ତଟକା ଫଳମୂଳ ଖାଇବା ଆମ ଶରୀର ପାଇଁ ବେଶ୍ ଉପକାରୀ। ହେଲେ ଏହାର ପରିମାଣ ଅଧିକ ହେଲେ ତାହାର ଖରାପ ପ୍ରଭାବ ଶରୀର ଉପରେ ପଡିବାର ଆଶଙ୍କା ରହିଛି। ନିକଟରେ ବୋଷ୍ଟନ ୟୁନିଭର୍ସିଟିର ବିଶେଷଜ୍ଞମାନେ ଏପରି ରୋମାଞ୍ଚକର ତଥ୍ୟ ଲୋକଲୋଚନକୁ ଆଣିଛନ୍ତି। ଏକ ସର୍ଭେ ଦ୍ୱାରା ସେମାନେ ଏଭଳି ସିଦ୍ଧାନ୍ତରେ ଉପନୀତ ହୋଇଛନ୍ତି। ଉକ୍ତ ସର୍ଭେ ସମୟରେ ସେମାନେ ଏହାର ପରିସରଭୁକ୍ତ ବ୍ୟକ୍ତିମାନଙ୍କୁ ଦୁଇ ଗ୍ରୁପ୍ରେ ବିଭକ୍ତ କରିଥିଲେ। ସାଧାରଣ ଭାବରେ ଫଳମୂଳ ଖାଇଥିବା ବ୍ୟକ୍ତିମାନଙ୍କୁ ଗୋଟିଏ ଗ୍ରୁପ୍ ଏବଂ ଆବଶ୍ୟକତାଠାରୁ ଅଧିକ ଫଳମୂଳ ଖାଉଥିବା ବ୍ୟକ୍ତିମାନଙ୍କୁ ଆଉ ଏକ ଗ୍ରୁପ୍ରେ ରଖାଯାଇଥିଲା। ଆଶ୍ଚର୍ଯ୍ୟଜନକ ଭାବରେ ଯେଉଁମାନେ ଆବଶ୍ୟକତାଠାରୁ ଅଧିକ ଫଳମୂଳ ଖାଉଥିଲେ ସେମାନଙ୍କ ଠାରେ ଅବସାଦଜନିତ ସମସ୍ୟା ଦେଖିବାକୁ ମିଳିଥିଲା। ଏହାବ୍ୟତୀତ ସେମାନଙ୍କର ମାନସିକତା ମଧ୍ୟ ପ୍ରଭାବିତ ହେବାର ଆଶଙ୍କା ରହିଛି ବୋଲି ସେମାନେ ସତର୍କ କରାଇ ଦେଇଛନ୍ତି।
Posted inHome, Home Left, ଜୀବନଚର୍ଯ୍ୟା View All
ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା
ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...
ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…
ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...
ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ
ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...
ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…
ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...
ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…
ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...
ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍ଘାଟିତ
ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍ଘାଟିତ ହୋଇଯାଇଛି। ଏହାକୁ...
ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…
ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍ପି ଶୁଭେନ୍ଦୁ...
ବରଗଡକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ବିଜେଡି କଲା ବଡ଼ ଦାବି: ଦେଲା ଚେତାବନୀ, ସମସ୍ୟାର ସମାଧାନ ନ ହେଲେ…
ବରଗଡ ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ଜ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ବରଗଡ଼ ମଥୁରାନଗରୀ ପାଲଟିଛି । ମଙ୍ଗଳବାର ସମ୍ଭବତଃ ମୁଖ୍ୟମନ୍ତ୍ରୀ ମୋହନ ଚରଣ...
Archives


