ଲକ୍‌ଡାଉନରେ ବନ୍ୟଜନ୍ତୁ ଶିକାର: ବାଇକ ସହ ବାର୍‌ହା ମାଂସ ଜବତ, ୨ ଗିରଫ

ବୁଗୁଡ଼ା,୭ା୬(ଡି.ଏନ.ଏ.)- ବୁଗୁଡ଼ା ସହର ମଦନମୋହନ ଛକଠାରେ ରବିବାର ବୁଗୁଡ଼ା ବନବିଭାଗ ତରଫରୁ ଚଢ଼ାଉ କରାଯାଇ ଏକ ବାଇକ ସହ ୫ କେଜି ବାର୍‌ହା ମାଂସ ଜବତ ହୋଇଛି। ଏଥିରେ ୨ ଜଣ ଶିକାରୀଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଗାଙ୍ଗପୁର ଥାନା ମହାନିମପଲ୍ଲୀ ଗ୍ରାମର ରାମ ନାୟକ ଓ ଦିବାନା ନାୟକ। ଏନେଇ ବନ ବିଭାଗ ପକ୍ଷରୁ କେଶ ନଂ.୧୦୭/୨୦-୨୧ରେ ଏକ ମାମଲା ରୁଜୁ ହୋଇଛି।
ଚାରିଆଡେ ଶଟ୍‌ଡାଉନ ଚାଲିଥିବାବେଳେ ଏହାର ସୁଯୋଗ ନେଇ ଠଣାପଲ୍ଲୀ ଜଙ୍ଗଲରୁ ବାର୍‌ହା ଶିକାର କରିଥିଲେ ରାମ ଓ ଦିବାନା। ବାଇକରେ ମାଂସ ଧରି ବିକିବାକୁ ଯାଉଥିବା ବେଳେ କୌଣସି ସୂତ୍ରରୁ ଖବର ପାଇ ବୁଗୁଡ଼ା ମଦନମୋହନ ଛକଠାରେ ବନାଞ୍ଚଳ ଅଧିକାରୀ ଫକୀର ଚରଣ ବେହେରା, ବନପାଳ ଅଭିରାମ ଖିଲ, ବନରକ୍ଷୀ ଶିବରାମ ପାତ୍ର, ରତନ ମଲିକ ପ୍ରମୁଖ ଚଢାଉ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

ନୂତନ ସରକାରୀ ଓକିଲ ନିଯୁକ୍ତି: ଭଞ୍ଜନଗର-ଜଗନ୍ନାଥପ୍ରସାଦ କୋର୍ଟରେ ୧୪ ଜଣ ନିଯୁକ୍ତ,ଜାଣନ୍ତୁ… 

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଭାଜପା କ୍ଷମତାକୁ ଆସିବା ପରେ ଗଞ୍ଜାମ ଜିଲାରେ ସରକାରୀ ଓକିଲ ତାଲିକା ତୁରନ୍ତ ବଦଳିବ ବୋଲି ଆଶା କରାଯାଉଥିଲା। କିନ୍ତୁ ବିଭିନ୍ନ କାରଣ ଯୋଗୁ...

ପୁରୁଷୋତ୍ତମପୁରରେ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ; କର୍ମୀମାନେ ଏକତ୍ରିତ ହୋଇ…

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏବଂ ଏନ୍‌ଏସି ପକ୍ଷରୁ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି l ଏଥିରେ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର...

ଦିଗପହଣ୍ଡିରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ୍‌ ଶୋଭାଯାତ୍ରା ସହ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ବିଜେଡ଼ି ବ୍ଲକ ଓ ନଗର କମିଟି...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ: ଯୋଗଦେବେ ୫୦ ହଜାରରୁ ଉର୍ଦ୍ଧ୍ୱ କର୍ମକର୍ତ୍ତା

ଭଞ୍ଜନଗର,୨୬/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗୀ ଠାରେ ଶୁକ୍ରବାର ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ ହୋଇଯାଇଛି । ଏହା ରବିବାର ପର୍ଯ୍ୟନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri