Posted inରାଜ୍ୟ

ଶଟ୍‌ଡାଉନ୍‌ରେ ମାଟ୍ରିକ ମୂଲ୍ୟାୟନ ବନ୍ଦ

ଭୁବନେଶ୍ୱର,୬।୬(ବ୍ୟୁରୋ): କରୋନା ମୁକାବିଲା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ଓ ରବିବାର ୧୧ ଜିଲାକୁ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ତେବେ ଶଟ୍‌ଡାଉନ୍‌ ଘୋଷିତ ଉକ୍ତ ଜିଲାଗୁଡ଼ିକରେ ଶନିବାର ମାଟ୍ରିକ ମୂଲ୍ୟାୟନ ବନ୍ଦ ରହିଛି। ରବିବାର ମଧ୍ୟ ଉକ୍ତ ଜିଲାଗୁଡିକରେ ଖାତା ମୂଲ୍ୟାୟନ ହେବ ନାହିଁ। ମାତ୍ର ଅନ୍ୟ ସବୁ ଜିଲାରେ ଶନିବାର ଓ ରବିବାର ଖାତା ମୂଲ୍ୟାୟନ ହେବ। ଏ ନେଇ ମାଧ୍ୟମିକ ଶିକ୍ଷା ପରିଷଦ ପାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି।
ପ୍ରକାଶ ଯେ, କରୋନା ସଂକ୍ରମଣ ବଢ଼ୁଥିବାରୁ ୧୧ଟି ଜିଲାରେ ସପ୍ତାହକୁ ୨ ଦିନ ଅର୍ଥାତ୍‌ ାନିବାର ଓ ରବିବାର ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ଉକ୍ତ ଜିଲାଗୁଡିକ ହେଲା, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବଲାଙ୍ଗୀର ଓ ବାଲେଶ୍ୱର।


Enter your email to get our daily news in your inbox.

All Right Reserved By Dharitri.Com

ଏତେ କୋଟି ଟଙ୍କାର ମାଲିକାଣୀ ସୋଫିଆ ଫିର୍ଦ୍ଦୋସ

ଭୁବନେଶ୍ୱର,୪।୫: କଟକ-ବାରବାଟୀ ଆସନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ସୋଫିଆ ଫିର୍ଦ୍ଦୋସ। ସେ କଟକ-ବାରବାଟୀର ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ଅଟନ୍ତି। ତେବେ ସେ...

୩୭ ଏମ୍‌ପି ପ୍ରାର୍ଥୀରୁ ୧୭ କୋଟିପତି, କଳାହାଣ୍ଡି ଲୋକ ସଭା ପ୍ରାର୍ଥୀ ମାଳବିକା ସବୁଠୁ ଧନୀ

ଭୁବନେଶ୍ୱର,୪।୫: ପ୍ରଥମ ପର୍ଯ୍ୟାୟ ଭୋଟ ନେଇ ଏଡିଆର ଓ ଓଡ଼ିଶା ଇଲେକ୍ସନ ୱାଚର ରିପୋର୍ଟ ପ୍ରକାଶ ପାଇଛି। ୪ ସଂସଦୀୟ କ୍ଷେତ୍ରରେ ୩୭ ପ୍ରାର୍ଥୀ, ୭...

ସୁଚରିତା ଟିକେଟ୍‌ ଫେରାଇବା ନେଇ ଅଜୟ କୁମାରଙ୍କ ବଡ଼ ବୟାନ, କହିଲେ…

ଭୁବନେଶ୍ୱର,୪।୫: ପୁରୀ ଲୋକ ସଭା ପ୍ରାର୍ଥୀ ସୁଚରିତା ମହାନ୍ତି ଟିକେଟ୍‌ ଫେରାଇବା ନେଇ ଅଜୟ କୁମାରଙ୍କ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ପ୍ରାର୍ଥୀ ବଦଳାଇବା...

ପ୍ରଥମ ପର୍ଯ୍ୟାୟ ଭୋଟ ନେଇ ଆସିଲା ଏଡିଆର ରିପୋର୍ଟ: ଦଶମ ପାସ୍‌ କରି ନାହାନ୍ତି ୩ ପ୍ରାର୍ଥୀ

ଭୁବନେଶ୍ୱର,୪।୫: ପ୍ରଥମ ପର୍ଯ୍ୟାୟ ଭୋଟ ନେଇ ଏଡିଆର ଓ ଓଡ଼ିଶା ଇଲେକ୍ସନ ୱାଚର ରିପୋର୍ଟ ପ୍ରକାଶ ପାଇଛି। ୪ ସଂସଦୀୟ କ୍ଷେତ୍ରରେ ୩୭ ପ୍ରାର୍ଥୀ, ୭...

ସରପଞ୍ଚଙ୍କ ପରିବାରରେ ୩ ଶ୍ରମିକ

ନାଉଗାଁ,୪ା୫(ସୁଧା ବେହୁରା) ଶ୍ରମିକମାନଙ୍କୁ ଦାଦନ ଖଟିବାରେ ରୋକ ଲଗାଇବା ସହ ନିଜ ଅଞ୍ଚଳରେ କାର୍ଯ୍ୟ ଯୋଗାଇ ଦେବାର ଲକ୍ଷ୍ୟ ନେଇ କେନ୍ଦ୍ର ସରକାରଙ୍କ ତରଫରୁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌...

କୋରାପୁଟରେ ନିର୍ବାଚନ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ: ବିରୋଧୀଙ୍କୁ ଟାର୍ଗେଟ୍‌

କୋରାପୁଟ,୪।୫(ଅମିତାଭ ବେହେରା)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର କୋରାପୁଟରେ ପହଞ୍ଚି ନିର୍ବାଚନ ପ୍ରଚାର କରିଛନ୍ତି। କୋରାପୁଟ ଓଏମ୍‌ପି ପଡ଼ିଆରେ ଆୟୋଜିତ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଓଡ଼ିଶାର...

ପୁଣି ଦଳ ଡେଇଁଲେ ଦେବାଶିଷ, ଭାଜପା ଛାଡ଼ି କଂଗ୍ରେସରେ ହେଲେ ସାମିଲ

ଭୁବନେଶ୍ୱର,୪।୫: ୨୪ ଘଣ୍ଟାରେ ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା। ଉପକୂଳ ସମେତ କିଛି ସ୍ଥାନରେ କାଳବୈଶାଖୀ ହେବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା...

୨୪ ଘଣ୍ଟାରେ ରାଜ୍ୟରେ କାଳବୈଶାଖୀ ବର୍ଷା!, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୪।୫: ୨୪ ଘଣ୍ଟାରେ ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା। ଉପକୂଳ ସମେତ କିଛି ସ୍ଥାନରେ କାଳବୈଶାଖୀ ହେବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri