Posted inରାଜ୍ୟ

CORONAVIRUS UPDATE: ରାଜ୍ୟରେ ପୁଣି ୧୩୦ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨୬୦୮ରେ ପହଞ୍ଚିଲା

ଭୁବନେଶ୍ୱର, ୫।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ପୁଣି ୧୩୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୦୮ରେ ପହଞ୍ଚିଛି। ତେବେ ନୂଆ ୧୩୦ ଆକ୍ରାନ୍ତଙ୍କ ମଧ୍ୟରୁ ୧୨୪ କ୍ୱାରାଣ୍ଟାଇନ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୬ଟି ଲୋକାଲ କେସ୍‌ ରହିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ଲହରି ଜାରି, ଗାଡ଼ି ଚଳାଚଳରେ ବାଧକ ସାଜିଛି କୁହୁଡ଼ି

ଦାରିଙ୍ଗବାଡ଼ି,୨୬ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତ ଲହରି ଜାରି ରହିଛି। ଶୁକ୍ରବାର ତାପମାତ୍ରା ୬.୫ ଡିଗ୍ରୀ ରହିଛି। ତେବେ କୁହୁଡି ଯୋଗୁ ଶୀତ...

ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପରଲୋକ, ୨୦୦୪ ରୁ ୨୦୦୯ ଯାଏଁ ଥିଲେ….

ଭୁବନେଶ୍ବର,୨୬।୧୨:  ପୂର୍ବତନ ବିଧାୟକାଙ୍କ ପରଲୋକ । ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କର ଦେହାନ୍ତ ହୋଇଛି । ଭୁବନେଶ୍ବର ସ୍ଥିତ ବାସଭବନରେ ପରଲୋକ ହୋଇଥିବା ସୂଚନା ରହିଛି...

ବଡ଼ଧରଣର ଭିଜିଲାନ୍ସ ରେଡ୍: ଏକକାଳୀନ ଫରେଷ୍ଟରଙ୍କ ୫ଟି ଠିକଣାରେ ଚଢ଼ାଉ

ଭୁବନେଶ୍ୱର,୨୬।୧୨: ଆୟ ବହିର୍ଭୂତ ସମ୍ପତ୍ତି (DA) ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଶୁକ୍ରବାର କୋରାପୁଟ ଫରେଷ୍ଟ ଡିଭିଜନ୍‌ର ଫରେଷ୍ଟର ନିରଞ୍ଜନ ଶତପଥୀଙ୍କର ୫ଟି...

ଐତିହ୍ୟ-ପାରମ୍ପରିକ ଲୋକକଥାର କାହାଣୀ କହେ ଯୋଗୀମଠ ଜଳପ୍ରପାତ, ବିଡିଓ କହିଲେ ରାସ୍ତା ସହ…

ଦାରିଙ୍ଗବାଡ଼ି,୨୬ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଏକାଧିକ ପର୍ଯ୍ୟଟନକ୍ଷେତ୍ର ରହିଛି। ସେଥିମଧ୍ୟରୁ ଯୋଗୀମଠ ଜଳପ୍ରପାତ ଅନ୍ୟତମ। ତେବେ ଯୋଗୀମଠ ଜଳପ୍ରପାତରେ ପହଞ୍ଚିବା ପାଇଁ ସବୁଦିନିଆ...

ମାଲକାନଗିରି ବ୍ଲକ୍ ଜେଇଙ୍କ ଘରେ ଭିଜିଲାନ୍ସ ରେଡ୍‌, ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ

ମାଲକାନଗିରି,୨୬।୧୨: ସକାଳୁ ସକାଳୁ ଭିଜିଲାନ୍ସ ଚଢ଼ାଉ । ମାଲକାନଗିରି ବ୍ଲକ୍ ଜେଇଙ୍କ ଘରେ ଭିଜିଲାନ୍ସ ରେଡ୍‌ କରିଛି । ନିହାର ସରକାରଙ୍କ ନାମରେ ପୂର୍ବରୁ ଦୁର୍ନୀତି...

ଘରେ ରୋଷେଇ କରୁଥିବାବେଳେ ଯୁବତୀଙ୍କୁ ଏକୁଟିଆ ପାଇ ବଳାତ୍କାର କଲେ ଯୁବକ, ସୁଇସାଇଡ୍‌ ନୋଟ୍‌ ଲେଖି ନେଲେ ଏମିତି ନିଷ୍ପତ୍ତି…

ଚାନ୍ଦବାଲି,୨୬।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲିରେ ଜଣେ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଘଟଣା ସାରା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଥିବା ବେଳେ ଚାନ୍ଦବାଲିରେ...

ଶୀତ ମଧ୍ୟରେ ଆସୁଛି ଲଘୁଚାପ: ନୂଆବର୍ଷରେ ହେବ ଘନୀଭୂତ

ଭୁବନେଶ୍ୱର,୨୬।୧୨: ଆସନ୍ତା ଡିସେମ୍ବର ୩୧ ତାରିଖ ବେଳକୁ ଦକ୍ଷିଣ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି, ଯାହା ପରବର୍ତ୍ତୀ ସମୟରେ ଲଘୁଚାପରେ ପରିଣତ...

ନାବାଳିକାଙ୍କ ଚାଞ୍ଚଲ୍ୟକର ବୟାନ: ପ୍ରେମିକ ଶାରୀରିକ ସମ୍ପର୍କ ରଖିବା ପରେ ତାଙ୍କୁ…

ଭଦ୍ରକ,୨୬।୧୨(ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିଠାରେ ବୁଧବାର ସନ୍ଧ୍ୟାରେ ଜଣେ ନାବାଳିକା ବୈତରଣୀ ନଦୀକୁ ଡେଇଁବା ଘଟଣା ଗୁରୁବାର ନୂଆ ମୋଡ଼ ନେଇଛି। ଭଦ୍ରକ ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri