ଡାକଘର ଟେବୁଲ ଚୋରି କଲେ ଦୁର୍ବୃତ୍ତ

ବରଗଡ଼ ଅଫିସ,୬।୬: ବରଗଡ଼ ଜିଲା ଅତାବିରା ଥାନା ଗୋଡଭଗା ଫାଣ୍ଡି ଅନ୍ତର୍ଗତ ଦୁଲମପୁର ଅଞ୍ଚଳରେ ଚୋରମାନଙ୍କ ଦୌରାତ୍ମ ବଢିବାରେ ଲାଗିଛି। ଶୁକ୍ରବାର ବିଳମ୍ବିତ ରାତ୍ରିରେ ଦୁଲମପୁରସ୍ଥିତ ଶାଖା ଡାକଘରୁ (ବ୍ରାଞ୍ଚ ପୋଷ୍ଟ ଅଫିସ)ରୁ ଚୋରି ହୋଇଥିବା ଜଣାପଡ଼ିଛି। ଚୋରମାନେ ଡାକଘର କବାଟରେ ଲାଗିଥିବା ତାଲା ଭାଙ୍ଗି କାର୍ଯ୍ୟାଳୟ ମଧ୍ୟରେ ରହିଥିବା ଟେବୁଲକୁ ଉଠାଇ ନେଇଛନ୍ତି। ଉକ୍ତ ଟେବୁଲ ଡ୍ରରେ ନଗଦ ଟଙ୍କା ସହ ଉପଭୋକ୍ତାଙ୍କ କିଛି ପାସବୁକ୍‌ ଓ ରସିଦ ଆଦି କାଗଜପତ୍ର ରହିଥିଲା। ଏନେଇ ଶନିବାର ସ୍ଥାନୀୟ ବ୍ରାଞ୍ଚ ପୋଷ୍ଟ ମାଷ୍ଟର ରାଧାଚରଣ ସାହୁ ଗୋଡଭଗା ଫାଣ୍ଡିରେ ଏତଲା ଦେଇଛନ୍ତି। ଏତଲା ପାଇବା ପରେ ଗୋଡଭଗା ଫାଣ୍ଡି ପୋଲିସ ଘଟଣାସ୍ଥଳକୁ ପହଞ୍ଚି ତନାଘନା ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଶୀତଦିନେ ପରିସ୍ରାର ରଙ୍ଗ ଏପରି ଦେଖାଯାଉଛି କି, ହୋଇପାରେ…

ନୂଆଦିଲ୍ଲୀ,୨୪।୧୨: ଶୀତଦିନ ଆସିବା ସହିତ ଶରୀରରେ ଅନେକ ପରିବର୍ତ୍ତନ ଘଟେ । ଥଣ୍ଡା ବଢ଼ିବା ସହିତ ଖାଦ୍ୟପେୟ, ପାନୀୟ ଅଭ୍ୟାସ ଏବଂ ଦୈନନ୍ଦିନ କାର୍ଯ୍ୟଶୈଳୀରେ ପରିବର୍ତ୍ତନ ଆସେ...

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ଆସନ୍ତା ୨୭-୨୮ରେ ବୁଢ଼ାଡଙ୍ଗର ଲୋକ ମହୋତ୍ସବ: ସମ୍ମାନୀତ ହେବେ…ଯୋଗ ଦେବେ ବଲିଉଡ ସହ…

କେସିଙ୍ଗା,୨୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅଗ୍ରଣୀ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ସଭାପତି ସୁଶାନ୍ତ କୁମାର ମହାପାତ୍ରଙ୍କ ନେତୃତ୍ୱରେ ବିଏସ୍‌ଏ କାର୍ଯ୍ୟାଳୟ ପରିସରରେ ବୁଧବାର ସାରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri