ରାଶନ ସାମଗ୍ରୀ ପ୍ରଦାନରେ ଅନିୟମିତତା ଅଭିଯୋଗ

ରସୁଲପୁର, ୫।୬ (ଡି.ଏନ୍‌.ଏ.)-କରୋନା ପାଇଁ ରାଶନକାର୍ଡଧାରୀଙ୍କୁ ୯୦ ଦିନର ରାଶନ ଆଗୁଆ ପ୍ରଦାନ କରିବାକୁ କେନ୍ଦ୍ର ସରକାର ଗତ ମାର୍ଚ୍ଚରେ ନିର୍ଦ୍ଦେଶ ଦେଇଥିଲେ। ଏହି ନିର୍ଦ୍ଦେଶକ୍ରମେ ରସୁଲପୁର ବ୍ଲକ ଅଞ୍ଚଳର ହିତାଧିକାରୀମାନଙ୍କୁ ଡିଲରମାନେ ଚାଉଳ ଓ ଗହମ ପ୍ରଦାନ କରିଥିବା ବେଳେ ଡାଲି ବଣ୍ଟନ କରିନାହାନ୍ତି। ବ୍ଲକ ଭାଜପା ପକ୍ଷରୁ ଏ ନେଇ ବିଡିଓଙ୍କୁ ଶୁକ୍ରବାର ଅଭିଯୋଗ କରାଯିବା ସହ ତୁରନ୍ତ ହିତାଧିକାରୀଙ୍କୁ ଡାଲି ପ୍ରଦାନ କରିବାକୁ ଦାବି କରିଛନ୍ତି। ଜିଲାପରିଷଦ ସଦସ୍ୟ ଚତୁର୍ଭୂଜ ଦ୍ୱିବେଦୀଙ୍କ ନେତୃତ୍ୱରେ ପ୍ରଥମାଖଣ୍ଡି ସରପଞ୍ଚ ଚିନ୍ତାମଣି ସୁର, ଭାଜପା ବ୍ଲକ ସଭାପତି ଶଶିଭୂଷଣ ଦାଶ, ପୂର୍ବତନ ସମିତି ସଭ୍ୟ ବଟକୃଷ୍ଣ ସାହୁ, ୩୬ ନଂ. ଜୋନ ପ୍ରଭାରୀ ମୁକୁନ୍ଦଦେବ ମହାନ୍ତି, ବିଷ୍ଣୁଚରଣ ସାହୁ, ରମେଶ ଚନ୍ଦ୍ର ସ୍ବାଇଁ, ଅଶୋକ ମହାନ୍ତି, ନିର୍ମଳ ଦାସ ପ୍ରମୁଖ ଦାବିପ୍ରଦାନ ବେଳେ ଉପସ୍ଥିତ ଥିଲେ। ତୁରନ୍ତ ହିତାଧିକାରୀଙ୍କୁ ଡାଲି ପ୍ରଦାନ କରା ନଗଲେ ଭାଜପା ପକ୍ଷରୁ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଝୁଲାଇ ରଖିଲା ବିଜେଡି, ବିରୋଧୀଙ୍କ ପ୍ରଚାର ଜୋରଦାର

ଯାଜପୁର,୨୯ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ଓ କଂଗ୍ରେସ ପ୍ରାର୍ଥୀ ଚୂଡାନ୍ତ ହୋଇଥିବାବେଳେ ବିଜେଡି ଏଯାଏ ଝୁଲାଇ ରଖିଛି। ତେଣୁ ଶାସକ ଦଳର...

ବରୀରେ ପ୍ରାର୍ଥୀ ଘୋଷଣା କରିପାରୁନି ଭାଜପା

ବରୀ,୨୮ା୪(ମହେନ୍ଦ୍ର ସ୍ବାଇଁ)ଯାଜପୁର ଜିଲାର ବରୀ ନିର୍ବାଚନମଣ୍ଡଳୀରେ ଭାଜପା ଏଯାଏ ପ୍ରାର୍ଥୀ ଦେଇପାରିନାହିଁ। ଏଠାରେ ବିଜେଡି ବିଶ୍ୱରଞ୍ଜନ ମଲ୍ଲିକ ଓ କଂଗ୍ରେସ ଆରତୀ ଦେଓଙ୍କୁ ପ୍ରାର୍ଥୀ କରିବା...

ଯାଜପୁର ରୋଡ୍‌ ଜିଆର୍‌ଓପି ହେବ ଜିଆର୍‌ପିଏସ୍‌

ଯାଜପୁର,୨୮ା୪(ହର୍ଷବର୍ଦ୍ଧନ ବେହେରା)ଯାଜପୁର-କେନ୍ଦୁଝର ରୋଡ୍‌ ରେଳଷ୍ଟେଶନ (ଜେଜେକେଆର) ‘ଏ’ ବର୍ଗ ସତ୍ତ୍ବେ ଏଠାରେ ଦୀର୍ଘଦିନ ଧରି ଗର୍ଭମେଣ୍ଟ ରେଲଓ୍ବେ ଆଉଟପୋଷ୍ଟ (ଜିଆର୍‌ଓପି) ରହିଛି। ମାତ୍ର ୨ ଜଣ...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

ମାପଚୁପ ରିପୋର୍ଟ ଦାଖଲରେ ବିଳମ୍ବ

ଯାଜପୁର,୨୬ା୪(ହର୍ଷବର୍ଦ୍ଧନ ବେହେରା): ଶିଳ୍ପାୟନ ନାମରେ ଯାଜପୁର ଜିଲାରେ ଶିଳ୍ପସଂସ୍ଥାଙ୍କ ମନମାନି ବଢିବାରେ ଲାଗିଛି। କାରଖାନା ପ୍ରତିଷ୍ଠା ପାଇଁ ଶିଳ୍ପପତିମାନେ ଭୂଅର୍ଜନ ସକାଶେ ଇଡ୍‌କୋ ଜରିଆରେ ଦରଖାସ୍ତ...

ଜାରକା ବସ୍‌ଷ୍ଟାଣ୍ଡରେ ନାହିଁ ବିଶ୍ରାମାଗାର

କାଏମା,୨୬ା୪(ଶିବପ୍ରସାଦ ମହାନ୍ତି): ଜାରକା ବସ୍‌ଷ୍ଟାଣ୍ଡରେ ଯାତ୍ରୀ ବିଶ୍ରାମଗୋର ନିର୍ମାଣ ହୋଇ ପାରୁନାହିଁ। ଫଳରେ ଯାତ୍ରୀମାନେ ଖରାରେ ଆଉଟୁପାଉଟୁ ହେଉଛନ୍ତି। ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଯୋଗୁ ଘରଠୁ...

ବର୍ଷା, ଶର୍ମିଷ୍ଠାଙ୍କୁ ସ୍ବାଗତ ପାଇଁ ବିଜେଡିର ପ୍ରସ୍ତୁତି

ବଡ଼ଚଣା/ଛତିଆ,୨୫ା୪(ଦିଲୀପ କୁମାର ମହାନ୍ତି/ ସୌମ୍ୟ ରଞ୍ଜନ ସାହୁ)ଆସନ୍ତା ୨୬ ତାରିଖ ଶୁକ୍ରବାର ବଡ଼ଚଣା ବିଜେଡି ବିଧାୟକ ପ୍ରାର୍ଥିନୀ ବର୍ଷା ପ୍ରିୟଦର୍ଶିନୀ ଓ ଯାଜପୁର ସାଂସଦ ପ୍ରାର୍ଥତ୍ନୀ...

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri