କୁନି ଝୁମର ଶିଳ୍ପୀ ମୋହିତଙ୍କୁ ନେଇ ଚର୍ଚ୍ଚା

ଚମ୍ପୁଆ, ୯।୬(ଡି.ଏନ.ଏ.)-ସାମ୍ପ୍ରତିକ ପରିସ୍ଥିତିରେ ଜନ ସାଧାରଣଙ୍କ ମନୋରଞ୍ଜନ ପାଇଁ ବେଶ ଖରାକ ଯୋଗାଉଛି ଝୁମର ସଙ୍ଗୀତ। କୁରୁମାଲି ଭାଷାରେ ଏହି ସଙ୍ଗୀତ କୁଡୁମି ସମ୍ପ୍ରଦାୟର ପ୍ରମୁଖତା ବହନ କରୁଥିବା ବେଳେ ସମ୍ପ୍ରଦାୟ ବାହାରେ ମଧ୍ୟ ଏହାର ଆଦୃତ୍ତି ବଢିବାରେ ଲାଗିଛି। ସ୍ଥାନୀୟ ଅଞ୍ଚଳରେ ଝୁମର ନାଚ ଓ ଝୁମର ସଙ୍ଗୀତ ମଧ୍ୟ ବେଶ ଲୋକପ୍ରିୟ ହୋଇପାରିଛି। ମୋହିତ ରଞ୍ଜନ ନାମକ ଜଣେ ୭ ବର୍ଷର ଶିଶୁ ଝୁମର ସଙ୍ଗୀତ ପରିବେଷଣ କରି ବେଶ୍‌ ଲୋକପ୍ରିୟ ହୋଇଛନ୍ତି। ତାଙ୍କ ଘର ଚମ୍ପୁଆ ବ୍ଲକ ରଙ୍ଗାମାଟିଆ ପଞ୍ଚାୟତ ଅନ୍ତର୍ଗତ ଚିଲିକାପଶିରେ। ତାଙ୍କ ପିତା ହେଲେ ପ୍ରିୟଦର୍ଶି ଚନ୍ଦନ ମହାନ୍ତ ଓ ମା’ ଆରତୀ ମହାନ୍ତ। ପିତାମାତାଙ୍କ ପ୍ରେରଣାରେ ଜଣେ କଳାକାର ହୋଇପାରିଛନ୍ତି ବୋଲି ସେ କହିଛନ୍ତି। ବାସୁଦେବପୁର ସରସ୍ବତୀ ବିଦ୍ୟା ମନ୍ଦିରର ତୃତୀୟ ଶ୍ରେଣୀର ଛାତ୍ର। ବିଭିନ୍ନ ପ୍ରତିଭା ଅନ୍ବେଷଣ କାର୍ଯ୍ୟକ୍ରମରେ ଯୋଗଦେଇ ସେ ପ୍ରଶଂସା ସାଉଣ୍ଟି ପାରିଛନ୍ତି। ଆଗକୁ ଏହିପରି ସଙ୍ଗୀତ ସାଧନ କରି ନାଁ କମାନ୍ତୁ ବୋଲି ସ୍ଥାନୀୟ ଲୋକେ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

ଶ୍ରୀମୟୀଙ୍କ ପୋଷ୍ଟକୁ ନେଇ କଡ଼ା କାଉଣ୍ଟର କଲେ ସ୍ନେହାଙ୍ଗିନୀ: ରାଜ୍ୟ ରାଜନୀତିରେ ହଇଚଇ 

ଭୁବନେଶ୍ୱର,୨୩।୧୨: ଶଙ୍ଖ ଭବନରେ ମହିଳା ନେତ୍ରୀଙ୍କ ବୈଠକ ପରେ ବିଜେଡିରେ ସୁଜାତା ଏଣ୍ଟ୍ରି କଲେ କି ପ୍ରଶ୍ନରେ ଉତ୍ତର ରଖିଲେ ସ୍ନେହାଙ୍ଗିନୀଙ୍କ ଛୁରିଆ। ସେ କହିଛନ୍ତି,ନବୀନ...

ଓଡ଼ିଶାରେ ବଢୁଛି ଶୀତର ପ୍ରକୋପ: ୩ ଦିନରେ ଏସବୁ ଜିଲାରେ ହ୍ରାସ ପାଇବ ପାରଦ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତର ଲହରି ଜାରି ରହିଥିବା ବେଳେ ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସହରର ତାପମାତ୍ରା ଗତ ୩ ଦିନ ମଧ୍ୟରେ ଗୁରୁତର ଭାବେ...

‘ଗରିବ ଯଦି ମହାପ୍ରଭୁଙ୍କ ସାମଗ୍ରୀ ବିକ୍ରି କର’, ପୁରୀରେ ସାନ୍ତା ଟୋପି ବିକ୍ରିକୁ ନେଇ ବିବାଦ

ଭୁବନେଶ୍ୱର: ବଡ଼ଦିନ ବା ଖ୍ରୀଷ୍ଟମାସ ଅବସରରେ ରାଜଧାନୀ ଭୁବନେଶ୍ୱରର ଏବଂ ଶ୍ରୀକ୍ଷେତ୍ର ପୁରୀର ରାସ୍ତା କଡ଼ରେ ସାନ୍ତା କ୍ଲଜ୍ ଟୋପି ଓ ଅନ୍ୟାନ୍ୟ ସାମଗ୍ରୀ ବିକ୍ରି...

ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଶେଷ: ଖୁବଶୀଘ୍ର ହେବ ଅଳଙ୍କାର ଗଣତି ମଣତି

କଟକ,୨୩।୧୨: ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଏବଂ ରତ୍ନ ଅଳଙ୍କାର ଗଣତି ମଣତି ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଶୁଣାଣି କରି ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଭାରତୀୟ ପ୍ରତ୍ନତତ୍ତ୍ୱ...

ଚାଲିଗଲା ମା’ ଛେଉଣ୍ଡ ଛୁଆହାତୀ ଶମ୍ଭୁର ଜୀବନ

ବାରଙ୍ଗ,୨୩।୧୨(ଲିଙ୍ଗରାଜ ରାଉତ): ଚନ୍ଦକା ଜଙ୍ଗଲର କୁମାରଖୁଣ୍ଟିରେ ରହୁଥିବା ୬ମାସର ମା’ଛେଉଣ୍ଡ ହାତୀ ଛୁଆ ଶମ୍ଭୁ ମଙ୍ଗଳବାର ମୃତ୍ୟୁବରଣ କରିଛି। ମୃତ୍ୟୁର ପ୍ରକୃତ କାରଣ ଜଣାପଡି ନ...

କେନ୍ଦ୍ରାପଡ଼ାରେ ନାବାଳିକାଙ୍କ ସହ ଘଟିଗଲା ଏପରି ଅଘଟଣ: କଡା ଚେତାବନୀ ଦେଲେ ଉପମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡା,୨୩।୧୨: କେନ୍ଦ୍ରାପଡ଼ା ଜିଲା ସାତଭାୟା ଗ୍ରାମରେ ଘଟିଥିବା କଥିତ ନାବାଳିକା ବିବାହ ଘଟଣାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗଭୀର ଉଦବେଗ ପ୍ରକାଶ କରିଛନ୍ତି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri