢେଙ୍କାନାଳ କଂଗ୍ରେସ ପ୍ରାର୍ଥୀ

ଢେଙ୍କାନାଳ,୨୦ା୫(ରତନ ନାୟାର): ଢେଙ୍କାନାଳ ଜିଲାରେ ଆସନ୍ତା ୨୫ ତାରିଖରେ ଭୋଟ ଗ୍ରହଣ ହେବ। ତେବେ ୨୩ ତାରିଖରେ ପ୍ରଚାର ପର୍ବ ଶେଷ ହେବ। ତେଣୁ ପ୍ରାର୍ଥୀମାନଙ୍କ...

ଜି ଉଦୟଗିରିରେ ୧୧ଟା ସୁଦ୍ଧା ୨୦% ମତଦାନ

ଜି ଉଦୟଗିରି,୨୦।୫(ଶିଶିର ପଟ୍ଟନାୟକ): ଜି ଉଦୟଗିରି ବିଧାନସଭା ଓ ଫୁଲବାଣୀ ଲୋକ ସଭା ଆସନ ନିମନ୍ତେ ସୋମବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଜି...

ଅତାବିରାରେ ସର୍ବାଧିକ ମତଦାନ, ପଦ୍ମପୁରରେ ସର୍ବନିମ୍ନ

ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ର ଗୁଡିକରେ ମତଦାତାଙ୍କ ଲମ୍ବା...

ପୂର୍ବାହ୍ନ ୧୧ଟା ସୁଦ୍ଧା ୨୧% ମତଦାନ

ଛତ୍ରପୁର,୨୦ା୫(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଆସିକା ଲୋକ ସଭା ଓ ଏହା ଅଧୀନ ୭ ବିଧାନସଭା ଆସନ ଏବଂ କନ୍ଧମାଳ ଲୋକ ସଭା ଅଧୀନ ତଥା...

ମାଓବାଦୀ-ଯବାନ ଗୁଳିବିନିମୟ: ଯବାନ ଗୁରୁତର

ନୂଆପଡ଼ା,୨୦।୫,(ମକାରୁ ବେମାଲ): ଓଡ଼ିଶା ଓ ଛତିଶଗଡ଼ ସୀମାନ୍ତ ନୂଆପଡ଼ା ଜିଲା କୋମନା ଥାନା ସୁନାବେଡ଼ା ଅଭୟାରଣ୍ୟ ଭିତରେ ଶିବନାରାୟଣପୁର ନିକଟରେ ସୁରକ୍ଷା ବାହିନୀ ଓ ମାଓବାଦୀଙ୍କ...

ମା’ଙ୍କ ସହିତ ଯାଇ ଭୋଟ ଦେଲେ ଦେବେଶ

ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ର ଗୁଡିକରେ ମତଦାତାଙ୍କ ଲମ୍ବା ଧାଡ଼ି...

ମତଦାନ କଲେ ମନ୍ତ୍ରୀ ରୀତା ସାହୁ

ବରପାଲି,୨୦ା୫(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ମତଦାନ କେନ୍ଦ୍ରଗୁଡିକରେ ମତଦାତାଙ୍କ ଲମ୍ବା...

ଋଣ ଭାର ସହି ନ ପାରି ଆତ୍ମହତ୍ୟା କଲେ ଶ୍ରମିକ

ପାଟଣା, ୨୦।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ବ୍ଲକ କପୁଣ୍ଡି ପଞ୍ଚାୟତ ଧାନବେଣୀ ଗ୍ରାମର ରାମ ମୁଣ୍ଡା(୫୦)ଋଣ ଭାର ସହି ନ ପାରି କୀଟନାଶକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri