ରେଳଯାତ୍ରୀଙ୍କ ସୁରକ୍ଷା ନେଇ ଟୋଲ୍‌ ଫ୍ରି ନମ୍ବର ଜାରି

ବଅଁରପାଳ,୧୫।୬(ଡି.ଏନ୍‌.ଏ.): ଅନୁଗୋଳ ଜିଲା ରେଳଷ୍ଟେଶନଠାରେ ରେଳଯାତ୍ରୀଙ୍କୁ ସଚେତନତା କରାଇବା ପାଇଁ ଶନିବାର ପୋଲିସ ପକ୍ଷରୁ ଏକ ସଚେତନତା ବାର୍ତ୍ତା ଦିଆଯାଇଛି। ଏହା ସହ ଏକ ଟୋଲ୍‌ ଫ୍ରି ନମ୍ବର ମଧ୍ୟ ଜାରି କରାଯାଇଛି। ଯଦି କୌଣସି ଯାତ୍ରୀ ମହିଳା ବା ଶିଶୁ ନିଜକୁ ଅସୁରକ୍ଷିତ ମନେକରନ୍ତି, ତେବେ ଯଥାଶୀଘ୍ର ସେହି ନମ୍ବରରେ ଯୋଗାଯୋଗ କରିବାକୁ ରେଳ ବିଭାଗ ପୋଲିସ ଅଧିକାରୀ ପ୍ରବୀର କୁମାର ମହାନ୍ତି କହିଛନ୍ତି। ଚଳନ୍ତା ଟ୍ରେନକୁ ଯଦି କେହି ପଥର ଫୋପାଡୁଛି, ଚୋରି, ଡକାୟତି, ଅପରାଧ ସଂକ୍ରାନ୍ତରେ କିଛି ସୂଚନା ମିଳେ, ତେବେ ଅନ୍ୟମାନେ ମଧ୍ୟ ନଂ. ୧୮୨ ସହ ଯୋଗାଯୋଗ କରିବାକୁ କହିଛନ୍ତି। ଏହି କାର୍ଯ୍ୟକ୍ରମରେ ପୋଲିସ ଅଧିକାରୀ ରମେଶ ଚନ୍ଦ୍ର ବେହେରା, ଚୈତନ୍ୟ ପ୍ରସାଦ ବାଗ, ଲକ୍ଷ୍ମୀଧର ନାୟକଙ୍କ ସମେତ ବହୁ ପୋଲିସ ଅଧିକାରୀ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ୁଛି ହାତୀ ଜନିତ କ୍ଷୟକ୍ଷତି

ବଇଣ୍ଡା,୫।୫(ପରିକ୍ଷିତ ସାହୁ)ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଧଣ୍ଡାତୋପା ରେଞ୍ଜରେ କିଛିଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ନିକଟସ୍ଥ ଜଙ୍ଗଲରୁ ଚାଲି ଆସୁଥିବା ହାତୀ ଜମି...

ପ୍ରାର୍ଥତ୍ପତ୍ର ଦାଖଲ ନ କରି ଫେରିଗଲେ ନଳିନୀକାନ୍ତ

ଆଠମଲ୍ଲିକ, ୩ା୫(ଉଦୀପ୍ତ ପୁରୋହିତ)/ ଅନୁଗୋଳ (ଅମିତ କୁମାର ସାମଲ):ଅନୁଗୋଳ ଜିଲା ଆଠମଲ୍ଲିକ ବିଜେଡି ବିଧାୟକ ପ୍ରାର୍ଥୀ ନଳିନୀକାନ୍ତ ପ୍ରଧାନ ଗୁରୁବାର ପ୍ରାର୍ଥିପତ୍ର ଦାଖଲ ପାଇଁ ବିରାଟ...

ଶଙ୍ଖ ଛାଡ଼ିଲେ ପୂର୍ବତନ ବିଧାୟକ

ଛେଣ୍ଡିପଦା,୧ା୫(ଅଜିତ ଧଳ):ଅନୁଗୋଳ ଜିଲା ଛେଣ୍ଡିପଦା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଖଗେଶ୍ୱର ବେହେରା ବିଜେଡିରୁ ଇସ୍ତଫା ଦେଇଛନ୍ତି। ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ସେ...

‘ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରି ରାଜ୍ୟକୁ ୧ ନମ୍ବର କରିବା’

ଅନୁଗୋଳ,୩୦ା୪ (ଅମିତ କୁମାର ସାମଲ)/ ଆଠମଲ୍ଲିକ (ଉଦୀପ୍ତ ପୁରୋହିତ)/ ବଇଣ୍ଡା (ପରିକ୍ଷିତ ସାହୁ):ଓଡ଼ିଶାରେ ପ୍ରଥମ ଥର ଓ କେନ୍ଦ୍ରରେ ତୃତୀୟ ଥର ପାଇଁ ଭାଜପା ସରକାର...

‘ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର’

ଅନୁଗୋଳ,୨୮ା୪(ଅମିତ କୁମାର ସାମଲ)ଓଡ଼ିଆ ଭାଷା, ସଂସ୍କୃତି ଏବଂ ଓଡ଼ିଆ ଲୋକଙ୍କ ଭବିଷ୍ୟତ ଆଜି ଅନ୍ଧାରରେ। ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର। ଓଡ଼ିଶାରେ ଭ୍ରଷ୍ଟ,...

ନିର୍ବାଚନ ଥିବାରୁ ମୁହଁ ଦେଖାଇଲେ ନେତା

ଅନୁଗୋଳ,୨୮।୪ (ଅମିତ କୁମାର ସାମଲ)ଅନୁଗୋଳ ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଦୀର୍ଘବର୍ଷ ହେଲା କାର୍ଯ୍ୟ ଚାଲିଥିଲେ ମଧ୍ୟ ଶେଷ...

ଉଚ୍ଛେଦକୁ ୬ ବର୍ଷ ବିତିଲା, ନିର୍ମାଣ ହେଉନି

ବଇଣ୍ଡା,୨୮।୪(ପରିକ୍ଷିତ ସାହୁ)ରାଜପଥ ନିର୍ମାଣ ପାଇଁ କରାଯାଇଥିଲା ଉଚ୍ଛେଦ। ଭଙ୍ଗା ଯାଇଥିଲା ରାସ୍ତା ପାର୍ଶ୍ୱରେ ଥିବା ଅନେକ ଯାତ୍ରୀ ବିଶ୍ରାମାଗାର। ସରକାରୀ କାର୍ଯ୍ୟାଳୟଗୁଡ଼ିକୁ ମଧ୍ୟ ମାଟିରେ ମିଶାଇ...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri