ଲକ୍‌ଡାଉନ୍‌ରେ ଫାର୍ମହାଉସ ସଫା କଲେ ସଲମାନ୍‌

ଲକ୍‌ଡାଉନ୍‌ ଯୋଗୁ ବଲିଉଡ୍‌ ଅଭିନେତା ସଲମାନ୍‌ ଖାନ୍‌ ଏବେ ପନଭେଲସ୍ଥିତ ନିଜ ଫାର୍ମହାଉସରେ ରହୁଛନ୍ତି। ତାଙ୍କ ସହ ଭଉଣୀ ଅର୍ପିତା, ଅଭିନେତା ଆୟୁଶ ଶର୍ମା, ଅଭିନେତ୍ରୀ ଜ୍ୟାକଲିନ୍‌ ଫର୍ଣ୍ଣାଡିଜ୍‌ ଏବଂ ଲୁଲିଆ ବନ୍ତୁର ମଧ୍ୟ ରହୁଛନ୍ତି। ଏବେ ସଲମାନ୍‌ଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଭାଇଜାନ୍‌ ନିଜର ପୂରା ଟିମ୍‌ ସହ ଫାର୍ମ ହାଉସ ସଫା କରୁଥିବା ଦେଖିବାକୁ ମିଳୁଛି। ସଲମାନ୍‌ କର୍ମଚାରୀଙ୍କ ସହ ମିଶି ଝାଡୁ କରୁଛନ୍ତି। ୟୁଲିଆ ବନ୍ତୁର ମଧ୍ୟ ହାତରେ ଝାଡୁ ଧରି ସଫା କରୁଛନ୍ତି। ଏହି ଭିଡିଓ ଶେୟାର କରି ସଲମାନ୍‌ ଲେଖିଛନ୍ତି -‘ସ୍ବଚ୍ଛ ଭାରତ’। ସଲମାନ୍‌ଙ୍କ ଏହି ଭିଡିଓରେ ପ୍ରଶଂସକ ନିଜର ଭିନ୍ନ ଭିନ୍ନ ମତ ଦେଉଛନ୍ତି। ବାସ୍ତବରେ ସଲମାନ୍‌ଙ୍କ ଏହି ଭିଡିଓ ବିଶ୍ୱ ପରିବେଶ ଦିବସ ଅବସରରେ ଖୁବ୍‌ ଭାଇରାଲ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୃଦଘାତରେ ଚାଲିଗଲା ଜେନେରାଲ ମ୍ୟାନେଜରଙ୍କ ଜୀବନ: ଖେଳିଗଲା ଶୋକର ଛାୟା

ଦାରିଙ୍ଗବାଡି, ୨୦।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଇକୋ ରିଟ୍ରିଟରେ କାର୍ଯ୍ୟରତ ଜେନେରାଲ ମ୍ୟାନେଜର ସୁମନ୍ତ ସରକାରଙ୍କ ଶୁକ୍ରବାର ବିଳମ୍ବିତ ରାତିରେ ହୃଦଘାତରେ ମୃତ୍ୟୁ...

ମୋଦିଙ୍କ କାନରେ ଲାଗିଥିବା ‘White Earring’କୁ ନେଇ ହଇଚଇ, ଜାଣନ୍ତୁ କେଉଁ କାମରେ ଆସେ ଏହି ସିକ୍ରେଟ ଗ୍ୟାଜେଟ

ନୂଆଦିଲ୍ଲୀ,୨୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସମ୍ପ୍ରତି ତାଙ୍କ ଓମାନ ଗସ୍ତ ସମୟରେ ଏକ ଅନନ୍ୟ ଗ୍ୟାଜେଟ ପିନ୍ଧିଥିବାର ଦେଖାଯାଇଥିଲା, ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା।...

ମରିଗଲା ମାନବିକତା, ବୀମା ଟଙ୍କା ପାଇଁ ଘରେ ସାପ ପୂରାଇ ବାପାକୁ ମାରିଲେ ୪ ପୁଅ

ନୂଆଦିଲ୍ଲୀ, ୨୦।୧୨: ତାମିଲନାଡୁର ଥିରୁବଲୁବରର ଜିଲ୍ଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପୋଥାଥୁରପେଟର ନାଲ୍ଲାଥିନିରକୁଲମ ଷ୍ଟ୍ରିଟରେ ରହୁଥିବା ୫୬ ବର୍ଷୀୟ ଗଣେଶନଙ୍କ ସାପ କାମୁଡ଼ିବାରୁ...

ବାଂଲାଦେଶ ହିଂସା: ଉସମାନ ହାଦିଙ୍କ ହତ୍ୟା ପରେ, ଗଣମାଧ୍ୟମ କାର୍ଯ୍ୟାଳୟରେ ନିଆଁ, ୨୭ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ପ୍ରକାଶିତ ହୋଇନଥିଲା ଖବରକାଗଜ

ଢାକା,୨୦।୧୨: ଯୁବ ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶର ରାଜଧାନୀ ଢାକାରେ ପରିସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲିଗଲା ଯେତେବେଳେ ଜନତା ଦେଶର ଦୁଇଟି...

ବର୍ଷ ଶେଷରେ ଶତ୍ରୁ ବନେଇବେ ବୃଷ-ମକର, ହେବ ଆର୍ଥିକ କ୍ଷତି! ନୂଆବର୍ଷବେଳକୁ କାଙ୍ଗାଳ ହୋଇଯିବେ ୪ରାଶି

ଗ୍ରହମାନଙ୍କର ରାଜକୁମାର ବୁଧ ଡିସେମ୍ୱର ୨୯ ତାରିଖରେ ଧନୁ ରାଶିରେ ପ୍ରବେଶ କରୁଛନ୍ତି। ବୁଧ ଜାନୁଆରୀ ୧୭, ୨୦୨୬ ପର୍ଯ୍ୟନ୍ତ ସେଠାରେ ରହିବ। ବୁଧଙ୍କ ଭ୍ରମଣ...

ଓଲଟିଲା ଗୋରୁ ବୋଝେଇ କ୍ୟାଣ୍ଟର: ୫୦ରୁ ଉର୍ଦ୍ଧ୍ୱ ଗୋରୁ ମୃତ

କୋଟପାଡ଼,୨୦।୧୨(କେ. ରାଜଶେଖର ରାଓ): କୋରାପୁଟ ଜ଼ିଲା କୋଟପାଡ଼ରେ ଘୁମର ପଞ୍ଚାୟତ ପୂର୍ତ୍ତ ବିବାଗ ଜୟପୁରକୁ ସଂଯୋଗ କରୁଥିବା ରାସ୍ତା ଉପରେ ଏକ ଗୋରୁ ବୋଝେଇ କ୍ୟାଣ୍ଟର...

ଥରୁଛି ଜି. ଉଦୟଗିରି: ରାଜ୍ୟର ସବୁଠାରୁ କମ୍‌ ତାପମାତ୍ରା, ଜାଣନ୍ତୁ କେତେ…

ଜି.ଉଦୟଗିରି ୨୦/୧୨(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠି ): ରାଜ୍ୟର ଥଣ୍ଡା ସହର ଭାବେ ପରିଚିତ ଉଦୟଗିରିରେ ଦୀର୍ଘ ପନ୍ଦର ଦିନ ହେବ ଶୀତର ଲହର...

ରାତିରେ ଶୋଇବା ପୂର୍ବରୁ ଖାଆନ୍ତୁ ଛୋଟ ଅଳେଇଚ, ଶରୀରରେ ହେବ…

ଅଳେଇଚ ରୋଷେଇ ଘରେ ବ୍ୟବହୃତ ଏକ ବିଶେଷ ମସଲା । ଯାହା କେବଳ ଖାଦ୍ୟର ସ୍ୱାଦ ବୃଦ୍ଧି କରେ ନାହିଁ ବରଂ ଅନେକ ସ୍ୱାସ୍ଥ୍ୟ ଲାଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri