Posted inଜାତୀୟ

ଶାହାଙ୍କ ରାଲି ପୂର୍ବରୁ ବିହାରରେ ପୋଷ୍ଟର ଓ୍ବାର

ପାଟନା,୭।୬: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରବିବାର ବିହାରରେ ଏକ ଡିଜିଟାଲ ରାଲିରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ହେଲେ ଏହା ପୂର୍ବରୁ ଆରମ୍ଭ ହୋଇଯାଇଛି ପୋଷ୍ଟର ଓ୍ବାର। ରାଜଧାନୀ ପାଟନାରେ ନେତାଙ୍କର ପୋଷ୍ଟରକୁ ଦେଖି ଏବେ ରାଜନୀତି ହୋଇଛି ସରଗରମ। ଡାକବଙ୍ଗଳା ନିକଟ ଓ ଆୟକର ବିଭାଗ ରାସ୍ତାରେ ଲାଗିଥିବା ପୋଷ୍ଟରରେ ଆର୍‌ଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କୁ ଟାର୍ଗେଟ କରାଯାଇଥିବା ଦେଖାଯାଇଛି। ଉକ୍ତ ପୋଷ୍ଟରରେ ଲାଲୁଙ୍କ ଫଟୋ ସହ ଲେଖାଯାଇଛି, ‘କଏଦୀ ବଜାଉଛନ୍ତି ଥାଳି,ଜନତା ବଜାନ୍ତୁ ତାଳି’। ସୂଚନାଯୋଗ୍ୟ, ଲାଲୁ ପ୍ରସାଦ ଯାଦବ ମୁଖ୍ୟମନ୍ତ୍ରୀ ଥିବା ସମୟରେ ପ୍ରାୟ ୯ଶହ କୋଟି ଟଙ୍କାର ଗୋଖାଦ୍ୟ ଦୁର୍ନିତି ମାମଲା ହୋଇଥିଲା। ଏହି ମମାଲାରେ ଏବେ ଲାଲୁ ଦୋଷୀ ସାବ୍ୟସ୍ତ ହେବା ସହ ଜେଲଦଣ୍ଡ ଭୋଗ କରୁଛନ୍ତି। ଏବେ ଏହାକୁ ନେଇ ରାଜନୀତି ସରଗରମ ହୋଇଥିବା ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂତନ କମିଟି ଗଠନ: ସୁକାନ୍ତ-ଅଜିତଙ୍କୁ ଗୁରୁଦାୟିତ୍ୱ

ଦାରିଙ୍ଗବାଡି, ୨୩/୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଭାଜପାର ଜିଲାସ୍ତରୀୟ ନୂତନ କମିଟି ଜିଲା ସଭାପତି ପଣ୍ଡିତ ବିଶିମାଝିଙ୍କ ନେତୃତ୍ୱରେ ଚୟନ ହୋଇଯାଇଛି। ଜିଲାର ୧୨ଟି...

ରୋଷେଇ କଲା ବେଳେ ଫାଟିଲା ଗ୍ୟାସ ସିଲିଣ୍ଡର, ଗୁରୁତରଙ୍କୁ କଟକ ସ୍ଥାନାନ୍ତର

ବ୍ରହ୍ମପୁର , ୨୩।୧୨( ସୁବାସ ଚନ୍ଦ୍ର ପାଢ଼ୀ): ନିମଖଣ୍ଡି ଥାନା ଅନ୍ତର୍ଗତ ବୋରିଗାଁର ବଡ଼ ବନ୍ଧ ସାହିରେ ସୋମବାର ରାତିରେ ଗ୍ୟାସ ସିଲିଣ୍ଡର ଫାଟିଯାଇଛି ।...

ଏହି କ୍ରିକେଟର୍‌ଙ୍କ ଜୀବନକୁ ବିପଦ: କିଣିଲେ ବୁଲେଟପ୍ରୁଫ କାର

ନୂଆଦିଲ୍ଲୀ,୨୨।୧୨: ତାଲିବାନ ଶାସିତ ଆଫଗାନିସ୍ତାନରେ ରଶିଦ ଖାନ ସୁରକ୍ଷିତ ଅନୁଭବ କରନ୍ତି ନାହିଁ। ସେ କେଭିନ ପିଟରସନଙ୍କ ସହିତ ଏକ ସାକ୍ଷାତକାରରେ ଏହା ପ୍ରକାଶ କରିଛନ୍ତି।...

ବନ୍ଧାହେଲେ ଜୁନିୟର ଆକାଉଣ୍ଟାଣ୍ଟ, ୪ ଦାମୀ ପ୍ଲଟ୍‌ ସହ ରହିଛି…

ସୁନ୍ଦରଗଡ଼,୨୩ା୧୨: ସୁନ୍ଦରଗଡ଼ OSCSC ଲିମିଟେଡ୍‌ ଜୁନିୟର ଆକାଉଣ୍ଟାଣ୍ଟ ରବୀନ୍ଦ୍ର ବାରିକ ଗିରଫ ହୋଇଛନ୍ତି। ଭିଜିଲାନ୍ସ ଚଢାଉ ବେଳେ ରବୀନ୍ଦ୍ରଙ୍କ ଘରୁ ଠାବ ହୋଇଛି ବିପୁଳ ଟଙ୍କାର...

ପ୍ରଧାନମନ୍ତ୍ରୀ ଚେହେରା ବଦଳାଇଲା କଂଗ୍ରେସ! ରାହୁଲ ଗାନ୍ଧୀ ନୁହଁନ୍ତି, ଏହି ନେତା… ସାଂସଦଙ୍କ ବୟାନକୁ ନେଇ ହଲଚଲ

ନୂଆଦିଲ୍ଲୀ,୨୩।୧୨: ଭାରତୀୟ ଜାତୀୟ କଂଗ୍ରେସର ଆଭ୍ୟନ୍ତରୀଣ ଏବଂ ବାହ୍ୟ ରାଜନୈତିକ ଦୃଶ୍ୟପଟରେ, ପୂର୍ବ ଅନେକ ନିର୍ବାଚନରୁ ଏହା ସ୍ପଷ୍ଟ ହୋଇଛି ଯେ ପୂର୍ବତନ ଦଳର ଅଧ୍ୟକ୍ଷ...

ପୁରୀ ସମୁଦ୍ରରେ ଗାଧୋଇବା ବେଳେ ବୁଡ଼ି ଯାଉଥିଲେ ପଶ୍ଚିମବଙ୍ଗର ୪ପର୍ଯ୍ୟଟକ, ଉଦ୍ଧାର କଲେ ଲାଇଫଗାର୍ଡ

ପୁରୀ ୨୩/୧୨( ଅଜିତ୍ କୁମାର ମହାନ୍ତି): ଏବେ ପର୍ଯ୍ୟଟନ ଋତୁ ଜାରି ରହିଥିବା ବେଳେ ପୁରୀକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି । ଅନେକ ଲୋକ ପୁରୀକୁ...

ବିଳମ୍ବ କଲେ ଏମ୍‌ପି, ଚାଲିଗଲେ ବିଧାୟକ

ଜଗତ୍‌ସିଂହପୁର, ୨୪ା୧୨ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳାର ଉଦ୍‌ଘାଟନୀ ଉତ୍ସବରେ ସୋମବାର ବିଶୃଙ୍ଖଳା ଦେଖାଦେଇଛି। କାର୍ଯ୍ୟସୂଚୀ ଅନୁଯାୟୀ ପୂର୍ବାହ୍ନ...

କୃଷି ବିଭାଗର ଚଢାଉ: ୧୭୭ ବସ୍ତା ନକଲି ସାର ଜବତ

ନୂଆପଡ଼ା,୨୩ା୧୨ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ ଗୋଡଫୁଲା ଗାଁ ନିକଟ ରାସ୍ତା କଡରେ ବେଆଇନ ଭାବରେ ନକଲି ରାସାୟନିକ ସାର ଓ ଔଷଧ ବିକ୍ରୟ କରାଯାଉଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri