ଗଛ-ଗୀତା ମାଧ୍ୟମରେ ବିଦାୟ ଦେଲେ ସରପଞ୍ଚ, ଭାବବିହ୍ବଳ ହେଲେ ପ୍ରବାସୀ

ଖଇରା,୬।୬(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଖଇରା ବ୍ଲକ ଅଧୀନ ନହଙ୍ଗ ପଞ୍ଚାୟତ ସରପଞ୍ଚ ରାଜଶ୍ରୀ ଦାସ ଶନିବାର ଗୀତା ଓ ଗଛ ଦେଇ ନହଙ୍ଗ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ରହୁଥିବା ପ୍ରବାସୀମାନଙ୍କୁ ଭାବବିହ୍ବଳ ପରିବେଶରେ ବିଦାୟ ଜଣାଇଛନ୍ତି। ଏହି ସଙ୍ଗରୋଧ କେନ୍ଦ୍ରରେ ୧୫ଜଣ ପ୍ରବାସୀ ୭ଦିନ ରହିବା ପରେ ଶନିବାର ସେମାନେ ଘରକୁ ଫେରିଛନ୍ତି। ପ୍ରବାସୀଙ୍କ ମଧ୍ୟରେ ୨୧ଦିନର ଶିଶୁ,୧୦ବର୍ଷର ବାଳକ ମଧ୍ୟ ରହିଥିଲେ। ପୂର୍ବାହ୍ନରେ ସରପଞ୍ଚ ପ୍ରବାସୀମାନଙ୍କୁ ମିଠା ଖୁଆଇବା ପରେ ଗଛ ଗୀତା ସହିତ ମାସ୍କ ଓ ଗୋଲାପ ଫୁଲ ଦେଇ ଘରକୁ ଯିବାର ବନ୍ଦୋବସ୍ତ କରିଥିଲେ। ଗଛ ପରିବେଶ କୁ ସୁସ୍ଥ ରଖିବା ସହ ସଙ୍ଗରୋଧ କେନ୍ଦ୍ରର ସ୍ମୃତିକୁ ମନେ ପକାଇବ। ଗୀତା ମଣିଷର ବାକି ଜିବନର ଚଲାପଥକୁ ସୁଗମ କରିବା ଲକ୍ଷରେ ସେ ଏହି ଭେଟି ପ୍ରବାସୀ ମାନଙ୍କୁ ପ୍ରଦାନ କରିଥିବା ନେଇ ସରପଞ୍ଚ କହିଛନ୍ତି। ଏଥିସହ ସଫେଇ କର୍ମଚାରୀ, ସିକ୍ୟୁରିଟି ଗାର୍ଡ ଓ ଅଶାକର୍ମୀଙ୍କୁ ମଧ୍ୟ ସମ୍ମାନିତ କରାଯାଇଥିଲା। ସରପଞ୍ଚଙ୍କ ସହ ପୂର୍ବତନ ସରପଞ୍ଚ ରବିନ୍ଦ୍ର ନାୟକ, ନାଏବ ସରପଞ୍ଚ ପ୍ରଶାନ୍ତ କୁମାର ଜେନା, ଶଶିକାନ୍ତ ଜେନା, ସମ୍ବିତ ସାହୁ, ତୁଷାର ଦାସ, ପ୍ରଦ୍ୟୁମ୍ନ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା ବିଧାନସଭା ଆସନ: ତ୍ରିମୁଖୀ ଲଢେଇରେ ସ୍ବାଧୀନ ପ୍ରାର୍ଥୀଙ୍କ ପ୍ରଚାର ଚର୍ଚ୍ଚାରେ

ଭବାନୀପାଟଣା, ୭।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ନିର୍ବାଚନ ମଣ୍ଡଳୀରେ ରାଜନୀତି ଉଷ୍ଣତା ବଢିବାରେ ଲାଗିଛି। ହାତରେ ଆହୁରି କମ୍‌ ସମୟ ଥିବାରୁ ଏଠାକାର...

କଳାହାଣ୍ଡି ସ୍ବାଧୀନ ଏମ୍‌ପି ପ୍ରାର୍ଥୀଙ୍କୁ ଆକ୍ରମଣ

ଭବାନୀପାଟଣା,୭।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଲୋକସଭା ସ୍ବାଧୀନ ପ୍ରାର୍ଥୀ ନରେଶ ହିଆଲଙ୍କୁ କେତେକ କେତେକ ଦୁର୍ବୃତ୍ତ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ନରେଶ...

୩ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡାଦେଶ

ବାରିପଦା,୭।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଅତିରିକ୍ତ ଜିଲା ଓ ଦୌରା ଜଜ (୧) କୋର୍ଟରେ ମଙ୍ଗଳବାର ଏକ ନରହତ୍ୟା ମାମଲାର ରାୟ ପ୍ରକାଶ...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୨୦ ଘର

ବାରିପଦା,୭।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ବ୍ଲକ କେନ୍ଦୁଡିହା ପଞ୍ଚାୟତ କୁଳିଅଣା ବିନ୍ଧାଣିସାହିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଯାଇଛି। ଏହି ଆକସ୍ମିକ ଅଗ୍ନିକାଣ୍ଡରେ ବିନ୍ଧାଣିବସ୍ତିର ୨୦ରୁ...

ଭଞ୍ଜନଗରରେ କାଳବୈଶାଖୀ ତାଣ୍ଡବ

ଭଞ୍ଜନଗର,୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ସହ ବଜ୍ରପାତ ହେବାରୁ ଗୋପାଳପୁର ଶାସନ ପଞ୍ଚାୟତ ରତ୍ନପୁର ଗ୍ରାମରେ ୨୨ଟି...

ରାଜପଥର ବାଇକ୍‌ ଦୁର୍ଘଟଣା, ଚାଳକ ଗୁରୁତର

ହାଟଡିହୀ,୭l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଆନନ୍ଦପୁର-ଭଦ୍ରକ ୫୩ ନମ୍ବର ରାଜ୍ୟ ରାଜପଥର ହାଟଡିହୀ ପୋଷ୍ଟ ଅଫିସ ନିକଟରେ ଏକ ବାଇକ୍‌ ଦୁର୍ଘଟଣା ଘଟି...

ଜଳସ୍ତର କମି ୧୫ ଫୁଟ୍‌ ଜାଗାରେ ୬୫ ଫୁଟ୍‌ ହେଲାଣି

ପଟ୍ଟାମୁଣ୍ଡାଇ, ୭ା୫ (କଳ୍ପତରୁ ନାୟକ):ଅସହ୍ୟ ତାତି ସାଙ୍ଗକୁ ପାଣି ସମସ୍ୟା ଲୋକଙ୍କ ଚିନ୍ତା ବଢ଼ାଇଛି। ସ୍ଥିତି ଏମିତି ଯେ ସବୁଠି ପାଣି ପାଇଁ ହାହାକାର ସ୍ଥିତି...

୬ ବନ୍ୟା ଆଶ୍ରୟସ୍ଥଳ ଅଧାପନ୍ତରିଆ

ଯାଜପୁର,୭ା୫(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା ଦେଇ ପ୍ରବାହିତ ନଦୀଗୁଡ଼ିକର ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସୁରକ୍ଷା ପାଇଁ ବହୁମୁଖୀ ବନ୍ୟା ଆଶ୍ରୟସ୍ଥଳ ନିର୍ମାଣ ସମ୍ପୂର୍ଣ୍ଣ ହୋଇପାରିନାହିଁ। ଆଗକୁ କିଛି ସପ୍ତାହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri