ମନରେଗାର ଗୁରୁତ୍ୱ ଉପଲବ୍ଧି କରୁଛନ୍ତି ମୋଦି ସରକାର: ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୮।୬: କରୋନା ସଂକ୍ରମଣ ସମୟରେ ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଏପରିସ୍ଥଳେ ମନରେଗା ଦ୍ୱାରା ଶ୍ରମିକ ଏବଂ ଦିନ ମଜୁରିଆଙ୍କ ପାଖରେ ସରକାରଙ୍କ ଆର୍ଥିକ ସହାୟତା ପହଞ୍ଚି ପାରିଛି। ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମନରେଗାର ଗୁରୁତ୍ୱ ଉପଲବ୍ଧି କରିବା ଆରମ୍ଭ କରିଛନ୍ତି ବୋଲି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଗଣ ମାଧ୍ୟମ ସଂସ୍ଥା ‘ଦି ଇଣ୍ଡିଆନ୍‌ ଏକ୍ସପ୍ରେସ୍‌’ରେ ଏକ ଲେଖାରେ ଉଲ୍ଲେଖ କରିଛନ୍ତି। ପୂର୍ବରୁ ଏହାକୁ ନେଇ ଭାଜପା ନେତୃତ୍ୱାଧୀନ ଏନଡ଼ିଏ ସରକାରଙ୍କ ପକ୍ଷରୁ ବିରୋଧି ମନ୍ତବ୍ୟ ଦିଆଯାଉଥିଲା। ତେବେ ରାଜନୀତିରୁ ଉର୍ଦ୍ଧ୍ୱରେ ରହି ଏହାର ଗୁରୁତ୍ୱ ବୁଝିଲେ ହିଁ ଦେଶର ବିକାଶ ସମ୍ଭବ ହେବ ବୋଲି ସୋନିଆ ଏହି ଲେଖାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କୁ ପାକିସ୍ତାନ ନେତା ପ୍ରଶଂସା କରିବା ଚିନ୍ତାଜନକ, କଂଗ୍ରେସରୁ ସ୍ପଷ୍ଟିକରଣ ମାଗିଲେ ରାଜନାଥ

ନୂଆଦିଲ୍ଲୀଳ,୫।୫: ଯେତେବେଳେ ଜଣେ ପାକିସ୍ତାନୀ ନେତା କଂଗ୍ରେସ ଏମପି ରାହୁଲ ଗାନ୍ଧୀଙ୍କୁ ପ୍ରଶଂସା କରିଥିଲେ ସେତେବେଳେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ପ୍ରଶ୍ନ ଉଠାଇଥିଲେ।...

ରେସଲର୍‌ ବଜରଙ୍ଗ ପୁନିଆଙ୍କୁ ବଡ଼ ଝଟ୍‌କା; ନିଲମ୍ବନ କଲା NADA

ନୂଆଦିଲ୍ଲୀ,୫।୫: ଭାରତୀୟ ରେସଲର୍‌ ବଜରଙ୍ଗ ପୁନିଆଙ୍କୁ ବଡ଼ ଝଟ୍‌କା ଲାଗିଛି। ନ୍ୟାଶନାଲ ଆଣ୍ଟିଂ ଡୋପିଂ ଏଜେନ୍ସି(ଏନ୍‌ଏଡିଏ) ଅସ୍ଥାୟୀ ଭାବେ ତାଙ୍କୁ ନିଲମ୍ବିତ କରିଛି। ସେ ମାର୍ଚ୍ଚରେ...

ମୋଦି ସରକାରଙ୍କ ଉଦ୍ଦେଶ୍ୟ ଉପରେ ପ୍ରଶ୍ନ ଉଠାଇଲେ ପପୁ ଯାଦବ

ନୂଆଦିଲ୍ଲୀ,୫।୫: ଜମ୍ମୁ କଶ୍ମୀରର ପୁଞ୍ଚ ଜିଲା ଅନ୍ତର୍ଗତ ଭାରତୀୟ ବାୟୁସେନା କନଭେନ ଉପରେ ଆତଙ୍କବାଦୀ ଆକ୍ରମଣକୁ ନେଇ ରାଜନୀତି ଆରମ୍ଭ ହୋଇଛି। ଏହି ଆତଙ୍କବାଦୀ ଆକ୍ରମଣ...

ଆମେଠି ପ୍ରାର୍ଥୀ କେ.ଏଲ ଶର୍ମାଙ୍କ ବିସ୍ପୋରକ ବୟାନ, ଗାନ୍ଧୀ ପରିବାର ପାଖରେ କରୁନି ଚାକିରି

ନୂଆଦିଲ୍ଲୀ,୫।୫: ଆମେଠିରୁ କଂଗ୍ରେସ କିଶୋରୀ ଲାଲ ଶର୍ମାଙ୍କୁ ଟିକେଟ୍‌ ଦେଇଛି। ତେବେ ଟିକେଟ୍‌ ମିଳିବା ପରେ ସେ ଏକ ବିସ୍ପୋରକ ବୟାନ ଦେଇଛନ୍ତି। ସେ କହିଛନ୍ତି,...

ଆମେଠିରୁ ଟିକେଟ୍‌ ନ ମିଳିବାରୁ ଏମିତି ପୋଷ୍ଟ କଲେ ରର୍ବଟ ଭଦ୍ରା, କହିଲେ ରାଜନୀତିର କୌଣସି ଶକ୍ତି…

ନୂଆଦିଲ୍ଲୀ,୫।୫: କଂଗ୍ରେସ ଆମେଠି ଓ ରାଏବରେଲିରୁ ପ୍ରାର୍ଥୀ ଘୋଷଣା କରିଛି। ରାହୁଲ ଗାନ୍ଧୀ ରାଏବରେଲିରୁ ନାମାଙ୍କନ ଦାଖଲ କରିଥିବାବେଳେ କେ.ଏଲ ଶର୍ମା ଆମେଠି ଲୋକ ସଭା...

ହଳଦୀ ଏବଂ ଲଙ୍କାଗୁଣ୍ଡରେ ମିଶୁଛି ପୋଷାକ ରଙ୍ଗ

ନୂଆଦିଲ୍ଲୀ,୫।୫: ବଜାରରେ ଏବେ ପ୍ରାୟ ସବୁ କିଛି ଭେଜାଲ। ମସଲା ହେଉ କିମ୍ବା ଅନ୍ୟ କୌଣସି ଖାଦ୍ୟପଦାର୍ଥ ସବୁ ଥିରେ ମାତ୍ରାଧିକ କେମିକାଲ। ଏସବୁ ଖାଇବା...

ବଲିଉଡ୍‌ ପ୍ରଭାବରେ ଦେଶର ନିର୍ବାଚନ

ନୂଆଦିଲ୍ଲୀ,୫ା୫: ଭାରତୀୟ ହିନ୍ଦୀ ସିନେମା ଶିଳ୍ପ ନିକଟ ଅତୀତରେ ଅନେକ ଚଳଚ୍ଚିତ୍ର ନିର୍ମାଣ କରିଛି, ଯେଉଁଥିରେ ନିର୍ବାଚନକୁ ପ୍ରଭାବିତ କଲା ଭଳି ଜାତୀୟତାବାଦ, ଇସ୍‌ଲାମ ବିରୋଧୀ...

ସ୍ତ୍ରୀଙ୍କ ସହ ଅପ୍ରାକୃତ ଯୌନ ସମ୍ପର୍କ ବଳାତ୍କାର ନୁହେଁ: ହାଇକୋର୍ଟ

ନୂଆଦିଲ୍ଲୀ,୫ା୫: ସ୍ତ୍ରୀଙ୍କ ସହ ଅପ୍ରାକୃତ ଯୌନ ସମ୍ପର୍କକୁ ବଳାତ୍କାର କୁହାଯାଇପାରିବ ନାହିଁ ବୋଲି ମଧ୍ୟପ୍ରଦେଶ ହାଇକୋର୍ଟ ଏକ ରାୟରେ କହିଛନ୍ତି। ଏପରିକି ସ୍ତ୍ରୀଙ୍କର ସହମତି ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri